-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ବାର୍ଷିକ ନଶା ମୁକ୍ତ ଭାରତ ଅଭିଯାନ, ସୁବର୍ଣ୍ଣପୁର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖା, ସୁବର୍ଣ୍ଣପୁର ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ।

06-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖା ସୁବର୍ଣ୍ଣପୁର ସ୍ଥିତ ସମ୍ମିଳନୀ କକ୍ଷରେ ପଞ୍ଚମ ବାର୍ଷିକ ନଶା ମୁକ୍ତି ଅଭିଯାନ - ୨୦୨୫ ପାଳନ ନିମନ୍ତେ ଜିଲ୍ଲାର ବିଭିନ୍ନ କଲେଜ ମାନଙ୍କର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ (ଯୁକ୍ତ ଦୁଇ ଶ୍ରେଣୀ) କନିଷ୍ଠ ବର୍ଗ  ଓ (ଯୁକ୍ତ ତିନି ଶ୍ରେଣୀ) ବରିଷ୍ଠ ବର୍ଗ ରେ  "ନିଶା ନିବାରଣ ପାଇଁ କିଶୋରବସ୍ଥା କାହିଁକି ଏକ ଗୁରୁତ୍ୱପୂର୍ଣ୍ଣ ସମୟ ?" ବିଷୟବସ୍ତୁ ଉପରେ ପ୍ରବନ୍ଧ ଲିଖନ ପ୍ରତିଯୋଗିତା, "ନିଶା ମୁକ୍ତ ଭାରତ ଗଠନ ଅଭିଯାନରେ ଯୁବବର୍ଗର ଭୂମିକା" ବିଷୟବସ୍ତୁ ଉପରେ ତର୍କ ପ୍ରତିଯୋଗିତା, ଚିତ୍ରାଙ୍କନ ପ୍ରତିଯୋଗିତା, ସ୍ଲୋଗାନ ଲିଖନ  ପ୍ରତିଯୋଗିତା ଓ ସୁବର୍ଣ୍ଣପୁର ଜିଲ୍ଲାର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ମଧ୍ୟରେ ରଙ୍ଗୋଳି ବା ଝୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଶ୍ରୀ ଅର୍ଜୁନ ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀମତି ଯଶ୍ୱସିନି ପୃଥାଲ, ଡେପୁଟି କଲେକ୍ଟର, ଶ୍ରୀ ବିଶିକେଶନ ପ୍ରଧାନ, ଡେପୁଟି କଲେକ୍ଟର, ଶ୍ରୀ ସତ୍ୟବ୍ରତ ସାହୁ, ସହକାରୀ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀମତି ଅନୁପମା ପଣ୍ଡା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସୁବର୍ଣ୍ଣପୁର,  ସୁଶ୍ରୀ ଯମୁନା ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସୁବର୍ଣ୍ଣପୁର ବିଚାରକ ଭାବେ ଦାୟିତ୍ଵ ତୁଲାଇଥିଲେ। ଉପରୋକ୍ତ ପ୍ରତିଯୋଗିତା ଶେଷ ହେବା ପରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖା, ସୁବର୍ଣ୍ଣପୁର ସ୍ଥିତ ସମ୍ମିଳନୀ କକ୍ଷରେ ପଞ୍ଚମ ବାର୍ଷିକ ନଶା ମୁକ୍ତ ଭାରତ ଅଭିଯାନ - ୨୦୨୫ ସମ୍ବନ୍ଧୀୟ ସଭା ଏକ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଅତିଥି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ଶ୍ରୀମତି ଉଷାରାଣୀ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଓ ଶ୍ରୀ ଉମାଶଙ୍କର ନାଗ, ପ୍ରାଧ୍ୟାପକ ଜୀବ ବିଜ୍ଞାନ, ବିଭାଗ, ରାଜ କଲେଜ ସୋନପୁର, ଶ୍ରୀମତି ଇତିଶ୍ରୀ ଦାଶ, ପ୍ରଧ୍ୟାପିକା, ଓଡ଼ିଆ ବିଭାଗ,  ରାଜ କଲେଜ ସୋନପୁର, ପ୍ରଜାପିତା ବ୍ରହ୍ମକୁମାରୀ ବିଶ୍ଵବିଦ୍ୟାଳୟର ଜୟନ୍ତୀ ଭଉଣୀ ସମ୍ମାନିତ ବକ୍ତା ଓ ଶ୍ରୀ ରାଜୀବ କୁମାର ନାଏକ ସାଧନ କର୍ମୀ ତଥା ସାମାଜିକ କର୍ମୀ, ସୋନପୁର ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ନିଶାଗ୍ରସ୍ତ ହେବାର କାରଣ, ନିଶାର କୁପ୍ରଭାବ, ନିଶା ମୁକ୍ତି ଅଭିଯାନରେ ପରିବାର, ସମାଜ ଓ ଯୁବବର୍ଗଙ୍କ ଭୂମିକା, ଉପରେ ସେମାନଙ୍କର  ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଏହି ସଭାରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ,ଅଧ୍ୟାପିକା ଅଧ୍ୟାପକ ମାନେ ଉପସ୍ଥିତ ଥିଲେ। ପଞ୍ଚମ ବାର୍ଷିକ ନଶା ମୁକ୍ତ  ଭାରତ ଅଭିଯାନ - ୨୦୦୫ ପାଳନ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି, ଅନ୍ୟ ସମ୍ମାନିତ ଅତିଥି ଓ ବକ୍ତା ମାନଙ୍କ ଦ୍ଵାରା ସଭାରେ ପୁରସ୍କୃତ କରାଯାଇଥିଲା। ଶେଷରେ ସମସ୍ତଙ୍କୁ ଧନ୍ୟବାଦ୍ ଜ୍ଞାପନ ପୂର୍ବକ ସଭା ସମାପ୍ତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like