-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜନ୍ମମାଟିରେ ରାଷ୍ଟ୍ରୀୟ ମାନ୍ୟତା ସହ ପଞ୍ଚଭୂତରେ ଲୀନ ହେଲା ସହିଦଙ୍କ ଶରୀର

06-Sep-2025




ଲୁହରେ ଭିଜିଲା ଗାଁ ମାଟି, ଶେଷ ଯାତ୍ରାରେ ସାମିଲ ହେଲେ ହଜାର ହଜାର ଜନତା

ଅତାବିରା(ଆକାଶ ମିଶ୍ର): ସମସ୍ତଙ୍କ ମନରେ କ୍ଷୋଭ, ଆଖିରେ ଲୁହ ଆଉ ଅନ୍ତରରେ କୋହ। ଚାରି ଆଡେ ଗୁଞ୍ଜରିତ ହେଉଥିଲା ଗୋଟିଏ ନାରା ‘ସହିଡ ଖଗେନ୍ଦ୍ର ଅମର ରହେ’। ଗୋଟିଏ  ପଟେ ଜିଲ୍ଲା ତଥା ଅଞ୍ଚଳର ଜନତାଙ୍କ  ନାରା ଆଉ ଅନ୍ୟ ପଟେ ପରିବାର  ର କ୍ରନ୍ଦନର ରୋଳ ରେ ହା ହାକାର  ହୋଇ ଉଠୁଥିଲା ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳ ଗୋଡଭାଗା ।  ମଣିପୁର  ,ମିଜୋରାମ  ଅନ୍ତର୍ଗତ ଆଇଯାଲ ରେ ବି ଏସ ଏଫ ଜୱାନ ଭାବେ ଦୀର୍ଘ ବାର ବର୍ଷ ଧରି ମାତୃ ଭୂମିର ସେବାରେ ନିଜକୁ ସମର୍ପିତ  କରି ଥିବା ଭାରତୀୟ ଜୱାନ୍ ଖଗେଶ୍ବର ମହାପାତ୍ରଙ୍କ ମର ଶରୀର ଆଜି ସକାଳେ ୩ ଟା ରେ ଆସି ପହଞ୍ଚିଥିଲା ରାୟପୁର ବିମାନ ବନ୍ଦରରେ।ସେଠାରେ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରାୟପୁର ର ବି ଏସ ଏଫ୍ 

କାର୍ଯ୍ୟାଳୟ ର  ସୀମା ସୁରକ୍ଷା ବଳ ଙ୍କ ଦ୍ଵାରା ତାଙ୍କ ଜନ୍ମ ମାଟିକୁ  ଅଣାଯାଇଥିଲା । ଟୁଟନ ଦାସ, କରୁଣା ସୁତ୍, କ୍ରିଷ୍ଣା କୁମାର, ମୁନେଶ ସିଂ,ଅଜୟ ସିଂ,ଯୋଗେନ୍ଦ୍ର ସିଂ,ତରଣି ମଣ୍ଡଳ, ବିରେନ୍ଦ୍ର ଯାଦବ, ମହମ୍ମଦ ମୁଖବୁଲ,ସୁରେଶ ଶର୍ମା ଆଦି ଜଵାନ୍ ମାନେ ତାଙ୍କ ମର ଶରୀରକୁ ଅତି ସମ୍ମାନ ର ନେଇ ଆସିଥିଲେ ତାଙ୍କ ପୈତୃକ ମାଟିକୁ ।
 ସହିଦ ହୋଇଥିବା  ଓଡ଼ିଆ ବୀର ଯବାନଙ୍କ ମରଶରୀରକୁ ଶୋଭାଯାତ୍ରାରେ ନିଆଯାଉଥିବା ବେଳେ ହଜାର ହଜାର ଜନତା ଅତାବିରା  ରାସ୍ତାର ଉଭୟ ପାର୍ଶ୍ବରେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।   ଗୋଡଭଗା ଗ୍ରାମରେ ପହଞ୍ଚିବା ପରେ  ତାଙ୍କ ମର ଶରୀର କୁ ଘର ସମ୍ମୁଖରେ ରଖି   ରାଷ୍ଟ୍ରୀୟ  ସଲାମୀ ଦେଇ  ଶରୀର ଉପରେ ଘୋଡା ଯାଇଥିବା   ତ୍ରିରଙ୍ଗା ପତାକା କୁ  ପରିବାର କୁ ହସ୍ତାନ୍ତର କରିଥିଲେ ।ଜିଲ୍ଲା ତଥା ଅଞ୍ଚଳର ହଜାର ହଜାର ଲୋକ , ମାନ୍ୟଗଣ୍ୟ ବ୍ୟକ୍ତି, ଅନୁଷ୍ଠାନ ,ସମସ୍ତେ ତାଙ୍କର ଶେଷ ଦର୍ଶନ କରିଥିଲେ । ଏହାପରେ  ଭାରତୀୟ ଜଵାନ ଙ୍କ  ମାର୍ଚ୍ଚ ପାଷ୍ଟ ସହ  ଗ୍ରାମ ପରିକ୍ରମା  କରାଯାଇ ଗ୍ରାମର ସ୍ଵର୍ଗଦ୍ଵାର କୁ  ନିଆଯାଇଥିଲା ।  ସାନ ଭାଇ ଅନିଲ ମୁଖlଗ୍ନୀ ଦେଇଥିଲେ ।  ସେଠାରେ ଶେଷ ସଲାମୀ ଦିଆଯାଇ ଶେଷ କୃତ୍ୟ ସଂପନ୍ନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like