-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

*ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ପକ୍ଷରୁ ପ୍ରତିଷ୍ଠା ଦିବସ ଓ ନୂଆଁ ଖାଇ ଭେଟ ଘାଟ ପାଳନ*-

05-Sep-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ସ୍ମାର୍ଟ୍ ପାର୍କ ଠାରେ ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ପକ୍ଷରୁ  ଅନୁଷ୍ଠାନ ର ପ୍ରତିଷ୍ଠା ଦିବସ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ଯ କ୍ରମ ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଵୀକୃତି ପାଇଥିବା ଅନୁଷ୍ଠାନ ର ପଞ୍ଜିକରଣ ପତ୍ର  କୁ ଜିଲ୍ଲାପାଳ ଙ୍କ ଦ୍ବାରା ଉନ୍ମୋଚନ କରଯାଇଥିଲା l ଏହି ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦେହ ମନ ଓ ନିଜ ସହିତ ଯୋଡ଼ି ହେଲେ ଈଶ୍ୱର ଙ୍କ ସହ ଆପେ ଯୋଡ଼ି ହୋଇ ପରିବା ବୋଲି ମତ ରଖି ଥିଲେ l ଓ  ଯୋଗାଭ୍ୟାସ ମାଧ୍ୟମରେ ସହର ତଥା ଗାଁ ଗାଁ ରେ ଯୋଗ ର ପ୍ରଚାର ପ୍ରସାର କରାଇବା ଅନୁଷ୍ଠାନ ର ଏହି ସାମୁହିକ ପ୍ରୟାସ କୁ ଭୂୟସୀ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥି ଭାବରେ ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଋଷି ମାଝୀ, ଏ ଡି ଏମ୍ ଓ  ଡ଼ା. ଦୁର୍ଗା ଦତ୍ତ ଦାଶ, ଜିଲ୍ଲା ଓକିଲ ସଂଘ ସଭାପତି ପ୍ରତାପ ପୁରୋହିତ, ଯୋଗ ସେବା ସମିତି ର ସଭାପତି ଗୋପାଳ ନେଗି ଯୋଗ ଦେଇ ଯୋଗ ଅଭ୍ୟାସ ଜାରି ରଖି ରୋଗ ରୁ ମୁକ୍ତି ପାଇବା ପାଇଁ ସଂକଳ୍ପ ନେଇ ଥିଲେ ଓ ପ୍ରତି ଘରେ ଏ ବାର୍ତ୍ତା ପହଞ୍ଚାଇବାକୁ ପରାମର୍ଶ କରିଥିଲେ l

ସମସ୍ତ ଅତିଥି ମା ସୁରେଶ୍ଵରୀ ଓ ସର୍ବ ପଲ୍ଲୀ ରାଧା କ୍ରୀଷ୍ଣନ ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ଅର୍ପଣ କରି ଥିବା ବେଳେ ସଙ୍ଗୀତକାର ପୁରନ୍ଦର ଠେଲା ଓ ମନୋରଂଜନ ତ୍ରୀପାଠୀ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ l ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତି ଓ ମିସ୍ ଇତିଶ୍ରୀ ଡ଼ାଙ୍ଗ ସଭା ସଂଯୋଜନା କରିଥିଲେ l ସମାଜସେବୀ ଭଜନ ଲାଲ୍ ଅଗ୍ରୱାଲ, ଯୋଗ ଗୁରୁ ମନୋଜ୍ ପଣ୍ଡା, ଓ ଆଇନଜୀବୀ ପ୍ରତାପ ପୁରୋହିତ ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l କୁନି ପ୍ରତିଭା ମିସ ହଂଶିକା ମିଶ୍ର ଯୋଗ ମାଧ୍ୟମରେ ଡେମୋ ପ୍ରଦର୍ଶନ କରିଥିବା ବେଳେ ଅନୁଷ୍ଠାନ ସଭାପତି ଗୋପାଳ ନେଗି ଧନ୍ୟବାଦ୍ ଅର୍ପଣ କରିଥିଲେ l ଅନୁଷ୍ଠାନ ର ଶତାଧିକ ସଦସ୍ୟ ଅତିଥି ଙ୍କୁ ସ୍ୱାଗତ କରିବା ସହ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l ଏହି ପାର୍କ ରେ ଏକ ହର୍ବାଲ ଗାର୍ଡେନ ତିଆରି ପାଇଁ ଅତିଥି ଙ୍କ ଦ୍ଵାରା ଆଜି ଏଠାରେ କିଛି ଔଷଧିୟ ବୃକ୍ଷ ରୋପଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like