-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଅତାବିରା ରେ ବ୍ଲକ୍ ସ୍ତରୀୟ ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଗୁରୁ ଦିବସରେ ସ୍ଵର୍ଣ୍ଣ ଜୟନ୍ତୀ

07-Sep-2025



 ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ସ୍ଥିତ ସରସ୍ଵତୀ କଲ୍ୟାଣ ମଣ୍ଡପ ଠାରେ ମହା ସମାରୋହ ରେ ବ୍ଲକ୍ ସ୍ତରୀୟ ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ସରୋଜ କୁମାର ଭୂଏ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଭୁବନେଶ୍ୱର ଟାଇମ୍ସ ଅଫ୍ ଇଣ୍ଡିଆ ର ମୁଖ୍ୟ ସମ୍ବାଦ ଦାତା ମୁଖ୍ୟ ବକ୍ତା,ଭେଡେନ ବ୍ଲକ୍ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ, ମିଶ୍ରାଣୀ କୁମ୍ଭାର,କାର୍ତ୍ତିକ ବାଗ ସମ୍ମାନିତ ଅତିଥି ଭାବେ ମଞ୍ଚା ସିନ ରହିଥିଲେ।ଶିକ୍ଷୟିତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ସଂଘ ର ସଭାପତି ରଶ୍ମି ରଞ୍ଜନ ସାହୁ ଙ୍କ ଦ୍ଵାରା ସଭାପତିତ୍ବ କରିଥିବାବେଳେ ମନୋରଞ୍ଜନ ମିଶ୍ର ମଞ୍ଚ ପରିଚାଳନା କରିଥିଲେ।ଉପସଭାନେତ୍ରୀ ସୁଜାତା ପ୍ରଧାନ ବିବରଣୀ ପଠନ କରିଥିବା ବେଳେ ଲୋକନାଥ ମହାନନ୍ଦ ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ।କାର୍ଯ୍ୟକ୍ରମରେ ଚଳିତ ବର୍ଷ ବିଦାୟ ନେଇଥିବା ୨୩ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଉତ୍ତରୀୟ ମାନପତ୍ର ପ୍ରଦାନ କରାଯାଇ ଥିଲା।ଏହି ଅବସରରେ ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟ ରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଶିବିର କୁ ଏଡିଇଓ ସରୋଜ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଆନୁଷ୍ଠାନିକ ଭାବରେ ଶିବିର ର ଶୁଭାରମ୍ଭ କରିଥିଲେ।ଏହି ଶିବିର ରେ ସର୍ବମୋଟ ୩୩ୟୁନିଟ ରକ୍ତ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା।ପ୍ରାଥମିକ ଶିକ୍ଷା ସାଂସ୍କୃତିକ ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କୁ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ନିଷ୍ଠା ପରିବାର ର ସଦସ୍ୟ ସଦସ୍ୟା ମାନେ ଯୋଗ ଦେଇ ସୁପରିଚାଳନା କରିଥିଲେ।ସମସ୍ତ ରକ୍ତ ଦାତା ସହଯୋଗୀ ଶୁଭେଛୁ ଓ ଆୟୋଜକ ବନ୍ଧୁ ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ଧନ୍ୟବାଦ ଅର୍ପଣ କରାଯାଇ ଥିଲା।ଦ୍ଵିତୀୟ ଅଧିବେଶନ ରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବରଗଡ଼ ବିଧାୟକ ଅଶ୍ଵିନୀ ଷଡଙ୍ଗୀ,ବିଜେପୁର ବିଧାୟକ ସନତ ଗଡତିଆ ଓ ବିଧାୟକ ନିହାର ମହାନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ।ଏହି ଅବସରରେ ୩ଶହ ରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ପରି ଶେଷରେ ରଶ୍ମି ରାଣୀ ନନ୍ଦ ଓ ସିବୁ ମେହେର ଙ୍କ ଦଳ ଙ୍କ ଦ୍ଵାରା ସାଂସ୍କୃତିକ ପରିବେଷଣ ଅନୁଷ୍ଠିତ ହୋଇଥିବା ବେଳେ ସୁଧାଂଶୁ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like