-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଐତିହାସିକ ପୋଡ଼ାଗଡ ପର୍ଯ୍ୟଟନ କ୍ଷେତ୍ରକୁ ଖଣି ମାଫିଆଙ୍କ କବଳରୁ ରକ୍ଷା କରିବା ପାଇଁ ରାସ୍ତାରୋକ*

07-Sep-2025



ନବରଙ୍ଗପୁର:-(ପ୍ରିୟଦର୍ଶିନୀ ପାତ୍ର) ଉମରକୋଟ ବ୍ଲକ ଭଣ୍ଡାରିଗୁଡା ଗ୍ରାମ ପଂଚାୟତ ପୋଡ଼ାଗଡ ରାସ୍ତାକୁ ଶତାଧିକ ଲୋକ ଅବରୋଧ କରିଛନ୍ତି lଏହି ପୋଡ଼ାଗଡ ପର୍ଯ୍ୟଟନ କ୍ଷେତ୍ରକୁ  ଧ୍ଵଂସ ମୁଖରେ ପକେଇବାକୁ ଏଠାରେ ଖଣି ମାଫିଆଙ୍କ ରାଜ ଚାଲିଛି l କେତେକ ପ୍ରତିପତି ଲୋକ ଓ ଗ୍ରାମ ବାସୀଙ୍କୁ ହାତ ବାରିସ କରି ଏହି କ୍ରସର୍ ମାଲିକମାନେ ପୋଡ଼ାଗଡ ସୁନ୍ଦର ପିଚୁ ରାସ୍ତାକୁ ଧ୍ଵଂସ କରି କୋଟିପତି ହୋଇଛନ୍ତି ,ଯାହାଫଳରେ ରୋଗୀ ,ଗର୍ଭବତୀ ,ଛାତ୍ର ଛାତ୍ରୀ ପର୍ଯ୍ୟଟକ ଓ ଜନସାଧାରଣ ଆଜି ଅସୁବିଧାର ସମ୍ମୁଖୀନ ହୋଇ ସମଗ୍ର  ବିପ୍ଲବର  ଧ୍ଵନୀ ଦେଉଛନ୍ତି lଜିଲ୍ଲାପାଳ ପୋଡ଼ାଗଡ ଆସିପାରୁ ନାହାନ୍ତି କାରଣ ଗର୍ଭବତୀ ବିନା ଦ୍ବିଧାରେ ପ୍ରସବ କଲା ଭଳି ରାସ୍ତା ହୋଇଛି l ଏହି ଅଞ୍ଚଳରୁ ଏଠାରେ ଥିବା କ୍ରସରକୁ ଉଠାଇବାକୁ ଦାବୀ ଯୋର ଧରିଛି lକେତେକ ମୁଷ୍ଟିମେୟ ଲୋକଙ୍କୁ ହାତବାରିସ କରି ଏହି ମାଫିଆ ମନେ ନିରୀହ ଲୋକଙ୍କ ଜୀବନ ଜୀବିକା ସହ ଖେଳ ଖେଳୁଛନ୍ତି lଏହି କ୍ରସର ଥିବାବେଳେ ଏହି ଅଞ୍ଚଳ ବାୟୁ ପ୍ରଦୂଷଣ ରେ ସମ୍ମୁଖୀନ ହେଉଛି l ଏମାନଙ୍କୁ ପ୍ରଦୂଷଣ ପ୍ରମାଣ ପତ୍ର କିଏ ଦେଲା ପ୍ରଶ୍ନବାଚୀ ସୃଷ୍ଟି କରିଛି l ଏହାର ଲାଇସେନ୍ସ ରଦ୍ଦ କରିବାକୁ ଜନ ସାଧାରଣରେ ଦାବୀ ହେଉଛି l ଏହାକୁ ତୁରନ୍ତ ବନ୍ଦ କରାଯାଉ ଓ ଏହାର ଲାଇସେନ୍ସ ରଦ୍ କରିବାକୁ ଜିଲ୍ଲାପାଳ ନବରଙ୍ଗପୁର ଓ ଖଣି ବିଭାଗ ଅଧିକାରୀ କୋରାପୁଟ ଓ ଖଣିମନ୍ତ୍ରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କୁ ଅଞ୍ଚଳବାସୀ ଦାବୀ କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like