-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଖେଳ

ଟେଷ୍ଟ ସିରିଜ୍ ପାଇଁ ଚେନ୍ନାଇ ପହଞ୍ଚିଲା ଇଂଲଣ୍ଡ ଦଳ, ମୁକାବିଲା ପୂର୍ବରୁ ଫେବୃଆରୀ ୨ରୁ ଅଭ୍ୟାସ୍ ସେସନ

27-Jan-2021



ଚେନ୍ନାଇ (ପ୍ରେରଣା ଖବର ବ୍ୟୁରୋ) : ଜୋ ରୁଟ୍‌ଙ୍କ ନେତୃତ୍ଵାଧୀନ ଇଂଲଣ୍ଡ ଦଳ ଭାରତ ବିପକ୍ଷ ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ବୁଧବାର ଭାରତ ପହଞ୍ଚିଛନ୍ତି। ଇଂଲଣ୍ଡର ସମସ୍ତ ଖେଳାଳି ଚେନ୍ନାଇରେ ଜୈବ ନିରାପତ୍ତା ବଳୟ ମଧ୍ୟରେ ରହିବେ ଏବଂ କଡା ପ୍ରଟୋକଲ ଅନୁସରଣ କରିବେ। ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍ ପାଇଁ ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ପୂର୍ବରୁ ଚେନ୍ନାଇ ପହଞ୍ଚି ସାରିଥିଲେ। ଫେବୃଆରୀ ୫ରୁ ଆରମ୍ଭ  ହେବାକୁ ଥିବା ସିରିଜ୍ ପାଇଁ ଦଳର ଅଭ୍ୟାସ୍ ସେସନ ଫେବୃଆରୀ ୨ରୁ ଆରମ୍ଭ ହେବ।

ଇଂଲଣ୍ଡକୁ ୨୦୧୯ ବିଶ୍ଵକପ୍‌ ଜିତାଇଥିବା ଷ୍ଟୋକ୍ସ ସେହି ଖେଳାଳିଙ୍କ ସହିତ ଇଂଲଣ୍ଡ ପହଞ୍ଚିଥିଲେ, ଯିଏ ଶ୍ରୀଲଙ୍କା ସିରିଜ୍‌ ପାଇଁ ଦଳରେ ସାମିଲ ନଥିଲେ। ଇଂଲଣ୍ଡ ଶ୍ରୀଲଙ୍କାକୁ ଦ୍ଵିତୀୟ ଟେଷ୍ଟରେ ୬ ଓ୍ଵିକେଟ୍‌ରେ ହରାଇ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ୨-୦ରେ ଜିତି ନେଇଛି। ଦଳର ମନୋବଳ ଉଚ୍ଚ ରହିଛି।

ଇଂଲଣ୍ଡ ୧୦୭ ବର୍ଷ ପରେ ପ୍ରଥମ ଥର ବିଦେଶୀ ମାଟିରେ କ୍ରମାଗତ ପାଞ୍ଚ ଟେଷ୍ଟ ମ୍ୟାଚ୍‌ ଜିତିଛି। ଇଂଲଣ୍ଡ ଗାଲେରେ ଖେଳା ଯାଇଥିବା ଦ୍ଵିତୀୟ ଟେଷ୍ଟରେ ଶ୍ରୀଲଙ୍କାକୁ ୬ ଓ୍ଵିକେଟ୍‌ରେ ହରାଇଥିଲା। ଇଂଲଣ୍ଡ ଗତ ଥର ଲଗାତାର ପାଞ୍ଚ କିମ୍ବା ସେଥିରୁ ଅଧିକ ଟେଷ୍ଟ ମ୍ୟାଚ୍‌ ୧୯୧୧ ରୁ ୧୯୧୪ ମଧ୍ୟରେ ଜିତିଥିଲା। ଇଂଲଣ୍ଡ ଆୟୋଜକ ଶ୍ରୀଲଙ୍କାକୁ ୨-୦ରେ ହରାଇବା ପୂର୍ବରୁ ୨୦୨୦ ଆରମ୍ଭରେ ଦକ୍ଷିଣ ଆଫ୍ରିକାକୁ ତାରି ମାଟିରେ କ୍ରମାଗତ ୩ଟି ଟେଷ୍ଟରେ ପରାଜିତ କରିଥିଲା।

ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଇଂଲଣ୍ଡ ଦଳ
ଜୋ ରୁଟ୍(ଅଧିନାୟକ), ଜୋଫ୍ରା ଆର୍ଚର, ମୋଇନ ଅଲ୍ଲୀ, ଜେମ୍ସ ଆଣ୍ଡରସନ, ଡମ ବେସ୍, ଷ୍ଟୁଆର୍ଟ ବ୍ରଡ୍, ରୋରି ବର୍ଣ୍ଣ୍ସ, ଜୋସ ବଟଲର, ଜ୍ୟାକ କ୍ରାଉଲି, ବେନ ଷ୍ଟୋକ୍ସ, ଡେନ ଲରେନ୍ସ, ଜ୍ୟାକ ଲିଚ୍, ଡମ ସିବଲି, ବେନ ଷ୍ଟୋକ୍ସ, ଓଲି ଷ୍ଟୋନ୍ ଓ କ୍ରିସ୍ ଓ୍ଵକ୍ସ।

ଭାରତୀୟ ଦଳ
ରୋହିତ ଶର୍ମା, ଶୁବମାନ ଗିଲ୍, ମୟଙ୍କ ଅଗ୍ରଓ୍ଵାଲ, ଚେତେଶ୍ଵର ପୂଜାରା, ବିରାଟ କୋହଲି(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଋଷଭ ପନ୍ତ, ଋଦ୍ଧିମାନ ଶାହା, ହାର୍ଦ୍ଦିକ ପାଣ୍ଡ୍ୟା, କେଏଲ ରାହୁଲ, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର, ଆର ଅଶ୍ଵିନ, କୁଲଦୀପ ଯାଦବ, ଓ୍ଵାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like