-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ଅତାବିରାରେ ପବିତ୍ର ଗୁରୁ ଦିବସ ଅବସରେ ରକ୍ତ ଦାନ ଶିବିର

05-Sep-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ଅତାବିରା ସରସ୍ବତୀ ମଣ୍ଡପ ଠାରେ ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ଏ ଡି ଇ ଓ ସରୋଜ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଆନୁଷ୍ଠାନିକ ଭାବରେ ଶିବିର ର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବରେ ବି.ଇ.ଓ ମିଶ୍ରାଣି କୁମ୍ଭାର ଏ.ବି.ଇ ଓ କାର୍ତ୍ତିକ ବାଗ ଭେଡେନ ବି.ଇ.ଓ ମଛିନ୍ଦ୍ର ମଲ୍ଲିକ, ରଶ୍ମି ରଞ୍ଜନ ସାହୁ ସଭାପତି ଶିକ୍ଷକ ସଂଘ, ନନ୍ଦି ଘୋଷ ଭୁଏ, ସୁଦାମ ଭୁଏ, ଭବାନୀ ଶଙ୍କର ପଧାନ ଏହି ଶିବିର ରେ ସର୍ବମୋଟ ୩୩ୟୁନିଟ ରକ୍ତ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା।ଶିବିର ଆୟୋଜନ ପାଇଁ ବୋଲବମ ସଙ୍ଘ ଓ ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କୁ ସ୍ମୃତି ଫଳକ ସମ୍ବର୍ଦ୍ଧିତ କରାଯାଇଥିଲା।ଶିବିର ରେ ନିଷ୍ଠା ପରିବାର ର ସଦସ୍ୟ ସଦସ୍ୟା ମାନେ ଯୋଗ ଦେଇ ସୁପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026

You Might Also Like