-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଗୁରୁ ମଣିଷ ତିଆରି କାରଖାନାର ବିନ୍ଧାଣି-ବୈଜୟନ୍ତୀ(ବିନିକା ଗୁରୁ ଦିବସରେ ୧୦ ଅବସରପ୍ରାପ୍ତ ଶିକ୍ଷକ ସମ୍ବର୍ଦ୍ଧିତ)

05-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଗୁରୁ ହେଉଛନ୍ତି ସାକ୍ଷାତ ପରମବ୍ରହ୍ମ । ଗୁରୁ ମଣିଷ ତିଆରି କାରଖାନାର ବିନ୍ଧାଣି ତାଙ୍କ ଉତ୍ସାହ,ପ୍ରେରଣା ଆଗକୁ ବଢାଏ ।ସେଥିପାଇଁ ସର୍ବ ପ୍ରଥମେ ଗୁରୁଙ୍କ ଚରଣ ସ୍ଵର୍ଶ କରିବା ଉଚିତ ।ତାଙ୍କ କର୍ମ ଓ ଜ୍ଞାନ ଆଗରେ ଆଜି ଆମେ ନତମସ୍ତକ ବୋଲି ଅଧ୍ୟାପିକା ବୈଜୟନ୍ତୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିନିକାର ପୁଣ୍ୟପୀଠ ପାପକ୍ଷୟ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ବିନିକା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଆୟୋଜିତ ଗୁରୁ ମହୋତ୍ସବରେ ପ୍ରକାଶ କରିଛନ୍ତି ।ସେ ଆହୁରି କହିଛନ୍ତି ଯେ ବିନା ଗୁରୁରେ କେହି ସଫଳତା ଛୁଇଁ ପାରେ ନାହିଁ। ବାପା ମାଁ ଙ୍କ ପରେ ଗୁରୁ ହିଁ ଜୀବନର ଆଗକୁ ବଢିବା ପାଇଁ ସଠିକ ମାର୍ଗ ଦେଖାଏ । ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବା ଏବଂ ପାଠ ପଢା ଠାରୁ ଖେଳକୁଦ ନୃତ୍ୟ ସଙ୍ଗୀତ ଅଭିନୟ ଆଦି ସବୁ କ୍ଷେତ୍ରରେ ଗୁରୁଙ୍କ ଅବଦାନ ଗୁରୁତ୍ତ୍ୱପୂର୍ଣ୍ଣ ।ସ୍ନେହ,ଶ୍ରଦ୍ଧା,ଆଶୀର୍ବାଦ ହିଁ ଶିଷ୍ୟ ମାନଙ୍କ ଜୀବନର ପାଥେୟ।ତେଣୁ ଗୁରୁ ଶିଷ୍ୟର ପରମ୍ପରା ଆଜିର ନୁହେଁ ପୁରାଣ କାଳରୁ ରହି ଆସିଛି ବୋଲି ବୋଲି ଅଧ୍ୟାପିକା ଶ୍ରୀମତୀ ସାହୁ କହିଥିଲେ । ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ବୀରମହାରାଜପୁର ବିଧାୟକ ଇଞ୍ଜିନିୟର ରଘୁନାଥ ଜଗଦଲା ମୁଖ୍ୟଅତିଥି,ବିନିକା ବିଇଓ ଲକ୍ଷ୍ମଣ ମିଶ୍ର ମୁଖ୍ୟବକ୍ତା,ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକ,ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୃହ ବିଜ୍ଞାନ ଅଧ୍ୟାପିକା ବୈଜୟନ୍ତୀ ସାହୁ,ଏବିଇଓ ହେମସାଗର କାଳସେ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ  ।ଏହି ଅବସରରେ ଗତ ସେପ୍ଟେମ୍ବର ୨୪ରୁ ଅଗଷ୍ଟ ୨୫ ପର୍ଯ୍ୟନ୍ତ ଚାକିରୀରୁ ଅବସର ନେଇଥିବା ୧୦ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଅତିଥି ମାନେ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ଉତ୍ସବ ସଭାକୁ ଶିକ୍ଷକ କୃଷ୍ଣଚନ୍ଦ୍ର ସାହୁ ସଂଯୋଜନା କରିଥିବା ବେଳେ ଶିକ୍ଷକ ଅନନ୍ତ ନାରାୟଣ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ ।ଅନୁଷ୍ଟିତ ଏହି ଗୁରୁ ଦିବସ ପାଳନ ପରିପ୍ରେକ୍ଷୀରେ ଏନଏସି ଓ ବ୍ଲକ ଅଧିନ ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇଥିଲେ ।ସେହିପରି ବିନିକା ସରସ୍ଵତୀ ଶିଶୁ ମନ୍ଦିର,ଇକୋ ଭିଲେଜ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ଉତ୍ସାହ ଉଦ୍ଦୀପନା ମଧ୍ୟରେ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like