-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||     

HOME   ଜିଲ୍ଲା

ଏସ ଏସ ଡ଼ି ହାଇସ୍କୁଲ ରେ ଶିକ୍ଷକଙ୍କ ତାଲିମ " ନିଷ୍ଠା "

06-Sep-2025



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସ୍ଥିତ ଏସ ଏସ ଡି ହାଇ ସ୍କୁଲ ଠାରେ ତା ୨-୯-୨୦୨୫ ରୁ ତା ୬-୯-୨୦୨୫ ରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପାଞ୍ଚ ଦିବସୀୟ ଶିକ୍ଷକ ତାଲିମ  ନିଷ୍ଠା ଆଜି ଉଦଯାପିତ ହୋଇଯାଇଛି । ତାଲିମ ଶିବିରର ପ୍ରଥମ ଦିବସରେ ବୋଡ଼େନ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ୱର୍ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ମାର୍ଗ ଦର୍ଶନ କରିଥିଲେ ତଥା ସମ୍ପୁର୍ଣ୍ଣ ତାଲିମ ଶିବିରର ପ୍ରତ୍ୟେକ ବିଷୟ ବସ୍ତୁ ଉପରେ ନଜର ରଖିଥିଲେ ।

ବି ଆର୍ ଟି ଅଜୟ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବୋଡ଼େନ ବ୍ଲକର ପଚାଶଟି ବିଦ୍ୟାଳୟର ୫୦ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନେଇ ଅନୁଷ୍ଠିତ ଏହି ତାଲିମ ଶିବିରରେ ବି ଆରଟି କେଶବ ମେହେର,ଶିକ୍ଷକ ନିରୋଜ କୁମାର ଖମାରି,ସି ଆର୍ ସି ସି ଉତ୍ତମ ମହାଉତି, ନରେନ୍ଦ୍ର ନାଗ,ସ୍ମୃତି ରଞ୍ଜନ ପଟ୍ଟନାୟକ ପ୍ରମୁଖ ତାଲିମ ଦାତା ରୂପେ ନିଯୁକ୍ତ ଥିଲେ ।ସାଧାରଣ ବିଦ୍ୟାଳୟରେ ପଢୁଥିବା ଦିବ୍ୟାଙ୍ଗ ଶିକ୍ଷାର୍ଥୀ କିପରି ସହଜ ଓ ସରଳ ଉପାୟରେ ଅନ୍ୟ ମାନଙ୍କ ସହିତ ତାଳ ଦେଇ ଶିକ୍ଷାର ସ୍ରୋତରେ ସାମିଲ ହେବେ ଏବଂ ସମ୍ମାନର ସହ ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମରେ ଆଗ୍ରହୀ ହୋଇ ଅଂଶ ଗ୍ରହଣ କରିବେ  ସେ ସମସ୍ତ କୌଶଳ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା ।ଆଗାମୀ ଦିନ ମାନଙ୍କରେ ଏହା ଶିକ୍ଷାର୍ଥୀ ପାଇଁ ଫଳପ୍ରଦ ହେବ ବୋଲି ଆଶା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026

You Might Also Like