-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||     

HOME   ଦେଶ ବିଦେଶ

ମୁସ୍କିଲରେ ବିରାଟ କୋହଲି, କେରଳ ହାଇକୋର୍ଟ ପଠାଇଲେ ନୋଟିସ୍

27-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) :କେରଳ ହାଇକୋର୍ଟ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି, ଅଭିନେତ୍ରୀ ତମନ୍ନା ଭାଟ୍ଟିଆ ଓ ଅଜୁ ବର୍ଗିଜଙ୍କୁ ନୋଟିସ୍ ଜାରି କରିଛନ୍ତି। ବିରାଟ, ତମନ୍ନା ଓ ଅଜୁ ଅନଲାଇନ୍‌ ରମି ଗେମ୍ସର ବ୍ରାଣ୍ଡ ଆମ୍ବାସଡର। କେରଳ ଉଚ୍ଚ ନ୍ୟାୟାଳୟରେ ଦାଖଲ ଆବେଦନରେ ଏହି ଅନଲାଇନ୍‌ ଗେମ୍‌ ଉପରେ କଟକଣା ଲଗାଇବାକୁ ଦାବି କରାଯାଇଛି। ଏଥିରେ ଏହା ମଧ୍ୟ କୁହାଯାଇଛି ବ୍ରାଣ୍ଡ ଆମ୍ବାସଡରମାନେ ଯୁବ ବର୍ଗଙ୍କୁ ନିଶାଖୋର କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା  ନିଭାଉଛନ୍ତି।

ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ମଧ୍ୟ ନୋଟିସ୍ ଜାରି କରି ନିଜର ପକ୍ଷ ରଖିବାକୁ କହିଛନ୍ତି। ଆବେଦନକାରୀ ଅଦାଲତରେ ଅଭିଯୋଗ କରିଥିଲେ ଯେ, ଅନଲାଇନ୍ ଗେମ୍ ଖେଳି ବିପୁଳ ମାତ୍ରାରେ ଟଙ୍କା ଖର୍ଚ୍ଚ କରିବା ପରେ ଦେଶରେ ଅନେକ ଲୋକ ନିଜର ପ୍ରାଣ ହରାଇ ସାରିଲେଣି। ତେଣୁ ଏହା ଉପରେ କଟକଣା ଲଗାଇବା ଉଚିତ୍।
୨୭ ବର୍ଷୀୟ ବିନିଥ୍ କିଛି ଦିନ ପୂର୍ବେ ତିରୁଅନନ୍ତପୁରମର କୁଟ୍ଟିକଲରେ ଆତ୍ମହତ୍ୟା କରିଥିଲେ। ସେ ଏହି ଅନଲାଇନ୍ ଗେମ୍‌ ଚକ୍କରରେ ୨୧ ଲକ୍ଷ ଟଙ୍କା ହରାଇଥିଲେ। ୩୨ ବର୍ଷୀୟ ସାଜେଶ ମଧ୍ୟ ଏହି ଗେମ୍‌ ଖେଳି ବିପୁଳ ଟଙ୍କା ହରାଇଛନ୍ତି। ସେ କହିଛନ୍ତି, ମାନନୀୟ ଉଚ୍ଚ ନ୍ୟାୟାଳୟ ଏଥିରେ ହସ୍ତକ୍ଷେପ କରିବା ସ୍ଵାଗତଯୋଗ୍ୟ ପଦକ୍ଷେପ। କାରଣ ଏହି ଅନଲାଇନ୍‌ ଗେମ୍‌  ଖେଳି ଅନେକ ଲୋକ ଲକ୍ଷଲକ୍ଷ ଟଙ୍କା ହରାଇ ସାରିଛନ୍ତି। ମୁଁ ନିଜେ ୬ ଲକ୍ଷ ଟଙ୍କା ହରାଇଥିବା ଆବେଦନକାରୀ କହିଛନ୍ତି।
ସେ କହିଛନ୍ତି, ବ୍ରାଣ୍ଡ ଆମ୍ବାସଡର ବାସ୍ତବରେ ଏହି ଗେମ୍‌କୁ ଖେଳିବା ପାଇଁ ନୀରିହ ଯୁବକଙ୍କୁ ଆକର୍ଷିତ କରିବାରେ ବଡ ଭୂମିକା  ନିର୍ବାହ କରନ୍ତି। ଫଳରେ ନିଜର ପ୍ରିୟ ଅଭିନେତା ଓ କ୍ରିକେଟ୍‌ରକୁ ବିଜ୍ଞାପନରେ ଦେଖି କୋମଳପତି ପିଲାମଧ୍ୟ ଏହି ଗେମ୍ ଚକ୍କରରେ ଫସି ଯାଉଛନ୍ତି। ମୋତେ ଏହି ଗେମ୍‌ର ଚକ୍କରରୁ ବାହାରିବା ପାଇଁ ଡାକ୍ତରଙ୍କ ସହାୟତା ନେବାକୁ ପଡିଥିଲା। ତେଣୁ ଅଦାଲତ ଏହାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଗେମ୍‌ ଉପରେ ପ୍ରତିବନ୍ଧକ ଲଗାଇବା ଉଚିତ୍।


News Comment




Photo in News

Advertisment
Lastest News
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026

You Might Also Like