-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଚଳିତ ବର୍ଷର ମର୍ଯ୍ୟାଦା ଜନକ ଶିକ୍ଷକ ରତ୍ନ ଉପାଧି ପାଇଲେ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼

06-Sep-2025



ବେଲପଡ଼ା(ପ୍ରେରଣା ଖବର): ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼ ଆଦର୍ଶ ପଡା,ବଲାଙ୍ଗୀର ରାଜ୍ୟସ୍ତରୀୟ ଚତୁର୍ଥ ବାର୍ଷିକ ଉତ୍ସବ, ଗୁରୁ ପୂଜନ,ପ୍ରତିଭା ସମ୍ମାନ ଓ ନୂଆଖାଇ ଭେଟଘାଟ-୨୦୨୫ ପବିତ୍ର ଗୁରୁଦିବସ ରେ ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡ଼ା କଲେଜରେ ପାଳନ କରିଛି।

ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଦୀନ ରଘୁ ମେହେର ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼ ପାଇଛନ୍ତି ଅନୁଷ୍ଠାନର ମର୍ଯ୍ୟାଦାଜନକ "ଶିକ୍ଷକ ରତ୍ନ" ଉପାଧି। ପ୍ରକାଶ ଥାଉ କି ପୂର୍ବ ବର୍ଷ ମାନଙ୍କରେ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।ଏତଦଭିନ୍ନ 

ବେଲପଡ଼ା ଅଞ୍ଚଳର ପ୍ରାଥମିକ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶିକ୍ଷାବିତ୍ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସେମାନଙ୍କ ମଧ୍ୟରେ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ,ବନମାଳୀ ପାଣିଗ୍ରାହୀ,ପଣ୍ଡିତ ମୋହନ ଦାସ ଠାକୁର, ସଦାଶିବ ମେହେର, ନିରଞ୍ଜନ ବେହେରା, କୁଞ୍ଜମଣି ମେହେର, ଚାଣକ୍ୟ ସାହୁ,ନବୀନ କୁମାର ମେହେର, ସୁରେଶ ଚନ୍ଦ୍ର ମେହେର ଅନ୍ୟତମ। ଏହା ବ୍ୟତୀତ ଶିକ୍ଷା,  ସାହିତ୍ୟ, କଳା, ସାମ୍ବାଦିକତା ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତି ବିଶେଷ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ। ଏକ ଗୁରୁଗମ୍ଭୀର ପରିବେଶରେ ପବିତ୍ର ଗଙ୍ଗା ଜଳରେ ପାଦ ପ୍ରକ୍ଷାଳନ ପୂର୍ବକ ଗୁରୁ ମନ୍ତ୍ର ସହିତ ଘଣ୍ଟ,ଶଙ୍ଖ ଶବ୍ଦରେ ପରିବେଶ ପ୍ରତିଧ୍ବନିତ ହୋଇଥିଲା। ଉକ୍ତ ରଜ୍ଯସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ରାଜ ନାରାୟଣ ମେହେର, ମୁଖ୍ୟବକ୍ତା ବାଗ୍ମୀ ରାଜମଣି ସାହୁ, ସଭାପତି ସୁରେଶ ଚନ୍ଦ୍ର ମେହେର,ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦରସଭାପତି ଡ଼ା.ଚିତ୍ତରଞ୍ଜନ ମିଶ୍ର, ଉପସଭାପତି ଝସକେତନ ଗୁରୁ, ସମ୍ପାଦକ ଡକ୍ଟର

ନବକିଶୋର ବେହେରା, ଯୁଗ୍ମ ସମ୍ପାଦକ ଦୁର୍ବାଦଳ ଘିବେଲା,
ଛାତ୍ର ପ୍ରତିନିଧି ଡ.ଗୋବର୍ଦ୍ଧନ ନାୟକ ମଞ୍ଚ ମଣ୍ଡନ କରିଥିଲେ l
ଦ୍ବିତୀୟ ଅଧିବେଶନରେ ବିଭିନ୍ନ କ୍ଷେତ୍ରରେ ଅବଦାନ ଥିବା ପ୍ରତିଭା ମାନଙ୍କୁ ମୁଖ୍ୟ ଅତିଥି ଡ଼.ଗୋବର୍ଦ୍ଧନ ନାୟକ,ସଭାପତି ଡ଼.ଭବାନୀଶଙ୍କର ପଟେଲ, ମୁଖ୍ୟବକ୍ତା ସନ୍ଦୀପ କୁମାର କୁଅଁର, ସମ୍ମାନୀତ ଅତିଥି କବି ମଧୁସୂଦନ ଦାଶ, ପରିଚାଳନାରେ ଡ.ରଞ୍ଜନ କୁମାର ପାଣିଗ୍ରାହୀ ଉପସ୍ଥିତ ଥିଲେ। ରାଜବୈଦ୍ୟଙ୍କ ନାତି ମହାବିଦ୍ୟାଳୟର ପୂର୍ବତନ ଛାତ୍ର ଡକ୍ଟର ନବକିଶୋର ବେହେରାଙ୍କୁ ମହାବିଦ୍ୟାଳୟ ପକ୍ଷରୁ ବହୁମୁଖୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like