-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ନିଆରା ଢଙ୍ଗରେ ଗୁରୁପୂଜନ ଉତ୍ସବ ପାଳିତ

05-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସଦର କୋଶଳ ଉଚ୍ଚ ବିଦ୍ୟାଳୟରେ ଏକ ଅଭିନବ ଭାବରେ ଗୁରୁପୂଜନ ଉତ୍ସବ ପାଳିତ ହୋଇଯାଇଛି | ପାଖାପାଖି 6 ଟି ଜିଲ୍ଲାରୁ ସୁନାମଧନ୍ୟ ପ୍ରାୟ 15 ଜଣ ଅବସରପ୍ରାପ୍ତ ଓ କର୍ମରତ ଶିକ୍ଷକମାନଙ୍କୁ କୋଶଳ ଉଚ୍ଚ ବିଦ୍ୟାଳୟ ତରଫରୁ ନିଆରା ଢଙ୍ଗରେ ପୂଜନ କରାଯାଇ ଶ୍ରେଷ୍ଠ ଗୁରୁ ସମ୍ମାନ -2025 ରେ ସମ୍ମାନିତ କରାଯାଇଥିଲା | ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସ୍ୱତନ୍ତ୍ର ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଓ ଉପ-ଜିଲ୍ଲାପାଳ ଡ଼. ସୌମ୍ୟରୂପା ରଥ ଯୋଗ ଦେଇ ଗୁରୁଦିବସ ତାତ୍ପର୍ଯ୍ୟ କହିବା ସାଙ୍ଗେ ଗୁରୁଙ୍କ ପରି ଜଣେ ମହାନ ସଂସ୍କାରକ ଓ ସୁମାନବ ହେବାକୁ ଭାଷଣ ମାଧ୍ୟମରେ କହିଥିଲେ | ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀଯୁକ୍ତ ଦୁର୍ୟୋଧନ ରାଉତ ଓ ବିଦ୍ୟାଳୟ ଗଠନର ପ୍ରାଣ ପ୍ରତିଷ୍ଠାତା ଓ ଅବସର ପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶ୍ୟାମସୁନ୍ଦର ମହାପାତ୍ର ପ୍ରମୁଖ ଯୋଗଦେଇ ଉତ୍ତମ ମାନବ ହେବାର ଦିଶା ଉପରେ ପରାମର୍ଶ ଦେଇଥିଲେ | ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପରମା ନାଏକ ସମସ୍ତଙ୍କ ଉଦ୍ଧେଶ୍ୟରେ ସ୍ୱାଗତ ଅଭିଭାଷଣ ଓ ଅତିଥି ପରିଚୟ ରଖିବା ସହିତ ଗୁରୁପୂଜନ ଦିବସର ଉଦ୍ଧେଶ୍ୟ ଉପସ୍ଥାପନା କରିଥିଲେ | ବିଦ୍ୟାଳୟ ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ  ଧନ୍ୟବାଦ ଅର୍ପଣ କରିଥିବା ବେଳେ ସହ ପ୍ରଧାନ ଆଚାର୍ଯ୍ୟା ସୁଶ୍ରୀ ସ୍ମିତାରାଣୀ ନାୟକ ମଞ୍ଚ ପରିଚାଳନା କରିଥିଲେ | ବିଦ୍ୟାଳୟର ଦୀପ୍ତି ପାଲିଆ, ଗୌରୀ ବଗର୍ତି, ନମିତା କୁମାର, ରୁପା ପଧାନ, ଶ୍ରୀତମ ସାମଲ, ମମତା ମନହିରା, ପ୍ରତିଭା ନାଏକ, ମୌସୁମୀ ସ୍ୱାଇଁ, ରମିଲା ସାହୁ, ଅନନ୍ୟା ପଧାନ ତଥା ସମସ୍ତ ଛାତ୍ରଛାତ୍ରୀ କାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like