-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଫଟୋଗ୍ରାଫର ସଂଘ ପକ୍ଷରୁ ନୁଆଁଖାଇ ଭେଟଘାଟ ତଥା ବାର୍ଷିକ ଉତ୍ସବ ଅନୁଷ୍ଠିତ

05-Sep-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ଫଟୋଗ୍ରାଫର ସଂଘ ପକ୍ଷରୁ ସ୍ଥାନୀୟ ଘୋଡାଘାଟପଡାସ୍ଥିତ ସିତେଲେଇ କଲ୍ୟାଣ ମଣ୍ଡପ ପରିସରରେ ନୁଆଁଖାଇ ଭେଟଘାଟ ତଥା ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂଘ ସଭାପତି ଜିତେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ମାଁ ସୁରେଶ୍ୱରୀଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ୱଳନସହ ପୁଷ୍ପମାଲ୍ୟ ଅର୍ପଣ ଓ ପରେ ଦିବଙ୍ଗତ ଫଟୋଗ୍ରାଫରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୁର୍ବକ ସଭାକାର୍ଯ୍ୟ ଅରମ୍ଭ ହୋଇଥିଲା । କାର୍ଯ୍ୟକ୍ରମରେ ବରିଷ୍ଟ ଶିକ୍ଷାବିତ ତଥା ଫଟୋଗ୍ରାଫର ପ୍ରତାପ ରାୟଗୁରୁ ମୁଖ୍ୟଅତିଥି ଭାବରେ ଯୋଗଦେଇ ୬୦ ଦଶକର ଫଟୋଗ୍ରାଫଠୁ ଆରମ୍ଭକରି ବର୍ତମାନ ସମୟର ଫଟୋଗ୍ରାଫି ସମ୍ପର୍କରେ ତାଙ୍କର ଅନୁଭୁତି ବଖାଣିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଟ ଫଟୋଗ୍ରାଫର ଗୋକୁଲ ଠାକୁର,ସଚ୍ଚିତାନନ୍ଦ ମିଶ୍ର,ଅଶୋକ ସାହୁ,ରବୀନ୍ଦ୍ର ହୋତା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯେଗାଦେଇ ସମସ୍ତଙ୍କୁ ନୁଆଁଖାଇର ଶୁଭେଚ୍ଛା ବାର୍ତା ପ୍ରଦାନ କରିବାସହ ଫଟୋଗ୍ରାଫି ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବରିଷ୍ଟ ଫଟୋଗ୍ରାଫର ପ୍ରତାପ ରାୟଗୁରୁ ,ଗୋକୁଲ ଠାକୁର,ସଚ୍ଚିଦାନନ୍ଦ ମିଶ୍ର ଏବଂ ରବୀନ୍ଦ୍ର ହୋତାଙ୍କୁ ସଂଘ ପକ୍ଷରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସଭାକାର୍ଯ୍ୟକୁ ଫଟୋଗ୍ରାଫର ମଧୁସଦୁନ ମିଶ୍ର ସଂଯୋଜନା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସଂଘର ଉପ ସଭାପତି କାମପାଳ ପାତ୍ର,ସଂପାଦକ ୟାସର ମହମ୍ମଦ,କୋଷାଧାକ୍ଷ ଚିତରଂଜନ ବିଶି,ସୁକଦେବ ପାତ୍ର,ପ୍ରଶାନ୍ତ ତରିଆ,ଦେବଦତ ତ୍ରିପାଠି ଏବଂ ରାମଚନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକରୁ ଫଟୋଗ୍ରାଫରମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like