-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ରାଜ୍ୟ

ଚଳିତ ବର୍ଷର ମର୍ଯ୍ୟାଦାଜନକ ଶିକ୍ଷକ ରତ୍ନ ଉପାଧି ପାଇଲେ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼

06-Sep-2025



ବେଲପଡ଼ା(ପ୍ରେରଣା ଖବର): ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼ ଆଦର୍ଶ ପଡା,ବଲାଙ୍ଗୀର ରାଜ୍ୟସ୍ତରୀୟ ଚତୁର୍ଥ ବାର୍ଷିକ ଉତ୍ସବ, ଗୁରୁ ପୂଜନ,ପ୍ରତିଭା ସମ୍ମାନ ଓ ନୂଆଖାଇ ଭେଟଘାଟ-୨୦୨୫ ପବିତ୍ର ଗୁରୁଦିବସ ରେ ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡ଼ା କଲେଜରେ ପାଳନ କରିଛି। ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଦୀନ ରଘୁ ମେହେର ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼ ପାଇଛନ୍ତି ଅନୁଷ୍ଠାନର ମର୍ଯ୍ୟାଦାଜନକ "ଶିକ୍ଷକ ରତ୍ନ" ଉପାଧି। ପ୍ରକାଶ ଥାଉ କି ପୂର୍ବ ବର୍ଷ ମାନଙ୍କରେ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ

ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।ଏତଦଭିନ୍ନ 
ବେଲପଡ଼ା ଅଞ୍ଚଳର ପ୍ରାଥମିକ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶିକ୍ଷାବିତ୍ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସେମାନଙ୍କ ମଧ୍ୟରେ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ,ବନମାଳୀ ପାଣିଗ୍ରାହୀ,ପଣ୍ଡିତ ମୋହନ ଦାସ ଠାକୁର, ସଦାଶିବ ମେହେର, ନିରଞ୍ଜନ ବେହେରା, କୁଞ୍ଜମଣି ମେହେର, ଚାଣକ୍ୟ ସାହୁ,ନବୀନ କୁମାର ମେହେର, ସୁରେଶ ଚନ୍ଦ୍ର ମେହେର ଅନ୍ୟତମ। ଏହା ବ୍ୟତୀତ ଶିକ୍ଷା,  ସାହିତ୍ୟ, କଳା, ସାମ୍ବାଦିକତା ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତି ବିଶେଷ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ। ଏକ ଗୁରୁଗମ୍ଭୀର ପରିବେଶରେ ପବିତ୍ର ଗଙ୍ଗା ଜଳରେ ପାଦ ପ୍ରକ୍ଷାଳନ ପୂର୍ବକ ଗୁରୁ ମନ୍ତ୍ର ସହିତ ଘଣ୍ଟ,ଶଙ୍ଖ ଶବ୍ଦରେ ପରିବେଶ ପ୍ରତିଧ୍ବନିତ ହୋଇଥିଲା। ଉକ୍ତ ରଜ୍ଯସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ରାଜ ନାରାୟଣ ମେହେର, ମୁଖ୍ୟବକ୍ତା ବାଗ୍ମୀ ରାଜମଣି ସାହୁ, ସଭାପତି ସୁରେଶ ଚନ୍ଦ୍ର ମେହେର,ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦରସଭାପତି ଡ଼ା.ଚିତ୍ତରଞ୍ଜନ ମିଶ୍ର, ଉପସଭାପତି ଝସକେତନ ଗୁରୁ, ସମ୍ପାଦକ ଡକ୍ଟର ନବକିଶୋର ବେହେରା, ଯୁଗ୍ମ ସମ୍ପାଦକ ଦୁର୍ବାଦଳ ଘିବେଲା,

ଛାତ୍ର ପ୍ରତିନିଧି ଡ.ଗୋବର୍ଦ୍ଧନ ନାୟକ ମଞ୍ଚ ମଣ୍ଡନ କରିଥିଲେ l
ଦ୍ବିତୀୟ ଅଧିବେଶନରେ ବିଭିନ୍ନ କ୍ଷେତ୍ରରେ ଅବଦାନ ଥିବା ପ୍ରତିଭା ମାନଙ୍କୁ ମୁଖ୍ୟ ଅତିଥି ଡ଼.ଗୋବର୍ଦ୍ଧନ ନାୟକ,ସଭାପତି ଡ଼.ଭବାନୀଶଙ୍କର ପଟେଲ, ମୁଖ୍ୟବକ୍ତା ସନ୍ଦୀପ କୁମାର କୁଅଁର, ସମ୍ମାନୀତ ଅତିଥି କବି ମଧୁସୂଦନ ଦାଶ, ପରିଚାଳନାରେ ଡ.ରଞ୍ଜନ କୁମାର ପାଣିଗ୍ରାହୀ ଉପସ୍ଥିତ ଥିଲେ। ରାଜବୈଦ୍ୟଙ୍କ ନାତି ମହାବିଦ୍ୟାଳୟର ପୂର୍ବତନ ଛାତ୍ର ଡକ୍ଟର ନବକିଶୋର ବେହେରାଙ୍କୁ ମହାବିଦ୍ୟାଳୟ ପକ୍ଷରୁ ବହୁମୁଖୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇ ଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like