-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଦେଶ ବିଦେଶ

ବିନା ସ୍କିନ ଟୁ ସ୍କିନରେ ଛୁଇଁବା ଅପରାଧ ନୁହେଁ’, ବମ୍ବେ ହାଇକୋର୍ଟର ନିଷ୍ପତ୍ତି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

27-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ): ବମ୍ଵେ ହାଇକୋର୍ଟ ଦ୍ଵାରା ‘ସ୍କିନ ଟୁ ସ୍କିନ କଣ୍ଟାକ୍ଟ’ ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟ ବୁଧବାର ରୋକ୍ ଲଗାଇ  ହାଇକୋର୍ଟଠୁ ବିସ୍ତୃତ ସୂଚନା ମାଗିଛନ୍ତି। ପୋସ୍କୋର ଏକ କେସ୍‌ରେ ବମ୍ବେ ହାଇକୋର୍ଟ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ମୁକ୍ତ କରିବା ମାମଲାରେ ପ୍ରଧାନ ବିଚାରପତି କହିଛନ୍ତି ହାଇକୋର୍ଟକୁ ବିସ୍ତୃତ ସୂଚନା ଦେବାକୁ କୁହାଯାଇଛି। ଆଟର୍ଣ୍ଣି ଜେନେରାଲ ଅଦାଲତରେ ଏହି ମାମଲାକୁ ଉଠାଇଥିଲେ।

ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। କିନ୍ତୁ ପୋସ୍କୋ ଆକ୍ଟ ଅନୁଯାୟୀ ଉକ୍ତ ବ୍ୟକ୍ତି ଦୋଷୀ ଥିଲେ। କେବଳ ଏହି ଆଧାର ଥିଲା ଯେ, ନାବାଳିକା ସହିତ ତାଙ୍କର ସିଧାସଳଖ ଶାରୀରିକ ସଂପର୍କ ନଥିଲା। ଉଚ୍ଚ ନ୍ୟାୟାଳୟଙ୍କ ଏହି ଆଦେଶ ଉପରେ ପ୍ରଶ୍ନ ଉଠାଇ ଆଟର୍ଣ୍ଣି ଜେନେରାଲ ଏହାକୁ ବିପଦଜ୍ଜନକ ଦର୍ଶାଇଥିଲେ। ଏହା ପରେ  ସର୍ବୋଚ୍ଚ ନ୍ୟାୟାଳୟ ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚର ଏହି ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିବା ସହ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ମୁକ୍ତ କରିବା ଉପରେ ମଧ୍ୟ ରୋକ୍ ଲଗାଇଛନ୍ତି।
ସୂଚନାଯୋଗ୍ୟ, ବମ୍ବେ ଉଚ୍ଚ ନ୍ୟାୟାଳୟ ନିଜର ଏକ ଆଦେଶରେ କହିଛନ୍ତି ଯେ, କୌଣସି ନାବାଳିକାଙ୍କ ସ୍ତନକୁ ବିନା ସ୍କିନ ଟୁ ସ୍କିନରେ ସ୍ପର୍ଶ କରିବା ପୋସ୍କୋ ଆକ୍ଟ ଆଧାରରେ ଯୌନ ଶୋଷଣ ଶ୍ରେଣୀରେ ଆସିବ ନାହିଁ।
ହାଇକୋର୍ଟର ନାଗପୁର ବେଞ୍ଚର ବିଚାପତି ପୁଷ୍ପା ଗନେଡିଓ୍ଵାଲା ନିଜର ଜାନୁଆରୀ ୧୯ରେ ପାରିତ ଏକ ଆଦେଶରେ କହିଥିଲେ ଯେ, କୌଣସି ବି ଦୁର୍ବ୍ୟବହାର ଘଟଣାକୁ ଯୌନ ଶୋଷଣ ଶ୍ରେଣୀରେ ରଖାଯାଇ ପାରିବ ନାହିଁ। ବିଶେଷ କରି ଯୌନ ଉଦ୍ଦେଶ୍ୟରେ ସ୍କିନ ଟୁ ସ୍କିନ କଣ୍ଟାକ୍ଟକୁ ହିଁ ଯୌନ ଶୋଷଣ କୁହାଯିବ। ଯଦି ବିନା ସ୍କିନ ଟୁ ସ୍କିନରେ ସ୍ପର୍ଶ କରାଯାଏ ତେବେ ଏହା ଯୌନ ଶୋଷଣ ଶ୍ରେଣୀରେ ଆସିବ ନାହିଁ। ଉଲ୍ଲେଖଯୋଗ୍ୟ, ସେସନ କୋର୍ଟ ଜଣେ ୩୯ ବର୍ଷୀୟ ବ୍ୟକ୍ତିଙ୍କୁ ୧୨ ବର୍ଷର ନାବାଳିକା ସହ ଯୌନ ଶୋଷଣ ଅପରାଧରେ ତିନି ବର୍ଷର ଜେଲ ସଜା ଶୁଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like