-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ପୂର୍ବତନ ବିଧାୟକ ହୋଇ ଜାଣି ପାରିଲି, ସାଂସଦ ହୋଇ ଜାଣି ପାରିଲେନି ?’

27-Jan-2021



କଟକ:(ଦୀପକ କୁମାର ଷଡଙ୍ଗୀ) କଟକ ଖାନ୍‌ନଗରରେ ପ୍ରସ୍ତାବିତ ବସ୍ ଟର୍ମିନାଲ୍ ବିବାଦ ଦିନକୁ ଦିନ ଘନଉଛି। ଏହି ବସ୍‌ ଟର୍ମିନାଲ ନେଇ ସାଂସଦ ଭର୍ତ୍ତୃହରି ମହତାବ୍‌ ଅସନ୍ତୋଷ ପ୍ରକାଶ କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ । ଟର୍ମିନାଲ ନେଇ ଭର୍ତ୍ତୃହରି କିଛି ଜାଣି ନଥିବା ମନ୍ତବ୍ୟ ଉପରେ ଦେବାଶିଷ କହିଛନ୍ତି ‘ଜଣେ ସରକାରୀ ଦଳ ସାଂସଦ ହୋଇ ଅବଗତ ନଥିବା କହିବା ଦୁଃଖଦାୟକ ‘

ସେ କହିଛନ୍ତି,  ‘ପୂର୍ବତନ ବିଧାୟକ ହୋଇ ମୁଁ ଜାଣିପାରିଲି । ହେଲେ ସେ କିପରି ଜାଣିପାରିଲେନି ବୋଲି ଦେବାଶିଷ ପ୍ରଶ୍ନ କରିଛନ୍ତି।’ ସେ କହିଛନ୍ତି, ଭର୍ତ୍ତୃହରି ଜଣେ ବରିଷ୍ଠ ସାଂସଦ। ସେହି ଆସନରୁ ୬ ଥର ସାଂସଦ ହେଲେଣି।  ଜିଲ୍ଲାପାଳ ମଧ୍ୟ ତାଙ୍କୁ ଏ ନେଇ ଅବଗତ କରିଥିବା କହିଛନ୍ତି । ଏହା ସତ୍ତ୍ୱେ ସେ ଯଦି କହୁଛନ୍ତି ମୁଁ ଜାଣିନି ତେବେ ଏହା ଉପରେ ଟିପ୍ପଣୀ ଦେବେ ନାହିଁ ବୋଲି ଦେବାଶିଷ କହିଛନ୍ତି।  ଟର୍ମିନାଲକୁ ଯିଏ ବିରୋଧ କରୁଛନ୍ତି ସେମାନେ ଜମି ମାଡ଼ି ବସିଥିବା ଲୋକ ବୋଲି ମଧ୍ୟ ଦେବାଶିଷ ଆକ୍ଷେପ କରିଛନ୍ତି । ତେବେ ଦେବାଶିଷଙ୍କ ମତ ଉପରେ ଭର୍ତ୍ତୃହରିଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ସୂଚନାଥାଉ କି,  କଟକ ଖାନନଗରରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ନେଇ ଆପତ୍ତି ଉଠାଇଥିଲେ ଖୋଦ କଟକ ସାଂସଦ ଭର୍ତ୍ତୃହରି ମହତାବ। ପ୍ରକଳ୍ପ ସଂପର୍କରେ ସ୍ଥାନୀୟ ଜନପ୍ରତିନିଧୀଙ୍କ ସହ ଆଲୋଚନା ହୋଇ ନଥିବା ଅଭିଯୋଗ ଆଣିଥିଲେ ଭର୍ତ୍ତୃହରି। କ୍ଷେତ୍ର ପରିଦର୍ଶନ ନକରି, ଗୁଗୁଲ ମ୍ୟାପ୍ ତଥ୍ୟକୁ ଆଧାର କରି ମୁଖ୍ୟ ଶାସନ ସଚିବଙ୍କ ପ୍ରକୋଷ୍ଠରେ ବସ୍‌ ଟର୍ମିନାଲ ନିର୍ମାଣ ନିଷ୍ପତ୍ତି ନିଆଯାଇଥିବା ସେ ଅଭିଯୋଗରେ କହିଥିଲେ । ଏ ସଂପର୍କରେ ସ୍ଥାନୀୟ ଲୋକ ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା ବୋଲି ସେ ମତ ଦେଇଥିଲେ।

ସେତିକି ନୁହେଁ, ଖାନନଗରରେ ବସ୍ ଟର୍ମିନାଲ୍ ନିର୍ମାଣ, ଭୌଗୋଳିକ ଦୃଷ୍ଟିରୁ ବି ଠିକ୍ ନୁହେଁ ବୋଲି କହିଥିଲେ ଭର୍ତ୍ତୃହରି। ଗୋପାଳପୁରରେ ବସଷ୍ଟାଣ୍ଡ ନିର୍ମାଣ ଲାଗି ୨୦୧୩ରେ ନିଷ୍ପତ୍ତି ହୋଇଥିଲା। ତେବେ କାହା ସ୍ୱାର୍ଥରେ ଓ କଣ ପାଇଁ ଏହାକୁ ଖାନନଗର ସ୍ଥାନାନ୍ତର କରାଗଲା ବୋଲି ପୂର୍ବରୁ ବିଜେପି ଓ କଂଗ୍ରେସ ପ୍ରଶ୍ନ ଉଠାଇଥିଲେ। ନିଜ ଦଳର ସାଂସଦ ଆପତ୍ତି ଜଣାଇବା ପରେ ବିବାଦ ଆହୁରି ତେଜିଥିଲା । ଭର୍ତ୍ତୃହରିଙ୍କ ମନ୍ତବ୍ୟକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like