-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କଲେ ସାଂସଦ ନିରଞ୍ଜନ ବିଶି

07-Sep-2025



 ଟିଟିଲାଗଡ଼(ପ୍ରେରଣା ଖବର): ଟିଟିଲାଗଡ଼ ସହରରେ ଅନେକ ପ୍ରତିଷ୍ଠିତ ଘରୋଇ ବିଦ୍ୟାଳୟ ରହିଥିବା ବେଳେ ବର୍ତ୍ତମାନ ଚର୍ଚ୍ଚାର ପରିଧିକୁ ଆସିଛି ଗ୍ରାମାଞ୍ଚଳରେ ଥିବା ସିଦ୍ଧିବିନାୟକ ମନ୍ଦିର l ବିଦ୍ୟାଳୟରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରୁଥିବା ମୁରିବାହାଲ ବ୍ଲକର ଚଲକି ଗ୍ରାମର ଅଭିମନ୍ୟୁ ମାଝୀଙ୍କ ପୁଅ ବିଷ୍ଣୁ ନିଟ ପରୀକ୍ଷାରେ କୃତକାର୍ଯ୍ୟ ହେବା ସହ ବୁର୍ଲା ଭିଏସଏସ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି l ବିଷ୍ଣୁ ଦଶମ ଶ୍ରେଣୀରେ ଟପ୍ପର ହୋଇ ମୁଖ୍ୟମନ୍ତ୍ରୀଙ୍କ ଠାରୁ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ l ବିଷ୍ଣୁଙ୍କ ନିଟ ସଫଳତା ନେଇ  ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏକ ଭବ୍ୟ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ତଥା ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ ସଭାପତି ନିରଞ୍ଜନ ବିଶି ମୁଖ୍ୟଅତିଥି ଭାବରେ ଯୋଗଦେଇ ଗ୍ରାମାଞ୍ଚଳର ଏକ ଅନାମଧ୍ୟେୟ ବିଦ୍ୟାଳୟରେ ସଂସ୍କାରିତ ତଥା ଗୁଣବତ୍ତା ଯୁକ୍ତ ଶିକ୍ଷା ନେଇ ଜଣେ ଗ୍ରାମାଞ୍ଚଳର ଯୁବକ କୀର୍ତ୍ତି ସ୍ଥାପନ କରିଥିବା ଅବର୍ଣ୍ଣନୀୟ ବୋଲି କହିଥିଲେ l ବିଦ୍ୟାଳୟ ପ୍ରତିଷ୍ଠା କରିଥିବା ଦେଶିଲ ଗ୍ରାମର ଜଣେ ସାଧାରଣ ପରିବାରର ଶିକ୍ଷିତ ଉଦଯୋଗୀ ଯୁବକ ସୁଧୀର ସାହୁଙ୍କୁ ଏନେଇ ଉଚ୍ଚ ପ୍ରଶଂସା କରିଥିଲେ ସାଂସଦ ଶ୍ରୀ ବିଶି l ସଭାରେ ଟିଟିଲାଗଡ଼ ସହାୟକ ଜିଲାପାଳ ମଙ୍ଗଲ ସିଂଭୋଇ, ବରିଷ୍ଠ ସାମ୍ବାଦିକ ମାନସ ମହାନ୍ତି, ବିଶିଷ୍ଟ ସମାଜସେବୀ ସଞ୍ଜୀବ ପଟ୍ଟନାୟକ, ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ଟିଟିଲାଗଡ଼ ବ୍ଲକ ଶାଖା ସଭାପତି ପଦ୍ମନ ପ୍ରଧାନୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଶିକ୍ଷା ହିଁ ବିକାଶର ମୁଖ୍ୟ ମାର୍ଗ ବୋଲି ମତବ୍ୟକ୍ତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସାଂସଦଙ୍କ ସ୍ଥାନୀୟ ପ୍ରତିନିଧି ରମେଶ ଅଗ୍ରୱାଲ, ଆଦିବାସୀ ସଂଘ ଟିଟିଲାଗଡ଼ ନଗର ସଭାପତି ନିତ୍ୟାନନ୍ଦ ମାଝୀ, ଘାସିରାମ ମାଝୀ, ଇନ୍ଦ୍ରମଣି ମାଝୀ, ସୁଶିଲ ଭୋଇ, ଶୁକଦେବ ପ୍ରଧାନୀ, ତପନ ପ୍ରଧାନୀ ପ୍ରମୁଖ ଉପସ୍ଥିତ ଥିଲେ l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାଗିରଥି ବିଶି ସଭା ପରିଚାଳନା କରିଥିବା ବେଳେ ପରିଚାଳନା କମିଟି ସଦସ୍ୟ ଲଲିତ ମୋହନ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ l କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମ୍ପାଦକ ଦୀପାଞ୍ଜଳି ସାହୁ, ଉପ ପ୍ରଧାନଶିକ୍ଷକ ବିଶ୍ଵପତି ବିଶି, ଅଙ୍କିତା ଶର୍ମା, ଚାନ୍ଦନୀ ଶର୍ମା, ରେଭେନ୍ୟୁ ବାଗ, ଦେବେନ୍ଦ୍ର ବନଛୋର, ଭୂପେନ୍ଦ୍ର ଗଡ଼ତିଆ, ଏମ. ବିଷୋୟୀ, ଶୁଚିସ୍ମିତା ପ୍ରଧାନ, ପ୍ରେମିକା ମାଝୀ, ସୀତା ପ୍ରଧାନୀ, ସ୍ୱାଭିମାନ ସାହୁ, ସୁନିଲ ତାଣ୍ଡି, ବୈଜୟନ୍ତୀ ମହାନନ୍ଦ ପ୍ରମୁଖ ସହାୟତା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like