-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

*ଜେ.ଆର.ସି.ବ୍ଲକ ସଂଯୋଜକଙ୍କ ପ୍ରଶିକ୍ଷଣ ଶିବିର*: ଦକ୍ଷତା ବୃଦ୍ଧି ନୂତନ ସମ୍ଭାବନା ସୃଷ୍ଟି ହେବ

04-Sep-2025



ସୋନପୁର /ତା. ୦୪. ୦୯. ୨୦୨୫
 ରାଜ୍ୟ ରେଡ଼କ୍ରସ ଓଡିଶା ଶାଖାଙ୍କ ଆହ୍ୱାନ କ୍ରମେ ସୁବର୍ଣ୍ଣପୁର  ଜିଲ୍ଲା ଶିକ୍ଷାଧିକାରୀ ମୀନାରାଣୀ ମଙ୍ଗଲଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସାହାରା ଟ୍ରଷ୍ଟ ହାଇସ୍କୁଲ ପ୍ରାଙ୍ଗଣରେ ପଶ୍ଚିମ ଓଡିଶାର ଆଠଗୋଟି ଜିଲ୍ଲାର ସମସ୍ତ ୭୮ ଟି ବ୍ଳକର ବ୍ଲକ ସଂଯୋଜକଙ୍କ ତିନିଦିନିଆ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି l ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ରେଡ଼କ୍ରସ ସମ୍ପାଦକ ସଂଗ୍ରାମ କେଶରୀ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରାର୍ଥୀମାନେ ନିଜସ୍ୱ ଦକ୍ଷତା ବୃଦ୍ଧି କରିବା ସହିତ ଆଗାମୀ ଦିନରେ ରେଡ଼କ୍ରସର ମାନବୀୟ ସେବାକୁ ସମାଜର ବିକାଶ ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ରାଜ୍ୟ ଜୁନିଅର ରେଡ଼କ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ରାଜ୍ୟ ଜୁନିଅର ରେଡ଼କ୍ରସର ମାନବବାଦ ସେବାକାର୍ଯ୍ୟ ମାଧ୍ୟମରେ ଗୋଷ୍ଠୀର ମୂଲ୍ୟବାନ ଜୀବନର ସୁରକ୍ଷା ଓ ଗତିଶୀଳତା ଉପରେ ବକ୍ତବ୍ୟରେ ଗୁରୁତ୍ୱ ଦେଇଥିଲେ l ଜିଲ୍ଲା ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସ୍ୱାଗତ ଅଭିଭାଷଣ ଦେବା ସହିତ ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ତିନିଦିନ ବ୍ୟାପି ଶିବିରରେ ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ ସଂଯୋଜକମାନଙ୍କୁ ଦକ୍ଷତା ବୃଦ୍ଧି, ପ୍ରାଥମିକ ଚିକିତ୍ସା, ସ୍ବେଛାକୃତ ରକ୍ତଦାନ ଅଭିଯାନ, ସାଇବର ସୁରକ୍ଷା,ସଡ଼କ ସୁରକ୍ଷା, ବିଦ୍ୟାଳୟରେ ରେଡ଼କ୍ରସ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ସମ୍ପର୍କରେ ତାଲିମ ଦିଆଯିବ l ସାନ୍ଧ୍ୟ ଅଧିବେଶନରେ ସୋନପୁର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ପତାକା ଅବତରଣ କରି ଶିବି୍ରାର୍ଥୀମାନଙ୍କୁ ଉଦବୋଧନ ଦେଇଥିଲେ l ଡିଏସ ଏସ୍ ପର୍ଶୁରାମ ମେହେର ଉପସ୍ଥିତ ରହି ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମ କୁ ବରିଷ୍ଠ ସାଧନକର୍ମୀ ଚନ୍ଦ୍ରମଣୀ ବାଘ  ସଂଯୋଜନା କରିଥିବାବେଳେ ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର ଜଗଦୀଶ ଦାଶ, ହେମନ୍ତ ମେହେର, ରାଜ୍ୟ ଜୁନିଅର ରେଡ଼କ୍ରସ କୋଷାଧକ୍ଷ ସୁରେନ୍ଦ୍ରନାଥ ସାମଲ, ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶିକ୍ଷକ ଦିଲ୍ଲୀପ କୁମାର ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ l ପରିଶେଷରେ ସାହାରା ଟ୍ରଷ୍ଟ ହାଇସ୍କୁଲର ପ୍ରଧାନ ଶିକ୍ଷକ ତଥା ଜିଲ୍ଲା ଜୁନିଅର ରେଡ଼କ୍ରସ ଉପସଭାପତି ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like