-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଯୋର ଧରିଲା କଣ୍ଟାମାଳକୁ ଏନ୍ଏସି ଘୋଷଣା, କଣ୍ଟାମାକୁ ସବଡ଼ିଭିଜନ ଓ ଏନଏସି ଘୋଷଣା ଦାବିକଲା କଣ୍ଟାମାଳ ସଚେତନ ନାଗରିକ ମଞ୍ଚ

04-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳକୁ ସବଡ଼ିଭିଜନ ଓ ଏନଏସି ମାନ୍ୟତା ଦାବିନେଇ ଆଜି ଅପରାହ୍ନ ୫ଘଣ୍ଟା ସମୟରେ କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ ଙ୍କ ଅଧ୍ୟକ୍ଷତାରେ କଣ୍ଟାମାଳ ବାର ଆସୋସିଏସନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଛି  l  ବୈଠକରେ ଓକିଲ ସଂଘ,ବଣିକ ସଂଘ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ କର୍ମଚାରୀ ସଂଘସମେତ ଅଂଚଳର ସଚେତନ ନାଗରିକ ସମେତ ବିଭିନ୍ନ ସଂଗଠନ ର ସଦସ୍ୟ ଯୋଗଦେଇଥିଲେ  l   ବୌଦ୍ଧ ଜିଲ୍ଲାର ସର୍ବାଧିକ ପଞ୍ଚାୟତ ଓ ଲୋକସଂଖ୍ୟା ଥିବା କଣ୍ଟାମାଳ ବ୍ଲକ କୁ ସବଡ଼ିଭିଜନ ଓ ଏନ୍ଏସି ମାନ୍ୟତା ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଛି l ସମସ୍ତ ପାରିପାର୍ଶ୍ଵିକ ଦୃଷ୍ଟିରୁ ସବଡ଼ିଭିଜନ ଓ ନୂତନ ଏନଏସି ନିମନ୍ତେ ଜିଲ୍ଲାର କଣ୍ଟାମାଳ ହିଁ ଏକମାତ୍ର ଦାବିଦାର ରହିଆସିଛି  l  ନୂତନ ଏନଏସି ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି କଣ୍ଟାମାଳ ଓକିଲ ସଂଘ ଓ ଜନସାଧାରଣ ବିଭିନ୍ନ ସମୟରେ ଆନ୍ଦୋଳନ ମାଧ୍ୟମରେ ସରକାରଙ୍କ ନିକଟରେ ଦାବି ରଖି ଆସିଛନ୍ତି  ।  ରାଜ୍ୟରେ ନୂଆ ଏନଏସି ପାଇଁ ଗତ  ଅଗଷ୍ଟ ୩୧ତାରିଖରେ ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୧୦ ଜିଲାରେ ୧୬ଏନ୍‌ଏସି ଓ ୩ଜିଲ୍ଲାରେ ୭ଟି ଏନଏସି ରୁ ମ୍ୟୁନିସିପାଲିଟି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି ବିଜ୍ଞପ୍ତିରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳର  କୌଣସି ନାମ ନ ଥିଲା, ଯାହାକୁ ନେଇ କଣ୍ଟାମାଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।କଣ୍ଟାମାଳ ଏକ ଏନଏସି ହେବାକୁ ଯାଉଥିବା  ନେଇ କଣ୍ଟାମାଳବାସୀ ବେସ ଆଶାବାଦୀ ଥିଲେ  l  ଏନେଇ କଣ୍ଟାମାଳବାସୀ ଉତ୍ସୁକତାର ସହ ଅପେକ୍ଷା କରିଥିଲେ ହେଁ ନୂତନ ଏନ୍ଏସି ତାଲିକା ଘୋଷଣା କଣ୍ଟାମାଳ ଜନସାଧାରଣଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାକୁ ନେଇ କଣ୍ଟାମାଳରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି।  ଗମନାଗମନ ଦୃଷ୍ଟିରୁ କଣ୍ଟାମାଳ ଚାରିଟି ଜିଲ୍ଲାର ସଂଯୋଗ ସ୍ଥଳ  l  ଏନଏସି ଗଠନ ପାଇଁ ଆବଶ୍ୟକତା ଠାରୁ ଅଧିକ ଲୋକ ସଂଖ୍ୟା ରହିଛି   l  ଜିଲ୍ଲାର ତିନୋଟି ବ୍ଲକ ମଧ୍ୟରୁ କଣ୍ଟାମାଳ ଅନ୍ୟତମ  l   ଏଠାରେ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ,ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ,ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, କଣ୍ଟାମାଳ ଦେୱାନୀ ଓ ଫୌଜଦାରୀ ଅଦାଲତ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର,ଥାନା, ଓଡିଶା ଆଦର୍ଶ ବିଦ୍ୟାଳୟ, ନାକ ମାନ୍ୟତାପ୍ରାପ୍ତ କଣ୍ଟାମାଳ  କଲେଜ,ଆଇସିଡ଼ିଏସ କାର୍ଯ୍ୟାଳୟ, ସମେତ ପ୍ରାୟ ସମସ୍ତ ବ୍ଲକସ୍ତରୀୟ ସରକାରୀ କାର୍ଯ୍ୟାଳୟ ରହିଛି   l   କଣ୍ଟାମାଳ କୁ ସବଡ଼ିଭିଜନ ମାନ୍ୟତା ପ୍ରଦାନ ପାଇଁ କଣ୍ଟାମାଳ ଓକିଲ ସଂଘ ସହ ବିଭିନ୍ନ ଅନୁଷ୍ଠାନ ଓ ଜନସାଧାରଣ ପକ୍ଷରୁ ଆନ୍ଦୋଳନ କରାଯାଇଛି  l ଏହା ଏକ ପ୍ରଧାନ ବାଣିଜ୍ୟ କେନ୍ଦ୍ର ।  ସବଡ଼ିଭିଜନ ଓ ଏନ୍ଏସି ପାଇଁ ସମସ୍ତ   ସାଧନଯୋଗ୍ୟତା ତଥା ସମ୍ଭାବ୍ୟତା ରହିଛି।  l   ସରକାର ତୁରନ୍ତ ଏହାର ଆବଶ୍ୟକତାକୁ ଉପଲବ୍ଧ କରି  କଣ୍ଟାମାଳ କୁ ସବଡ଼ିଭିଜନ ଓ ଏନଏସି ଘୋଷଣା ପାଇଁ ସାଧାରଣରେ ଦାବି ହେଉଛି   l   ଦାବି ପୂରଣ ନ ହେଲେ ଅଗାମି ଦିନରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ଆନ୍ଦୋଳନକୁ ଓହ୍ଲାଇବ ବୋଲି ନିଷ୍ପତ୍ତି କରିଛି   l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like