-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ଏବିଭିପି ଓଡ଼ିଶା ପଶ୍ଚିମ ପ୍ରାନ୍ତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

06-Sep-2025



(ମନୋରଞ୍ଜନ ତ୍ରିପାଠୀ)
ବଲାଙ୍ଗିର: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଓଡ଼ିଶା (ପଶ୍ଚିମ) ପ୍ରାନ୍ତର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବଲାଙ୍ଗିର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକ ଠାରେ ପୂର୍ବ କ୍ଷେତ୍ରର କ୍ଷେତ୍ରୀୟ ସଙ୍ଗଠନ ସମ୍ପାଦକ ଶ୍ରୀ ଅପାଂଶୁ ଶେଖର ସିଲ, ରାଜ୍ୟ ସଭାପତି ଶ୍ରୀଯୁକ୍ତ ସଞ୍ଜିବ ନାୟକ, ପଶ୍ଚିମ ପ୍ରାନ୍ତର ପ୍ରାନ୍ତ ସଙ୍ଗଠନ ସମ୍ପାଦକ ଶ୍ରୀ ନିକୁଞ୍ଜ ବିହାରୀ ପଣ୍ଡା ଏବଂ ରାଜ୍ୟ ସମ୍ପାଦକ ଶ୍ଵେତାଶୁଂ ଶେଖର ବରାଇଙ୍କ ଉପସ୍ଥିତି ରେ ଉଦଘାଟିତ ହୋଇଯାଇଅଛି। ଏହି ବୈଠକରେ ଓଡ଼ିଶା (ପଶ୍ଚିମ) ପ୍ରାନ୍ତରୁ ୧୫୦ ରୁ ଊର୍ଦ୍ଧ୍ବ ପ୍ରତିନିଧି ମାନେ ଅଂଶଗ୍ରହଣ କରିଛନ୍ତି। ଉଦଘାଟନ ସତ୍ରରେ ଅଖିଳ ଭାରତୀୟ ଜନଜାତି ପ୍ରମୁଖ ପ୍ରମୋଦ କୁମାର ରାଉତ ଓ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଙ୍କ  ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଅତିଥି ରୂପେ ଯୋଗଦେଇ ଥିଲେ। ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଆଗାମୀ ଦିନରେ ସବୁ କଲେଜ ରେ ସଦସ୍ୟତା ଓ ସଂଗଠନ ସଢୃଡ କରିବା ସହ ତଥା ଆଗାମୀ ଛାତ୍ର ସଂସଦ ନିର୍ବାଚନ ବିଷୟରେ ବିସ୍ତୃତ ରୂପେ ଆଲୋଚନା ହୋଇଥିଲା । ବୈଠକରେ ଶିକ୍ଷାସ୍ଥିତି ଓ ସାମାଜିକ ସ୍ଥିତି ଉପରେ ପ୍ରସ୍ତାବ ଆଲୋଚନା କରାଯାଇଥିଲା।କ୍ଷେତ୍ରୀୟ ସଙ୍ଗଠନ ସମ୍ପାଦକ ଅପାଂଶୁ ଶେଖର ସିଲ ଏବିଭିପିର କାର୍ଯ୍ୟପଦ୍ଧତି ଓ ସାଙ୍ଗଠନିକ ନିଷ୍ପତ୍ତି ଉପରେ ବିଷୟ ରଖିଥିଲେ। ବୈଠକରେ କ୍ଷେତ୍ରୀୟ ସହ ସଂଗଠନ ସମ୍ପାଦକ ଶ୍ରୀ ବୈଲୋଚନ ସାହୁ ବିଶେଷ ଭାବେ ଉପସ୍ଥିତ ଥିଲେ। ପ୍ରତ୍ୟେକ କଲେଜ କ୍ୟାମ୍ପସରେ ନିଜର ସମସ୍ତ ସକାରାତ୍ମକ ଦୃଷ୍ଟିକୋଣ ସହ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଦିଗରେ ତଥା ସାମାଜିକ କ୍ଷେତ୍ରରେ ଷ୍ଟୁଡେଣ୍ଟ୍ ଫର୍ ସେବା, ଷ୍ଟୁଡେଣ୍ଟସ ଫର୍ ଡେଭଲପମେଣ୍ଟ, ମେଡିଭିଜନ, ଏଗ୍ରିଭିଜନ, ଥିଙ୍କ ଇଣ୍ଡିଆ, ଖେଲୋ ଭାରତ, ମିଶନ ସାହସୀ, SEIL ଆଦି ଆୟାମ ଓ ଗତିବିଧି ସହ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ସଦସ୍ୟତା, ଶାଖା ଗଠନ, ଜିଲ୍ଲା ଓ ଅଭ୍ୟାସ ବର୍ଗ, ବୈଠକ ଓ ପ୍ରବାସ, ଜନଜାତି ଗୌରବ ଦିବସ, ରାଜ୍ୟ ଅଧିବେଶନ, ଆୟାମ ଓ ଗତିବିଧି କାର୍ଯ୍ୟ, ସାମାଜିକ ଗଣମାଧ୍ୟମ, ଗଣମାଧ୍ୟମ ଓ କାର୍ଯ୍ୟାଳୟ, ଛାତ୍ର ସନ୍ଦେଶ ପତ୍ରିକା ଆଦି ବିଷୟ ଉପରେ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like