-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହ

05-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସେପ୍ଟେମ୍ବର ୫ତାରିଖ ଶୁକ୍ରବାର ଜିଲ୍ଲା ଶିକ୍ଷାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ  ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି l ଆଜିକାର ଉତ୍ସବ ରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ନାଗ ସଭାପତିତ୍ବ କରିଥିଲାବେଳେ ମୁଖ୍ୟ ଅତିଥି ଭାବେ, ଜିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହlଲିଙ୍ଗଙ୍କ ପ୍ରତିନିଧି ଶ୍ରୀଯୁକ୍ତ ସାହୁ,ମାନ୍ୟବର ବଲାଂଗୀର ବିଧାୟକଙ୍କ ପ୍ରତିନିଧି ବିଧୁଭୁଷଣ ତ୍ରିପାଠୀ, ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ କେନ୍ଦ୍ର ଅଧ୍ୟକ୍ଷ ଡ଼ ଜୟ ପ୍ରକାଶ ଦାସ ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରୀନା କୁମାରୀ ବେହେରା ଯୋଗ ଦେଇ ନିଜ ନିଜର ମତାମତ ଦେଇଥିଲେ l
  ଏଥିରେ ବଲାଙ୍ଗୀର ଜିଲ୍ଲାର ୨୮ ଜଣ ଉଚ୍ଚବିଦ୍ୟାଳୟ ଶିକ୍ଷକ/ଶିକ୍ଷୟିତ୍ରୀ ୧୩ ଜଣ ପ୍ରାଥମିକ ଶିକ୍ଷକ/ଶିକ୍ଷୟିତ୍ରୀ ଓ ୩ ଜଣ ସି ଆର୍ ସି ସି  ଜିଲ୍ଲାସ୍ତରୀୟ ପୁରସ୍କାର ଗ୍ରହଣ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପ୍ରବୀର କୁମାର ପଣ୍ଡା ସମସ୍ତଙ୍କୁ ସ୍ଵାଗତ କରି ଗୁରୁଦିବସ ର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ  ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ଧନ୍ୟବାଦ୍ ଦେଇଥିଲେ।ଶ୍ରୀମତୀ ସୈରେନ୍ଦ୍ରି ପରିଡ଼ା ମଞ୍ଚ ପରିଚାଳନା କରିଥିବା ବେଳେ ନବଘନ ସାହୁ, ସରୋଜ କୁମାର ନାୟକ ଏବଂ ନରେନ୍ଦ୍ର ମିଶ୍ର ପୁରସ୍କାର ବିତରଣରେ ସାହାଯ୍ୟ କରିଥଲେ। ଉକ୍ତ ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ଡି ପି ସି କାର୍ଯ୍ୟାଳୟର ସମସ୍ତ କାର୍ଯ୍ୟକର୍ତ୍ତା , ଜିଲ୍ଲା କ୍ରିଡ଼ା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପାତ୍ର ତଥା ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like