-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଅପରାଧ

ହଷ୍ଟେଲ ଭିତରେ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ଝୁଲନ୍ତା ମୃତ ଦେହ ଉଦ୍ଧାର: କଣ୍ଟାବାଞ୍ଜି ପୁଲିସ ଫୋରେନସିକ ଟିମ ସହ ତଦନ୍ତ ଆରମ୍ଭ କରିଛି

07-Sep-2025



କଣ୍ଟାବାଞ୍ଜି(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଁଳ ଗାଁ'ରେ ଥିବା ହରିଜନ ଆଦିବାସୀ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଭିତରେ ଜଣେ ନବମ ଶ୍ରେଣୀର ଛାତ୍ରଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ ଦେହ ଉଦ୍ଧାର କରାଯାଇଛି  ।  ପ୍ରାପ୍ତ ସୂଚନା ଅନୁଯାୟୀ ଆଜି କିଛି ଜଣ ଛାତ୍ରଙ୍କ ସ୍ଵାସ୍ଥ୍ୟବସ୍ଥା ଠିକ ନଥିବାରୁ ସ୍କୁଲ ଯାଇ ନଥିଲେ, ସେହି ଛାତ୍ର ମାନଙ୍କ ମଧ୍ୟରୁ ଜଣେ ଛାତ୍ର ପଙ୍ଖାରେ ଫାଶି ଲଗାଇ ଆତ୍ମହତ୍ଯା କରିଥିବା ସୂଚନା ଦେଇଥିଲେ ହଷ୍ଟେଲ ଦାୟିତ୍ଵରେ ଥିବା ସୁରେଶ ବେହେରା।  କିନ୍ତୁ କେଉଁ କାରଣରୁ ଆତ୍ମହତ୍ୟା କଲେ ଛାତ୍ର ଜଣକ ତାହା ସ୍ପଷ୍ଟ ରୂପେ ଜଣା ପଡ଼ି ନାହିଁ ।  ସେପଟେ ଛାତ୍ରଙ୍କ ଆତ୍ମହତ୍ୟା ଘଟଣାର ଖବର ପାଇ କଣ୍ଟାବାଞ୍ଜି ପୁଲିସ ଘଟଣା ସ୍ଥଳରେ ପହଞ୍ଚି, ବଲାଙ୍ଗିର ଫୋରେନସିକ ଦଳକୁ ଡ଼ାକି ତଦନ୍ତ ଆରମ୍ଭ କରିଛି, ହଷ୍ଟେଲରେ ଛାତ୍ରଛାତ୍ରୀ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି କର୍ମଚାରୀ ମାନଙ୍କୁ ନିଯୁକ୍ତ କରାଯାଇଛି, ତାହାରି ଭିତରେ ମଧ୍ଯ ଛାତ୍ରଛାତ୍ରୀ ସୁରକ୍ଷିତ ନଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖା ଦେଇଛି  ।  ଓ ନିଜ ନିଜର ପିଲା ମାନଙ୍କୁ ନେଇଯିବା ପାଇଁ ହଷ୍ଟେଲକୁ ପହଞ୍ଚି ଯାଇଛନ୍ତି, ଏତେ କର୍ମଚାରୀଙ୍କ ଉପସ୍ଥିତିରେ ଯଦି ଜଣେ ଛାତ୍ର ଆତ୍ମହତ୍ୟା କରିପାରୁଛନ୍ତି ତେବେ ଏହି କର୍ମଚାରୀଙ୍କ ଆବଶ୍ଯକତା କଣ ପାଇଁ ରହିଛି।  
 ହଷ୍ଟେଲ ଭିତରେ ନବମ ଶ୍ରେଣୀର ଜଣେ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ଝୁଲନ୍ତା ମୃତ ଦେହ ମିଲୁଛି, ତେବେ କାଲିକି ଅନ୍ୟ କେହି ଛାତ୍ରଙ୍କ ମୃତ୍ୟୁ ନଘଟିବ ବୋଲି କିଛି ସନ୍ଦେହ ନାହିଁ  । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ହିଆଁଲ ଗାଁ'ରେ ଥିବା ୩୦୦ ଶଯ୍ୟା ବିଶିଷ୍ଟ ଅନ୍ଵେଷା ଛାତ୍ର ନିବାସରେ ଜଣେ ନବମ ଶ୍ରେଣୀର ଛାତ୍ରଙ୍କ ଝୁଲନ୍ତା ମୃତ ଦେହ ମିଳିଥିବା ବେଳେ, ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି  । ପ୍ରାପ୍ତ ସୂଚନା ଅନୁଯାୟୀ ନବନ ଶ୍ରେଣୀର ଛାତ୍ର ଜଣକ ହେଉଛନ୍ତି ଆଦର୍ଶ ସେଠ, ରାଜ୍ୟ ସରକାରଙ୍କ ଅନ୍ଵେଷା ହଷ୍ଟେଲରେ ରହି କଣ୍ଟାବାଞ୍ଜିର ଏକ ଘରୋଇ ସ୍କୁଲରେ ପାଠ ପଢୁଥିଲେ ଛାତ୍ର ଜଣକ  । ଛାତ୍ରଙ୍କ ଗାଁ ହେଉଛି ବେଲପଡ଼ା ସଦର ବ୍ଳକ ତଳପଡ଼ାର ବିଧବା ମହିଳା ପାର୍ବତୀ ସେଠଙ୍କ ପୁଅ ଆଦର୍ଶ ସେଠ ବୋଲି ଯାହା ଜଣାପଡ଼ିଛି ।  ପରିବାର ଲୋକେ ପହଞ୍ଚିଥିବା ବେଳେ, ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିଲେ, ହଷ୍ଟେଲ ଭିତରକୁ ପରିବାର ଛଡ଼ା ଅନ୍ୟ କାହାରିକୁ ପ୍ରବେଶ କରାଇ ଦିଆଗଲା ନାହିଁ । ଯାହାକୁ ନେଇ ଗଣମାଧ୍ୟମ ପ୍ରତିନିଧି ଓ ପୁଲିସ ମାନଙ୍କ ମଧ୍ୟରେ ଯୁକ୍ତିତର୍କ ବଢ଼ିବା ଦେଖି ଉପଖଣ୍ଡ

