-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||     

HOME   ରାଜ୍ୟ

ମୁଖ୍ୟ ଶାସନ ସଚିବଙ୍କ ପିତୃବିୟୋଗ : ପ୍ରାଶାସନିକ ସେବାରୁ ଅବସର ନେଇଥିଲେ ଗୌରୀଶଙ୍କର ତ୍ରିପାଠୀ!

10-Oct-2020



Titilagarh,10/10- ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପିତାଙ୍କ ପରଲୋକ ହୋଇଛି । ମୁଖ୍ୟ ଶାସନ ସଚିବଙ୍କ ପିତା ତଥା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଗୌରୀଶଙ୍କର ତ୍ରିପାଠୀଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ଟିଟିଲାଗଡ଼ ସ୍ଥିତ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୬ବର୍ଷ ହେଉଥିଲା । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ଝିଅ ଓ ବୋହୂ ଓ ପରିବାରବର୍ଗ ଉପସ୍ଥିତ ଥିଲେ । ଗୌରୀଶଙ୍କର ପରଲୋକ ଖବର ପାଇବା ପରେ ଟିଟିଲାଗଡ଼ ସମେତ ଆଖାପାଖର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଟିଟିଲାଗଡ଼ ହାଟପଦାସ୍ଥିତ ତାଙ୍କ ବାସଭବନ ପୌର୍ଣ୍ଣମାସୀ କୁଟୀରରେ ଶେଷଦର୍ଶନ କରିଛନ୍ତି! ଗତ ୨୦୧୮ରେ ତାଙ୍କ ଧର୍ମପତ୍ନୀ ପୂର୍ଣ୍ଣମାସୀ ଦେବୀଙ୍କର ପରଲୋକ ପରେ ସେ ମାନସିକସ୍ତରରେ ସାମାନ୍ୟ ଦୁର୍ବଳ ହୋଇପଡ଼ିଥିଲେ । ଗତ ନୂଆଖାଇ ସମୟରେ ସେ ଟିଟିଲାଗଡ଼ ତଥା ସମଗ୍ର ରାଜ୍ୟବାସୀଙ୍କ ମଙ୍ଗଳ କାମନା କରି ଏକ ବାର୍ତ୍ତା ଲେଖିଥିଲେ । ପରେ ନିଜ ପୁଅ ଅସିତଙ୍କ ସହିତ ନୂଆଖାଇ ପାଳନ କରିଥିଲେ । କିଛି ଦିନ ଧରି ସେ ସାମାନ୍ୟ ଅସୁସ୍ଥ ହୋଇପଡ଼ିଥିେଲେ । ପ୍ରତିଦିନ ଭଳି ନିଜ ଶୟନ କକ୍ଷରେ ଶୋଇଥିବା ବେଳେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରେ ତାଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା । ଟିଟିଲାଗଡ଼ ପହଞ୍ଚିବା ପରେ ହାଟପଦା ସ୍ଥିତ ମୁକ୍ତିଧାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026

You Might Also Like