-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବୋଡ଼େନ ଠାରେ ସଂଗଠନ ସୃଜନ ଅଭିଯାନ ଅନୁଷ୍ଠିତ

04-Sep-2025



ନୂଆପଡ଼ା (ରାମନାଥ ପଣ୍ଡା)ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବୋଡ଼େନ ଆରିଫ ଲଜରେ  ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବ୍ଲକ ସ୍ତରୀୟ କର୍ମୀ ସମ୍ମିଳନୀ ସଂଗଠନ ସୃଜନ ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଏହି ସମ୍ମିଳନୀରେ ଅଖିଳ ଭାରତୀୟ କଂଗ୍ରେସ କମିଟି ସଚିବ ମନୋଜ ଚୌହାନ ଯୋଗ ଦେଇ ଜାତୀୟ କଂଗ୍ରେସର ସ୍ଥିତି ଦିନକୁ ଦିନ  ମଜଭୁତ ହେଉଥିବା ପ୍ରକାଶ କରିବା ସହ ତୃଣମୂଳ ସ୍ତରରେ ଦଳ ସଙ୍ଗଠନକୁ ମଜଭୁତ କରିବାକୁ କର୍ମୀଙ୍କୁ ଆହ୍ବାନ କରିଥିଲେ। ଆଜିର କାର୍ଯ୍ୟକ୍ରମରେ  ଗୁଣପୁର ବିଧାୟକ ସତ୍ୟଜିତ ଗମାଙ୍ଗୋ ସହ ଦୁଇ  ପର୍ଯ୍ୟବେକ୍ଷକ ମୂରଲୀ ନାଏକ ଓ ଟଙ୍କଧର ସାହୁ ମଧ୍ୟ ଯୋଗ ଦେଇ  ତୃଣମୂଳ ସ୍ତରରେ ସଙ୍ଗଠିତ ହେବାକୁ ଆହ୍ଵାନ କରିଥିଲେ। ସଭାରେ ଖଡିଆଳ ଦଳୀୟ ବିଧାୟକ ପ୍ରତିନିଧି କମଲ ଚରଣ ତାଣ୍ଡି, ନୂଆପଡ଼ା ଜିଲ୍ଲା ସଂଯୋଜକ ଘାସିରାମ ମାଝୀ , ରାଜ୍ୟ ପିସିସି ମେମ୍ୱର ଫାରୁକ ମହମ୍ମଦ ପ୍ରମୁଖ ମଞ୍ଚାଷିନ ଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ  ଭାଗିରଥି ଦଣ୍ଡସେନା, ଦିଗ ଜଗତ, ପରକ୍ଷିତ ଛତ୍ରିଆ, ରାୟ ସିଂ ହଂସ, ଦିଲ୍ଲିପ ବିଭାର, ଅଭି ମହାନନ୍ଦ ,ଚୈତନ୍ୟ ଜଗତ,ପିତାମ୍ବର ବେହେରା,ରାଜେଶ ବେହେରା, ପ୍ରଦ୍ୟୁମ୍ନ ଦଣ୍ଡସେନା ,ଦେବା ମାଝୀ ,ବିଜୟ ଧରୁଆ, ସହଦେବ ମାଝୀଙ୍କ ସମେତ ବ୍ଲକ ସ୍ତରୀୟ ପଦାଧିକାରୀ ଏବଂ ବହୁ କଂଗ୍ରେସ କର୍ମୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like