-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଚାଉଳ ପରିବହନରେ ନିୟୋଜିତ ଟ୍ରକ୍ ର ଭଡ଼ା ବାବଦକୁ ବକେୟା ଥିବା ଲକ୍ଷାଧିକ ଟଙ୍କା ନପାଇ ଥାନାର ଦ୍ୱାରସ୍ଥ ହେଲେ ବଲାଙ୍ଗୀର ଜିଲ୍ଲା ଟ୍ରକ୍ ଅପରେଟରସ୍ ଏସୋସିଏସନ୍

04-Sep-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର  ଜିଲ୍ଲା ତଥା ଜିଲ୍ଲା ବାହାରର ବିଭିନ୍ନ ପ୍ରାନ୍ତକୁ ଚାଉଳ ପରିବହନରେ ନିୟୋଜିତ ହୋଇଥିଲା ବଲାଙ୍ଗୀରର ଏକାଧିକ ଟ୍ରକ୍ l ତେବେ  ଟ୍ରକଭଡା ବାବଦକୁ ବକେୟା ଥିବା ନିଜ ପାଉଣା ନପାଇ ଆଜି ବଲାଙ୍ଗୀର ଜିଲ୍ଲା ଟ୍ରକ୍ ଅପରେଟରସ୍ ଏସୋସିଏସନ୍  ର ଏକ ପ୍ରତିନିଧି ଦଳ ବଲାଙ୍ଗୀର ସଦର ଥାନା ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି l ଅଭିଯୋଗରୁ ପ୍ରକାଶ ଯେ କଳାହାଣ୍ଡି ଜିଲ୍ଲା ଜୁନାଗଡ ର ପରିବହନ ଠିକାଦାର ନିରଞ୍ଜନ ସତପଥୀ ଓ କଳହାଣ୍ଡିର ଆଉ ଜଣେ ପରିବହନ ଏଜେଣ୍ଟ ଚାଉଳ ପରିବହନ ପାଇଁ ଟ୍ରକ୍ କୁ ଭଡା ସୂତ୍ରରେ  ନେଇଥିଲେ l ତେବେ ଚାଉଳ ପରିବହନ ବାବଦକୁ ବିଭିନ୍ନ ଟ୍ରକ୍ ମଲିକଙ୍କୁ  ଏମାନେ ତାଙ୍କର ପ୍ରାପ୍ୟ ନ ଦେଇ ଆଜି ଦେବୁ କାଲି ଦେବୁ ବୋଲି କହି ଦିନ ଗଡେଇ ଚାଲିଛନ୍ତି l ଟ୍ରକ୍ ମଲିକ୍ ମାନଙ୍କ ଅଭିଯୋଗ ମୁତାବକ  ବକେୟା ଥିବା ପ୍ରାୟ ୭ ଲକ୍ଷ ୫୦ ହଜାର ଟଙ୍କା  ଏମାନେ ନଦେଇ ଟଙ୍କା ପାଇଁ କହିଲେ ଓଲାଟା ଟ୍ରକ୍ ମାଲିକ୍ ଙ୍କୁ ଗାଳି ଗୁଲଜ କରୁଛନ୍ତି l ଶେଷ ରେ ଆଜି ବଲାଙ୍ଗୀର ଜିଲ୍ଲା ଟ୍ରକ୍ ଅପରେଟରସ୍ ଏସୋସିଏସନ୍ ପକ୍ଷରୁ ଏକ ପ୍ରତିନିଧି ଦଳ ବଲାଙ୍ଗୀର ସଦର ଥାନା ଅଧିକାରୀ ଙ୍କୁ ଏକ ଲିଖିତ ଅଭିଯୋଗ ମାଧ୍ୟମରେ ଏହାର ଯାଞ୍ଚ କରି ବକେୟା ଟଙ୍କା ଫେରସ୍ତ କରିବା ତଥା ଏହି ଦୁଇ ବେପାରୀ ଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି l ଆଜି ବଲାଙ୍ଗୀର ଜିଲ୍ଲା ଟ୍ରକ୍ ଅପରେଟରସ୍ ଏସୋସିଏସନ୍ ର ସଭାପତି ବିରେନ୍ଦ୍ର କୁମାର ମିଶ୍ର ଓ ସମ୍ପାଦକ ଅଶ୍ୱିନୀ ପଟ୍ଟନାୟକ ଙ୍କ ନେତୃତ୍ଵରେ ସଂଘ ର ସମସ୍ତ ସଭ୍ୟ ସଦର ଥାନା କୁ ଯାଇ ଏହି ଅଭିଯୋଗ ପତ୍ର ଦେଇଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like