-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||     

HOME   ଜିଲ୍ଲା

*ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ପକ୍ଷରୁ ପ୍ରତିଷ୍ଠା ଦିବସ ଓ ନୂଆଁ ଖାଇ ଭେଟ ଘାଟ ପାଳନ*-

05-Sep-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ସ୍ମାର୍ଟ୍ ପାର୍କ ଠାରେ ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ପକ୍ଷରୁ  ଅନୁଷ୍ଠାନ ର ପ୍ରତିଷ୍ଠା ଦିବସ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ଯ କ୍ରମ ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଵୀକୃତି ପାଇଥିବା ଅନୁଷ୍ଠାନ ର ପଞ୍ଜିକରଣ ପତ୍ର  କୁ ଜିଲ୍ଲାପାଳ ଙ୍କ ଦ୍ବାରା ଉନ୍ମୋଚନ କରଯାଇଥିଲା l ଏହି ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦେହ ମନ ଓ ନିଜ ସହିତ ଯୋଡ଼ି ହେଲେ ଈଶ୍ୱର ଙ୍କ ସହ ଆପେ ଯୋଡ଼ି ହୋଇ ପରିବା ବୋଲି ମତ ରଖି ଥିଲେ l ଓ  ଯୋଗାଭ୍ୟାସ ମାଧ୍ୟମରେ ସହର ତଥା ଗାଁ ଗାଁ ରେ ଯୋଗ ର ପ୍ରଚାର ପ୍ରସାର କରାଇବା ଅନୁଷ୍ଠାନ ର ଏହି ସାମୁହିକ ପ୍ରୟାସ କୁ ଭୂୟସୀ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥି ଭାବରେ ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଋଷି ମାଝୀ, ଏ ଡି ଏମ୍ ଓ  ଡ଼ା. ଦୁର୍ଗା ଦତ୍ତ ଦାଶ, ଜିଲ୍ଲା ଓକିଲ ସଂଘ ସଭାପତି ପ୍ରତାପ ପୁରୋହିତ, ଯୋଗ ସେବା ସମିତି ର ସଭାପତି ଗୋପାଳ ନେଗି ଯୋଗ ଦେଇ ଯୋଗ ଅଭ୍ୟାସ ଜାରି ରଖି ରୋଗ ରୁ ମୁକ୍ତି ପାଇବା ପାଇଁ ସଂକଳ୍ପ ନେଇ ଥିଲେ ଓ ପ୍ରତି ଘରେ ଏ ବାର୍ତ୍ତା ପହଞ୍ଚାଇବାକୁ ପରାମର୍ଶ କରିଥିଲେ l ସମସ୍ତ ଅତିଥି ମା ସୁରେଶ୍ଵରୀ ଓ ସର୍ବ ପଲ୍ଲୀ ରାଧା କ୍ରୀଷ୍ଣନ ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ଅର୍ପଣ କରି ଥିବା ବେଳେ ସଙ୍ଗୀତକାର ପୁରନ୍ଦର ଠେଲା ଓ ମନୋରଂଜନ ତ୍ରୀପାଠୀ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ l ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତି ଓ ମିସ୍ ଇତିଶ୍ରୀ ଡ଼ାଙ୍ଗ ସଭା ସଂଯୋଜନା କରିଥିଲେ l ସମାଜସେବୀ ଭଜନ ଲାଲ୍ ଅଗ୍ରୱାଲ, ଯୋଗ ଗୁରୁ ମନୋଜ୍ ପଣ୍ଡା, ଓ ଆଇନଜୀବୀ ପ୍ରତାପ ପୁରୋହିତ ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l କୁନି ପ୍ରତିଭା ମିସ ହଂଶିକା ମିଶ୍ର ଯୋଗ ମାଧ୍ୟମରେ ଡେମୋ ପ୍ରଦର୍ଶନ କରିଥିବା ବେଳେ ଅନୁଷ୍ଠାନ ସଭାପତି ଗୋପାଳ ନେଗି ଧନ୍ୟବାଦ୍ ଅର୍ପଣ କରିଥିଲେ l ଅନୁଷ୍ଠାନ ର ଶତାଧିକ ସଦସ୍ୟ ଅତିଥି ଙ୍କୁ ସ୍ୱାଗତ କରିବା ସହ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l ଏହି ପାର୍କ ରେ ଏକ ହର୍ବାଲ ଗାର୍ଡେନ ତିଆରି ପାଇଁ ଅତିଥି ଙ୍କ ଦ୍ଵାରା ଆଜି ଏଠାରେ କିଛି ଔଷଧିୟ ବୃକ୍ଷ ରୋପଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026

You Might Also Like