-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଏସ୍ ବି ଆଇ ବଲାଙ୍ଗୀର ଶାଖା ତରଫରୁ ପତିତପାବନ ଏକାଡେମୀ ସହଯୋଗରେ ଗୁରୁ ଦିବସ ପାଳିତ

05-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆ, ବଲାଙ୍ଗୀର ଶାଖା ତରଫରୁ ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l  ପ୍ରଥମରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ଯ ଅର୍ପଣ  କରାଯାଇ ସଭା ଆରମ୍ଭ କରାଯାଇଥିଲା l ପତିତପାବନ ଏକାଡେମୀର ସକ୍ରିୟ ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥି ଭାବରେ ଏସ୍ ବି ଆଇ ବଲାଙ୍ଗୀର ଶାଖାର ପରିଚାଳକ ପ୍ରଣବ ପ୍ରକାଶ ଦାସ ଓ ଡେପୁଟି ମ୍ୟାନେଜର ପ୍ରମୋଦ ସାହୁ ଯୋଗ ଦେଇ ଗୁରୁ ଶିଷ୍ୟ ପରମ୍ପରାକୁ ଉଜ୍ଜୀବିତ କରିବା ଦିଗରେ ଉଭୟ ଶିକ୍ଷାର୍ଥୀ ଓ ଶିକ୍ଷକଙ୍କ ଦାୟିତ୍ଵ ରହିଛି ବୋଲି କହିଥିଲେ l  ଗୋଟିଏ ଛାତ୍ର ର ଜୀବନରେ ଗୁରୁଙ୍କ ସ୍ଥାନ କେହି ନେଇ ପାରିବ ନାହିଁ ବୋଲି ଅତିଥି ମାନେ ମତ ରଖିଥିଲେ l ଏହି ଅବସରରେ  ଅତିଥିମାନଙ୍କ ସମେତ ସ୍କୁଲର ଛାତ୍ର ମାନେ ସର୍ବପଲ୍ଲୀ

ରାଧାକ୍ରିଷ୍ଣନଙ୍କ ଜୀବନର ବିଭିନ୍ନ ଦିଗ ଓ ଆଦର୍ଶ ଉପରେ ଆଲୋଚନା କରିଥିଲେ l  ଗୁରୁ ଜଣେ ବ୍ୟକ୍ତିକୁ ଅନ୍ଧାରରୁ ଆଲୋକ ଆଲୋକ ଆଡକୁ ନେଇଥାଏ ଓ ପ୍ରତ୍ୟେକ ସଫଳତାର ପଛରେ ଜଣେ ଗୁରୁର ହାତ ରହିଥାଏ ବୋଲି ବକ୍ତାମାନେ ମତ ଦେଇଥିଲେ l ସ୍କୁଲର ସ୍କୁଲର ପ୍ରଧାନ ଶିକ୍ଷକ ଅଂଶୁପା ଭୋଇଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ଉତ୍ସବରେ 

ସ୍କୁଲର ଶିକ୍ଷୟିତ୍ରୀ କେତକୀ ଭୋଇ ଓ ପ୍ରେରଣା ର ସମ୍ପାଦକ ରଘୁ ନନ୍ଦନ ସିଂହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ଅବସରରେ ଏସ୍ ବି ଆଇ, ବଲାଙ୍ଗୀର ଶାଖା ତରଫରୁ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ସଭାକୁ ସ୍କୁଲର ଶିକ୍ଷକ ଅନୀଲ ସରଭଙ୍ଗ ସଂଯୋଜନା  କରି ଥିବା ବେଳେ ସ୍କୁଲର ସ୍କୁଲର ସ୍କୁଲର ପ୍ରଧାନ ଶିକ୍ଷକ ଅଂଶୁପା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like