-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ନୂଆଖାଇ ଭେଟଘାଟ

07-Sep-2025



ଡୁଙ୍ଗୁରିପାଲି, ତା ୦୬/୯:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ପଶ୍ଚିମ ଓଡ଼ିଶା ର ପ୍ରମୁଖ ପର୍ବ ନୂଆଁଖାଇ ଅବସରରେ ନୂଆଁଖାଇ ଭେଟଘାଟ  ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସରେ ସଭାପତିତ୍ବ କରିବା ସହ  ଆମ ସଂସ୍କୃତିରେ ଦେବଦେବୀ ପୂଜନ ସହ ସେମାନଙ୍କୁ ପ୍ରଥମ ଅର୍ଣ୍ଣ ସମର୍ପଣର ବିଧି, ପ୍ରଥା, ଲୋକକଳା ଉପରେ ଆଲୋଚନା କରିଥିଲେ। ସଭାରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସ୍ବାଗତ ଭାଷଣ ପ୍ରଦାନ କରିବା ସହ ସଂଯୋଜନା କରିଥିଲେ। କନ୍ଦା ଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ସମ୍ପଦ ଖମାରୀ ମୁଖ୍ୟ ଆତିଥି ଭାବରେ ଯୋଗଦାନ କରି ନୂଆଁଖାଇ ଏକ ଉତ୍ସବ ନୁହେଁ ବରଂ ଏହା କୃଷି ଓ କୃଷକର ମିଳନ ଓ ସଂହତିର ପର୍ବ ବୋଲି ମତ ବ୍ୟକ୍ତ କରିଥିଲେ।  ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ପୂଜାରାଣୀ ଦୀପ, ଆଭା ସାହୁ, ପ୍ରୀତି ପ୍ରଧାନ, ଜାଗୃତି ଶେଠ୍, ଆୟୁଷ ସାହୁ, ଆୟୁଶି ନାୟକ,ଶ୍ରୀତମ ବାଘ୍ ଓ ଶିକ୍ଷକଙ୍କ ମଧ୍ୟରୁ କିରଣ କୁମାର ପଟେଲ ଆଲୋଚନା ଚକ୍ରରେ ଭାଗନେଇ ସ୍ଵ ପ୍ରସ୍ତୁତ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ।

ଶେଷରେ ଛାତ୍ରଛାତ୍ରୀ ମାନେ ଦଳଗତ ନୃତ୍ୟ ପରିବେଷଣ କରି କାର୍ଯ୍ୟକ୍ରମ କୁ ମନମୁଗ୍ଧକର କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତି କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026

You Might Also Like