-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇ ସ୍କୁଲଠାରେ ଗୁରୁ ଦିବସ ପାଳିତ:କୃତି ଛାତ୍ରଛାତ୍ରୀ ସମ୍ମାନିତ

05-Sep-2025



ଡୁଙ୍ଗୁରିପାଲି, ତା ୦୫/୯:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ଡ.ସର୍ବପଲ୍ଲୀ ରାଧାକ୍ରଷ୍ଣନଙ୍କ ଜନ୍ମ ଦିନ ଅବସରରେ ଗୁରୁ ଦିବସ ପାଳିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସରେ ସଭାପତିତ୍ବ କରିବା ସହ  ଆମ ସନାତନ ଧର୍ମରେ ଗୁରୁ ଶିଷ୍ୟ ପରମ୍ପରା ପୁରାତନ ଓ ଅତୁଲନୀୟ ବୋଲି ମତ ପ୍ରଦାନ୍ କରିଥିଲେ। ସଭାରେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସ୍ବାଗତ ଭାଷଣ ପ୍ରଦାନ କରିବା ସହ ସଂଯୋଜନା କରିଥିଲେ।  ଛାତ୍ରୀ ଦୀପ୍ତି, ପୂଜା,ଝରଣା ଜାଗୃତି, ଶ୍ରିମୟୀ ସୁଲଳିତ କଣ୍ଠରେ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରୁ ପୂଜା, ଝରଣା, ଆଭା, ପ୍ରୀତି ନିଜ ନିଜ ବକ୍ତବ୍ୟ ପ୍ରଦାନ୍ କରିଥିଲେ। ପ୍ରଥମରୁ ଛାତ୍ର ଛାତ୍ରୀମାନେ ଗୁରୁଜୀ ଗୁରୁମା ମାନଙ୍କର ପାଦ ଧୋଇ, ଫୁଲ ଚନ୍ଦନ ଦେଇ ଗୁରୁବନ୍ଦନା କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ , ଚିନ୍ମୟ କୁମାର ଦାସ , ସ୍ନିଗ୍ଧା ପ୍ରଧାନ ନିଜ ନିଜ ବକ୍ତବ୍ୟ ପ୍ରଦାନ୍ କରିଥିଲେ।ଏହି ଅବସରରେ ଗତ ମାଟ୍ରିକ ବୋର୍ଡ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ବ୍ଲକ୍ ସ୍ତରରେ ପୁରସ୍କୃତ ହେଉଥିବା ଛାତ୍ରୀ ଅର୍ଚ୍ଚିତା ପ୍ରଧାନ ଓ ଜନନିକା ନାୟକଙ୍କୁ ଉପଢୌକନ ଓ ଫୁଲ ତୋଡା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଶେଷରେ କିରଣ କୁମାର ପଟେଲ ସମସ୍ତଙ୍କୁ  ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତି କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like