-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବ୍ଲକ ସଂଯୋଜକଙ୍କ ତାଲିମ ଶିବିରରେ ଗୁରୁଙ୍କ ରକ୍ତଦାନ

05-Sep-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସଦର ବ୍ଳକ ଅନ୍ତର୍ଗତ ସାହର। ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟଠାରେ ପଶ୍ଚିମ ଓଡ଼ିଶାର ଆଠଟି ଜିଲ୍ଲାର ସମସ୍ତ ବି.ସି.ସି. ମାନଙ୍କର ଦକ୍ଷତା ବୃଦ୍ଧି ତାଳମ ଶିବିରର ଦ୍ୱିତୀୟ ଦିବସରେ ସୋନପୁର ବ୍ଳକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ରେଡ କ୍ରସ୍ ପତାକା ଉତ୍ତୋଳନ କରି ଥିଲେ । ଏହା ସହିତ ଗୁରୁଦିବସ ପାଳନ ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୋଟ ୫୯ ଜଣ ଗୁରୁ ରକ୍ତଦାନ କରିଥିଲେ । ରକ୍ତ ସଂଗ୍ରହ କାର୍ଯ୍ୟରେ ଜିଲ୍ଲା ମେଡ଼ିକାଲ ଅଫିସର ଡା ଦୁର୍ଗାଦତ୍ତ ଦାଶ, ଡା ଚିତ୍ତରଞ୍ଜନ ତ୍ରିପାଠୀ, ଡାଟା ଏଣ୍ଟ୍ରି ଅପରେଟର ଜଗତ ଦରୱାନ, ଏଟେଣ୍ଡେଣ୍ଟ ଯୁଧିଷ୍ଠିର ନାଏକ ଏବଂ ଟଙ୍କଧର କୁଆଁର ପ୍ରମୁଖ ସହଯୋଗ କରିଥିଲେ । ଆଜିର ତାଲିମ କାର୍ଯ୍ୟକ୍ରମ ଶେଷରେ ସମସ୍ତ ଶିବିରାର୍ଥୀ ସନ୍ଥକବି ଭୀମଭୋଇଙ୍କ ସମାଧିପୀଠ ମହିମା ଖଲିଆପାଲିକୁ ଖେତ୍ର ପରିଦର୍ଶନରେ ଯାଇଥିଲେ | ଶେଷରେ ରାଜ୍ୟ ଜୁନିଅର ରେଡ୍ କ୍ରସ୍ ଅଫିସର ଲକ୍ଷ୍ମଣ ସ୍ୱାଇଁ ରେଡକ୍ରସ୍ ପତାକା ଅବତରଣ କରି ଶିବିରାର୍ଥୀଙ୍କୁ ଉଦବୋଧନ ଦେଇଥିଲେ । ସଂନ୍ଧ୍ୟାରେ ବିଭିନ୍ନ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶେଷରେ ସାଧନ କର୍ମୀ ଚନ୍ଦ୍ର ଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like