-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

କୃତ୍ରିମ ବୁଦ୍ଧିମତା ନୁହେଁ ବରଂ ବରେଣ୍ଯ ଗୁରୁଙ୍କ ପ୍ରତ୍ଯକ୍ଷ ଶିକ୍ଷାଦାନ ହିଁ ବିକଶିତ ମାନବ ନିର୍ମାଣକାରୀ

06-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନର ସଭାପତିଙ୍କୁ ବୌଦ୍ଧ ଠାରେ ସମ୍ବର୍ଦ୍ଧିତ କରାଯାଇଛି।ନୀଳଚକ୍ର ସାହିତ୍ଯ ସଂସଦ,ବୌଦ୍ଧଚକ୍ର ଓ ଭାବସମ୍ରାଟ ତରଫରୁ ଗୁରୁବାର ଦିନ  ବୌଦ୍ଧ ସହରର ପାରିଜାତ ପେଲେସ୍ ସମ୍ମିଳନୀ କକ୍ଷରେ ଗୁରୁ ବନ୍ଦନା ଓ କବିତା ପାଠୋତ୍ସବ ଅନୁଷ୍ଠିତ କରାଯାଇଥିଲା।ଏହି ଉତ୍ସବରେ ଡ.ସଞ୍ଜୟ କୁମାର ପଣ୍ଡା ସଭାପତିତ୍ବ କରିଥିବା ବେଳେ ଅନୁଷ୍ଠାନର ଉପଦେଷ୍ଟା ଚିତ୍ତରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ ଓ ପ୍ରାରମ୍ଭିକ ସମ୍ଭାଷଣ ପ୍ରଦାନ କରିଥିଲେ। ଟେମଲାଲ୍ ଦୁବେ, ବୌଦ୍ଧ ଜିଲ୍ଲା ଶିକ୍ଷାଧିକାରୀ,ମୁଖ୍ଯ ଅତିଥି, ଅକ୍ଷୟ କୁମାର ଦାଶ,ଅଧ୍ୟକ୍ଷ,କିଶୋର ନଗର ସ୍ନାତକ ମହାବିଦ୍ୟାଳୟ, ମୁଖ୍ଯ ବକ୍ତା, ପ୍ରଶାନ୍ତ କୁମାର ମହାପାତ୍ର,ପ୍ରାକ୍ତନ ଅଧ୍ଯକ୍ଷ,ପ୍ରଭାସ ଚନ୍ଦ୍ର ମିଶ୍ର, ପ୍ରାକ୍ତନ ଅଧ୍ଯକ୍ଷ,ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟ,ଡ.ପ୍ରଫୁଲ୍ଲ କୁମାର ରଥ,ପ୍ରାକ୍ତନ ଅଧ୍ଯକ୍ଷ, ବୀରମହାରାଜପୁର ମହାବିଦ୍ଯାଳୟ,ପଦ୍ମ ଚରଣ ମିଶ୍ର,ପ୍ରାକ୍ତନ ଅଧ୍ଯାପକ,ରାଜନୀତି ବିଜ୍ଞାନ,ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟ ଓ ସୁଧୀର କୁମାର ସାହୁ, ଅଧ୍ଯକ୍ଷ, ନାକଟିଦେଉଳ ସ୍ନାତକ ମହାବିଦ୍ଯାଳୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଅତିଥିମାନଙ୍କ ଦ୍ବାରା ବୌଦ୍ଧଚକ୍ର,ତ୍ରୈମାସିକ ସାହିତ୍ଯ ପତ୍ରିକାର ନୂତନ ସଂଖ୍ଯା ଲୋକାର୍ପିତ  ହୋଇଥିଲା।ଅନୁଷ୍ଠାନର ସମ୍ପାଦକ ଦିଲ୍ଲୀପ ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ଉପସଭାପତି ସତ୍ଯନାରାୟଣ ସାହୁ ମାନପତ୍ର ପଠନ ଓ  ଜିଲ୍ଲା ସଂଯୋଜକ ସନ୍ତୋଷ କୁମାର କର୍ଣ୍ଣ ଧନ୍ଯବାଦ ଅର୍ପଣ କରିଥିଲେ। ଏହି ଉତ୍ସବରେ ଡ.ପ୍ରଫୁଲ୍ଲ କୁମାର ରଥ,ଅକ୍ଷୟ କୁମାର ଦାଶ,ହରିହର ସାହୁ,ଲକ୍ଷ୍ମଣ କୁମାର ମହାପାତ୍ର,ସୁଶାନ୍ତ କୁମାର ମହାପାତ୍ର,ସନ୍ତୋଷ କର୍ଣ୍ଣ,ସନ୍ତୋଷ କୁମାର ଶତପଥୀ,ସୁନେଲୀ ପୁରୋହିତ, ଉତ୍ତମ କୁମାର ବେହେରା,ଦେବେନ୍ଦ୍ର ମିଶ୍ର, ଚିନ୍ତାମଣି ସ୍ବାଇଁ, ଚିତ୍ତରଞ୍ଜନ ମେହେରଙ୍କୁ ନୀଳଚକ୍ର ଗୁରୁ ଗୌରବ ସମ୍ମାନରେ ସମ୍ମାନିତ କରାଯାଇଛି।ଅନୁଷ୍ଠାନର ଶିକ୍ଷା ସମ୍ମାନ ପ୍ରାପ୍ତ ଦିଲ୍ଲୀପ କୁମାର ମହାନ୍ତି ଓ ଗୋପାଳ ଅମାତ ତଥା ଅନ୍ଯ ଶିକ୍ଷକମାନଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଛି।ଦ୍ବିତୀୟ ଅଧିବେଶନରେ ସତ୍ଯନାରାୟଣ ସାହୁ, କୁଳମଣି ମେହେର, ହିମାଞ୍ଚଳ ପ୍ରଧାନଙ୍କ  ସଂଯୋଜନାରେ ଅନ୍ଯୁନ୍ଯ ୩୦ ଜଣ କବିଙ୍କ  ଗହଣରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଶେଷରେ ସୁଧୀର ଦୀପ ଧନ୍ଯବାଦ ଅର୍ପଣ କରିଥିଲେ।କୃତ୍ରିମ ବୁଦ୍ଧିମତା ନୁହେଁ ବରଂ ବରେଣ୍ଯ ଗୁରୁଙ୍କ ପ୍ରତ୍ଯକ୍ଷ ଶିକ୍ଷା ଦାନ ହିଁ ବିକଶିତ ମାନବ ନିର୍ମାଣ କରି ସମାଜ ସେବାରେ ବ୍ରତୀ କରାଏ ବୋଲି ମତ ପ୍ରକାଶ ପାଇଥିଲା। ଶ୍ରୀ ରଥଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାରୁ ବରିଷ୍ଠ ନାଗରିକ ସଂଗଠନ, ବୀରମହାରାଜପୁର ତରଫରୁ ସଂପୃକ୍ତ ଅନୁଷ୍ଠାନ କୁ କୃତଜ୍ଞତା ଜ୍ଞାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like