-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଙ୍ଘ ପକ୍ଷରୁ ଗୁରୁଦିବସ କୁ କଳା ଦିବସ ରୂପେ ପାଳନ

06-Sep-2025



କଣ୍ଟାମାଳ(ଜୟକୁମାର ମହାରଣା): ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆହ୍ୱାନ କ୍ରମେ ବୌଦ୍ଧ ଜିଲ୍ଲା ସଂଯୋଜକ ସୁବାଷ ବାରିକ, କଣ୍ଟାମାଳ ଖଣ୍ଡ ସଂଯୋଜକ ଶିବଦତ୍ତ ପୁରୋହିତ ଏବଂ ଅଧ୍ୟାପକ ସୁନୀଲ ହରିପାଳଙ୍କ ତତ୍ତ୍ୱାବଧାନରେ କଣ୍ଟାମାଳ ଠାରେ ଗୁରୁଦିବସକୁ କଳା ଦିବସ ରୂପେ ପାଳନ କରାଯାଇଛି।ସରକାରଙ୍କ ସହ ବାରମ୍ବାର ଆଲୋଚନା ତଥା ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ। ସ୍ୱଳ୍ପ ଦରମାରେ ପାଠପଢା ସହିତ ମହାବିଦ୍ୟାଳୟର ଅନ୍ୟାନ୍ୟ ସରକାରୀ କାର୍ଯ୍ୟ କରୁଥିଲେ ମଧ୍ୟ ସରକାର ୨୦୦୮-୨୦୧୮  ନୂତନ ଅନୁଦାନ ନୀତି ପ୍ରତି କର୍ଣ୍ଣପାତ କରୁ ନାହାନ୍ତି ବୋଲି ଅଭିଯୋଗ କରି ଅଧ୍ୟାପକ ଓ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି।ତୁରନ୍ତ ଏହାର ସମାଧାନ ପାଇଁ ସରକାର ବିଧିବଦ୍ଧ ନିଷ୍ପତି ଗ୍ରହଣ ନ କଲେ ଆଗକୁ ଏହି ଆନ୍ଦୋଳନ ତୀବ୍ର ରୂପ ନେବ।ଏଥିରେ କଣ୍ଟାମାଳ  ଖଣ୍ଡର ସମସ୍ତ ୨୦୦୮  ରୁ ୨୦୧୮ ମଧ୍ୟରେ ପରିଚାଳନା ସମିତି ଦ୍ୱାରା ନିଯୁକ୍ତ ଅଧ୍ୟାପକ, ଅଧ୍ୟାପିକା,କର୍ମଚାରୀ, ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ମଧ୍ୟ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like