-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଭର୍ତ୍ତି ଗାଡିକୁ ନିଜେ ଡ୍ରାଇଭର ଜାଳିଦେଇ ଫେରାର I

06-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ଭୋର ସକାଳେ ବିନିକା ସହରର ନୂଆବଜାରରେ ଗଞ୍ଜେଇ ଭର୍ତ୍ତି ଏକ ନମ୍ବର ବିହୀନ ଆର୍ଟିଗାଁ ଗାଡି ହଠାତ ହୁତୁ ହୁତୁ ହୋଇ ଜଳି ଯାଇଥିଲା ଗାଡ଼ିରେ ଥିବା ଡ୍ରାଇଭର ଜଣକ ନିମିଷକ ମଧ୍ୟରେ ଅନ୍ତର୍ଦ୍ଧାନ ହୋଇଗଲା Iଖବର ପାଇ ଘଟଣା ସ୍ଥଳକୁ ଅଗ୍ନିଶମ ବାହିନୀ ପହଂଚି ନିଆକୁ ଆୟତ୍ତ କରିଥିବା ବେଳେ ବିନିକା ପୁଲିସ ପହଞ୍ଚି ଗଞ୍ଜେଇ ଗାଡିକୁ ଜବତ କରିଛି Iତେବେ ଗାଡି ଭିତରୁ ୨କୁଇଣ୍ଟାଲରୁ ଅଧିକ କିଲୋ ଗଞ୍ଜେଇ ବାହାରିଛି I ଦୃତ ଗତିରେ ଏହି ରାସ୍ତାଦେଇ ଯାଉଥିବା ଉକ୍ତ ଗାଡିର ଆଗ ଚକ ଫାଟି ଯିବାରୁ ଗଞ୍ଜେଇ ଭର୍ତ୍ତି ଗାଡ଼ିଟି ଆଗକୁ ଆଉ ଯାଇ ପାରି ନଥିଲା ।ଫଳରେ ଗାଡି ଡ୍ରାଇଭର ପୋଲିସ ଭୟରେ ବୋଧେ  ପେଟ୍ରୋଲ ଢାଳି ଗାଡିକୁ ଜାଳି ଫେରାର ମାରିଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ଶୁଣିବାକୁ ମିଳୁଛି I ସୂଚନା ଅନୁସାରେ ଆଜି ସକାଳୁ ସୋନପୁର ପଟରୁ ଗଂଜେଇ ଭର୍ତ୍ତି କରି ବିନିକା ଦେଇ ଏକ ଆର୍ଟିଗା ଗାଡି ଯାଉଥିବା ବେଳେ ନୁଆଁବଜାର ନିକଟରେ ଗାଡିର ଚକା ଫାଟିଯାଇଥିଲା ଫଳରେ ଡ୍ରାଇଭର ଜଣକ ଗାଡିରୁ ଓହ୍ଲାଇ ଗାଡିର ନମ୍ବର ପ୍ଲେଟକୁ ଖୋଲି ଗାଡ଼ିରେ ପେଟ୍ରୋଲ ଝିଣ୍ଟି ନିଆଁ ଲଗାଇ ଦେଇଥିଲା।ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଠିକ ସେତିକି ବେଲେ ଗଞ୍ଜେଇ ଭର୍ତ୍ତି କାରର ଆଗ ପଛରେ ଆଉ ୨ ଗୋଟି ଗାଡ଼ି ଯାଉଥିଲା ।ଡ୍ରାଇଭର ଜଣକ ପଛ ଗାଡ଼ିରେ ବସି ଚଂପଟ ମାରିଥିଲା । ନିଆଁ ଲାଗିଥିବା କାରଟି ହୁ ହୁ ଜୋରରେ ଜଳିବା ପରେ କାଳେ ନିଆଁ ଅନ୍ୟ ସ୍ଥାନକୁ ପ୍ରଘଟ ହେବ ସେନେଇ ରାସ୍ତାରେ ଯିବା ଆସିବା କରୁଥିବା ଲୋକେ ତୁରନ୍ତ ଦମକଳ ବାହୀନିକୁ ଖବର ଦେବାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଲିଭାଇଥିଲେ। ତେବେ ଘଟଣା ସ୍ଥଳକୁ ମାଜିଷ୍ଟ୍ରେଟ ଦାୟୀତ୍ୱରେ ଥିବା ଅତିରିକ୍ତ ତହସିଲଦାର ଦୟାରାମ ମେହେର, ବିନିକା ଥାନା ଅଧିକାରୀ ସତ୍ୟନାରାୟଣ ପଧାନ ପହଂଚି  ଗାଡି ଏବଂ ପ୍ରାୟ ୨.୫୦ କ୍ୱିଣ୍ଟାଲ ଗଂଜେଇ ଜବତ କରି ତଦନ୍ତ ଚଳାଇଥିବା ପୁଲିସ ସୂଚନା ଦେଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like