-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘର ଜରୁରୀ ବୈଠକ, ଅରବିନ୍ଦ ମିଶ୍ର କାଯ୍ୟକାରୀ ସଭାପତି, ଘନଶ୍ୟାମ ମେହେର ସମ୍ପାଦକ

06-Sep-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ସାମ୍ବାଦିକ ସଂଘର ଜରୁରୀ ବୈଠକ ସ୍ଥାନୀୟ ଆରଏମସି ପରିସରରେ ଅରବିନ୍ଦ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ବରିଷ୍ଠ ସାମ୍ବାଦିକ ବିପ୍ରଚରଣ ସାହୁ ସଭାପତିତ୍ୱ କରିଥିଲେ । ଉଭୟେ ସମସ୍ତଙ୍କୁ ନୂଆଖାଇ ଅଭିନନ୍ଦନ ଜଣାଇ ସଭାକାର୍ଯ୍ୟ ଆରମ୍ଭ କରିଥିଲେ । ସଂଘ ଗତ ଦୁଇ ବର୍ଷ ହେବ କୌଣସି କାର୍ଯ୍ୟକ୍ରମ ହେଉନଥିବା ଉପସ୍ଥିତ ସଭ୍ୟମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ସଂଘ ରେଜିଷ୍ଟ୍ରେସନ ବେଳେ ୨୬ଜଣ ସଦସ୍ୟକୁ ନେ ଗଠିତ ସଂଘ ଆଜିର ବୈଠକରେ ୧୮ ଜଣ ଉପସ୍ଥିତ ଥିଲେ । ଉପସ୍ଥିତ ସମସ୍ତ ସଭ୍ୟ ପରିଚାଳନା କମିଟିର କାର୍ଯ୍ୟକଳାପ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ । ବୈଠକରେ ସଭାପତି ଅନୁପସ୍ଥିତ ରହିଥ‌ିବା ବେଳେ ସଂପାଦକ ସଂଘର ପରିଚାଳନାରେ କେହି ସହ ଯୋଗ କରୁନଥୁବା ପ୍ରକାଶ କରିଥିଲେ । ତେଣୁ ବୈଠକରେ ସମସ୍ତ ସଭ୍ୟ ପରିଚାଳନା କମିଟୀକୁ ଭାଙ୍ଗି ଦେବାକୁ ପ୍ରସ୍ତାବ ଆଗତ କରିଥିଲେ । ଉପସ୍ଥିତ ସମସ୍ତ ୧୮ଜଣ ସଦସ୍ୟ ଏହାକୁ ଅନୁମୋଦନ ପରେ ଏହାକୁ ଭାଙ୍ଗି ଦିଆଗଲା ବୋଲି ଘୋଷଣା କରାଗଲା । ସଂଘ ପରିଚାଳନା ପାଇଁ କାର୍ଯ୍ୟକାରୀ ସଭାପତି ଭାବେ ଅରବିନ୍ଦ ମିଶ୍ର ଓ ସମ୍ପାଦକ ଭାବେ ଘନଶ୍ୟାମ ମେହେରଙ୍କୁ ସର୍ବ ସମ୍ମତି କ୍ରମେ ମନୋନୀତ କରାଗଲା । ଆଗାମୀ ଦିନରେ ବ୍ଲକର ସମସ୍ତ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ନେଇ ଏକ ପୂର୍ଣାଙ୍ଗ ପରିଚାଳନା କମିଟି ଗଠନ କରା‌ଯିବ ବୋଲି ସଭାପତି ଶ୍ରୀମିଶ୍ର ପ୍ରକାଶ କରିଥିଲେ । ବ୍ଲକର ସମସ୍ତ ସାମ୍ବାଦିକମାନଙ୍କୁ ଏକତାର ସୂତ୍ରରେ ରଖ୍ କାର୍ଯ୍ୟ କରାଯିବ ବୋଲି ସେ ଦୃଢତାର ସହିତ ପ୍ରକାଶ କରିଥିଲେ । ଶେଷରେ ନରେଶ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ ସାମ୍ବାଦିକ କମଳ ମେହେର, ରତ୍ନାକର ସେଠ, ତୁଳସୀ ପ୍ରସାଦ ଦାଶ, ପ୍ରଶାନ୍ତ ସେଠ, ପୂର୍ଷଚନ୍ଦ୍ର ପଣ୍ଡା, ନିମାଇ ଅପା, ଦେବରାଜ ବେହେରା, ସର୍ଜନ ବାରିକ, ପ୍ରେମଲାଲ ସେଠ, ସାଗର ଚରଣ ଜେନା, ମହନ ମେହେର, ଶିଶୁପାଳ ଖମାରୀ,ଲକ୍ଷ୍ମଣ ନାଏକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like