ଆରକ୍ଷୀ ଅଧିକ୍ଷକ ଲକ୍ଷ୍ମୀ ନାରାୟଣ ମାରାଣ୍ଡି ପ୍ରତିକ୍ରିୟା ଦେବାକୁ ରାଜି ହୋଇଥିଲେ।  କଣ୍ଟାବାଞ୍ଜି ଏସଡ଼ିପିଓ ଶ୍ରୀ ମାରାଣ୍ଡି ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ଭାବେ ନ କହି କେବଳ ତଦନ୍ତ ଚାଲିଛି ବୋଲି ପ୍ରକାଶ କରିଥିଲେ, ଯାହା ହତ୍ୟା ବୋଲି ଚାପି ଦେବାକୁ ଚେଷ୍ଟା ଚଳାଇଛନ୍ତି ବୋଲି ପରିବାର ଲୋକେ ସନ୍ଦେହ କରି ଅଭିଯୋଗ କରିଛନ୍ତି  । 
  ଛାତ୍ର ଜଣକ ପୂର୍ବରୁ ପାଟଣାଗଡ଼ ଓମ ଏଣ୍ଟରନେସନାଲ ସ୍କୁଲରେ ପାଠ ପଢୁଥିଲେ, କିନ୍ତୁ କୌଣସି କାରଣରୁ ଗତ ୫ ମାସ ହେବ କଣ୍ଟାବାଞ୍ଜିର ଏହି ଛାତ୍ର ନିବାସରେ ରହି ଷେଣ୍ଢ ଜାଭିୟର୍ସ ସ୍କୁଲର ନବମ ଶ୍ରେଣୀର ଛାତ୍ର ଥିଲେ ।  ଗତ ଏକ ବର୍ଷ ହେଲା ଆଦର୍ଶଙ୍କ ବାପା ବିଘ୍ନରାଜ ସେଠ ମଧ୍ୟ ଘରେ ଆତ୍ମହତ୍ୟା କରିଥିଲେ ବୋଲି ଯାହା ଜଣାପଡ଼ିଛି। ସେପଟେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ, ଯଦି ପୁଲିସ ଚାହିଁବ ତେବେ ମୃତ୍ୟୁର କାରଣ ଖୋଜି ବାହାର କରି ପାରିବ।  ସେପଟେ ଯଦି ଛାତ୍ର ଜଣକ ଆତ୍ମହତ୍ୟା କରିଛନ୍ତି ତେବେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଦାୟିତ୍ବ ହୀନତା ଯୋଗୁଁ ଏଭଳି ଘଟଣା ଘଟିଛି ଏମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପରିବାର ଲୋକେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like