-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ

06-Sep-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ବ୍ଲକ ଛକ ଶ୍ରୀରାମ ମନ୍ଦିର ଠାରେ ଅନନ୍ତମୁଖୀ ମହାଯଜ୍ଞ ଯୋଗୁଁ ସମଗ୍ର ଅଞ୍ଚଳରେ ଏକ ଭକ୍ତି ଭାବମୟ ପରିବେଶ ସୃଷ୍ଟି ହୋଇଛି  l  ବ୍ରାହ୍ମଣ ସମାଜ ସଭାପତି ସନ୍ତୋଷ କୁମାର ବିଶିଙ୍କ ତତ୍ୱାବଧାନରେ ବ୍ରାହ୍ମଣ ସମାଜର ସଦସ୍ୟଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା, ବିଷ୍ଣୁ ସହସ୍ର ନାମ ପାଠ କରାଯାଇଥିଲା  l   ଅନନ୍ତମୁଖୀ ମହାଯଜ୍ଞ ରେ ବସନ୍ତ କୁମାର ପାଢ଼ୀ ପତ୍ନୀ ଶ୍ରୀମତୀ ପ୍ରତିମା ମିଶ୍ର ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l  ସେହିପରି ସନତ କୁମାର ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିବାବେଳେ ବାଳକୃଷ୍ଣ ମିଶ୍ର ଓ ଆନନ୍ଦ ଚନ୍ଦ୍ର ପାଢ଼ୀ ମନ୍ଦିର ପୂଜା ଦାୟିତ୍ୱ ତୁଲାଇଥିଲେ  l  ବ୍ରାହ୍ମଣ ସମାଜର ନବୀନ କୁମାର ବିଶି, ରଘୁନାଥ ପାଣିଗ୍ରାହୀ, ବିଜୟ ପାଣିଗ୍ରାହୀ, ଆନନ୍ଦ ମିଶ୍ର, ସଞ୍ଜୟ ପଣ୍ଡା,ବେଦବର

ପାଣି, ନାରାୟଣ ମିଶ୍ର ରାଜକିଶୋର ମିଶ୍ର, ରଞ୍ଜନ ମିଶ୍ର,ମଧୁସୂଦନ ଦାସ, ସ୍ଵପ୍ନେଶ୍ଵର ପଣ୍ଡା,ସାନୁଜିତ ନନ୍ଦ,ବିରୁପାକ୍ଷ ମିଶ୍ର, ସତ୍ୟବାନ ମିଶ୍ର, ଗିରିଶ ଚନ୍ଦ୍ର ମିଶ୍ର, ଜୟକୃଷ୍ଣ ମିଶ୍ର, ଭକ୍ତଚରଣ ମିଶ୍ର, ସୁରେନ୍ଦ୍ର କୁମାର ମିଶ୍ର, ମଧୁସୂଦନ ଦାସ, ପଦ୍ମନାଭ ମିଶ୍ର, ସଞ୍ଜୟ ପ୍ରସାଦ ଦାସ, ତ୍ରିନାଥ ମିଶ୍ର, ଅର୍ଜୁନ ଦାସ, ଈଶ୍ୱରଚନ୍ଦ୍ର ପଣ୍ଡା,ନବଘନ ପାଣିଗ୍ରାହୀ, ମୀନକେତନ ରଥ, ଜୟକୃଷ୍ଣ ମିଶ୍ର, ବସନ୍ତ ପାଢ଼ୀ, ଭାଗ୍ୟଧର ମିଶ୍ର, ଯଜ୍ଞ ମିଶ୍ର,ବିଭୀଷଣ ହୋତା, ସନ୍ତୋଷ ମହାପାତ୍ର,ସୁବାସ ରଥ ପ୍ରମୁଖ ଭାଗବତ ପାଠ କରିଥିଲେ   l   ସମାଜର ଘନଶ୍ୟାମ ମିଶ୍ର, ସମ୍ପାଦକ ଜୟକୃଷ୍ଣ ମିଶ୍ର,କୋଷାଧ୍ୟକ୍ଷ୍ୟ ସତ୍ୟନାରାୟଣ ପାଢ଼ୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା   କରିଥିବାବେଳେ ଅନ୍ୟମାନେ ସହଯୋଗ କରିଥିଲେ  l  ଏହିଅବସରରେ ଅନୁଷ୍ଠିତ ସମାଜର ଏକ ବୈଠକରେ ନୂତନ କମିଟି କର୍ମକର୍ତ୍ତା ମାନଙ୍କୁ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରାଯିବାପରେ ସମସ୍ତ ନୂତନ କର୍ମକର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିଲେ l  କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like