-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟରେ 

06-Sep-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଭିନବୀକରଣ ଏବଂ ଷ୍ଟାର୍ଟଅଫ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ କଲେଜର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ବ କରିବା ସହିତ ସରକାରଙ୍କ ଏଭଳି ମହତ କାର୍ଯ୍ୟକ୍ରମର ଅଭିଲକ୍ଷ୍ୟ ସଂପର୍କରେ ଅବଗତ କରାଇଥିଲେ। ମୁଖ୍ୟଅତିଥି ଭାବରେ ପୁଇଁନ୍ତଳା ବ୍ଳକ ଉନ୍ନୟନ ଅଧିକାରୀ ଅମରେନ୍ଦ୍ର ସ୍ବାଇଁ ଯୋଗଦେଇ ଯୁବ ଶିଳ୍ପଉଦ୍ୟୋଗୀ ସ୍ଥାନୀୟ ସମସ୍ୟାକୁ କିଭଳି ସମାଧାନ କରିବା ସହିତ ନୂତନ ପଥ ନିର୍ମାଣ କରିପାରିବେ ସେ ସଂପର୍କରେ ଆଲୋଚନା କରିଥିଲେ। ସମ୍ମାନୀତ ଅତିଥି ଭାବରେ ଉଦ୍ୟୋଗୀ ତଥା ସଂଗଠକ ରାଜେଶ ଝାଙ୍କର ଯୋଗଦେଇ କୂଟୀର ଶିଳ୍ପ ମାଧ୍ୟମରେ ମହିଳାମାନେ କିପରି ସ୍ବାବଲମ୍ବୀ ହୋଇପାରିବେ ସେ ବିଷୟରେ ଗଭୀର ଭାବରେ ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ଆୟୋଜିତ ପ୍ରତିଯୋଗିତାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ନିଜର ଅଭିନବ ଚିନ୍ତାଧାରା ଏବଂ ଉଦ୍ୟୋଗୀ ଜ୍ଞାନ କୌଶଳକୁ ପ୍ରକଳ୍ପ ମାଧ୍ୟମରେ ଉପସ୍ଥାପନ କରିଥିଲେ ଏବଂ ଶ୍ରେଷ୍ଠ ତିନିଜଣ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମଟିକୁ ସହକାରୀ ପ୍ରଫେସର ଡକ୍ଟର ଶ୍ରୀକାନ୍ତ କୁମାର ବାରିକ ସଂଚାଳନ କରିଥିବା ବେଳେ ବିଚାରକ ଭାବରେ ଡକ୍ଟର ବିଜୟ କୁମାର ବେହେରା, ଡକ୍ଟର ମେଘନାଦ ସାହୁ, ଅମୃତା ମହାପାତ୍ର ଏବଂ ରାଜେଶ ଝାଙ୍କର ଉପସ୍ଥିତ ରହି ପ୍ରକଳ୍ପଗୁଡ଼ିକର ମୂଲ୍ୟାଙ୍କନ କରିଥିଲେ। ପରିଶେଷରେ ଆନୁଷ୍ଠାନିକ ଭାବେ ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଚନ୍ଦନ ପୁହାଣ, ଆଶୀର୍ବାଦ ସାହୁ ଏବଂ ସୁମନ୍ତ ରଣା କାର୍ଯ୍ୟକ୍ରମର ସଫଳ ପରିଚାଳନା ପାଇଁ ସହଯୋଗ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026

You Might Also Like