-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ପିପିଲିରେ ପ୍ରଥମ ସମାବେଶ, ଜନ୍ମନେଲା ଅଲ ଇଣ୍ଡିଆ ମୂଳନିବାସୀ ସଂଘ; ସମାଜର ଅବହେଳିତଙ୍କ ପାଇଁ ଲଢିବ ସଂଗଠନ - ଭଜମନ

06-Sep-2025



ପିପିଲି(ପ୍ରେରଣା ଖବର): ପିପିଲିରେ ଜନ୍ମନେଇଛି ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ । ସାରା ରାଜ୍ୟର ପ୍ରତି ଜିଲ୍ଲାରେ ଏହି ସଂଗଠନ ସାଧାରଣ ଲୋକଙ୍କର ସୂର ହେବ ବୋଲି ଏହି ସଂଗଠନର ନେତାମାନେ ଆଜି ସୂଚନା ଦେଇଛନ୍ତି । ସମାଜର ନିଷ୍ପେଷିତ, ନିର୍ଯ୍ୟାତିତ ଓ ଅବହେଳିତଙ୍କ ପାଇଁ ଅଲ ଇଣ୍ଡିଆ ମୂଳ ନିବାସୀ ନୂତନ ସଂଗଠନ ଲଢିବ ବୋଲି ପୂର୍ବତନ ସାଂସଦ ଭଜମନ ବେହେରା ଆଜି ଏହି ସଂଗଠନର ପିପିଲିର ଏକ ସମାବେଶରେ କହିଛନ୍ତି । ସରକାରଙ୍କର ଜନହିତକର ଯ୍ଧେକ୍ସନାର ବାଟମାରଣା ହେଉ କି ଗରିବଙ୍କ ଟଙ୍କା ବାଟମାରଣା ହେଉ, ସାଧାରଣ ଜନତାଙ୍କ ପାଇଁ ଠିଆ ହେବ ଏହି ସଙ୍ଗଠନ ବୋଲି ଶ୍ରୀ ବେହେରା ସୂଚନା ଦେଇଥିଲେ । ଅଂଚଳର ବୁଦ୍ଧିଜିବୀ, ସମାଜସେବୀ, ଛାତ୍ରଛାତ୍ରୀ ଆଦିଙ୍କୁ ଏହି

ସମାବେଶରେ ପ୍ରାୟ ବିଭିନ୍ନ ବୃକ୍ଷ ଚାରା ପ୍ରଦାନ କରାଯାଇଥିଲା । ସେହିପରି ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ହାସଲ କରିଥିବା ସାମ୍ବାଦିକ ଏବଂ ସମାଜସେବୀଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ । ଏହି ସଂଗଠନର ରାଜ୍ୟ ସଭାପତି ବିଜୟ ସେଠୀଙ୍କର ନେତୃତ୍ୱରେ ସେଠାରେ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କର ପ୍ରତିମୂର୍ତିରେ ମାଲ୍ୟାର୍ପଣ ପରେ ପିପିଲି ବାଇପାସ ତରାକାଜରୁ ଏକ ବିରାଟ ଶୋଭାଯାତ୍ରା ପିପିଲି ବ୍ଲକ ଛକ ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ଶ୍ରୀ ସେଠୀଙ୍କର ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ ସାଂସଦ ଭଜମନ ବେହେରା, କମ୍ୟୁନିଷ୍ଟ ନେତା ସର୍ବେଶ୍ୱର ଭାରତୀ, ଓଡ଼ିଶା ହାଇକୋର୍ଟର ଆଇନଜୀବୀ କବିରାଜ ପ୍ରଧାନ,ମହାରାଷ୍ଟ୍ରର ଏøତିହାସିକ ଡ଼.ଭିଲାସ ଖେର, ସଂଘର ରାଜ୍ୟ ଆବାହିକା ସୋନିଲତା ସେଠୀ  ପ୍ରମୁଖ ଅତିଥି ଭାବେ ଯୋଗଦେଇ ଅନ୍ୟାୟ, ଅନିତି ଓ ଦୁର୍ନିତୀକୁ ଏହି ସଙ୍ଗଠନ ବିରୋଧ କରି ଓଡ଼ିଶାରେ ଏକ ଜନ ଆନ୍ଦୋଳନ ସୃଷ୍ଟି କରିବ ବୋଲି କହିଥିଲେ । ଏହି ସମାବେଶରେ ପ୍ରାୟ ୩ହଜାରରୁ ଅଧିକ ପୁରୁଷ ମହିଳା ଯୋଗଦେଇଥିଲେ । 
                            


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like