-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପିପୁଲ୍ସ ହୋପ ଫାଉଣ୍ଡେସନ କୁ ପାଞ୍ଚ ହଜାର ଟଙ୍କା ପ୍ରଦାନ କଲେ ରୁକଚନ୍

07-Sep-2025



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲା ରେ ଥିବା  ଅଗ୍ରଣୀ ସ୍ବେଛାସେବୀ ପିପୁଲ୍ସ ହୋପ ଫାଉଣ୍ଡେସନ କୁ ସମାଜସେବୀ ରୁକଚନ୍ ମାଝୀ ପାଞ୍ଚ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ ରୁକଚନ୍ ମାଝୀ ଙ୍କ ଘର କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ଟିପିଗୁଡ଼ା ପଂଚାୟତ ବୋକ୍ରାସିଲ୍ ଗ୍ରାମରେ । ରୁକଚନ୍ ଜଣେ ଜଣାଶୁଣା ଯୁବ କବି ଏବଂ ସାମାଜିକ କର୍ମୀ ଭାବେ ବେଶ ପରିଚିତ। ସେ ମଧ୍ଯ ଜଣେ ନିର୍ଭୀକ ସାମ୍ୱାଦିକ ଭାବେ କଳାହାଣ୍ଡି ଜିଲ୍ଲାରେ ପରିଚିତ। ସେ ତାଙ୍କ ଜୀବନରେ ନିଜ କଥା ଭୁଲି ସବୁ ବେଳେ ଅନ୍ୟର ଖୁସିରେ ଖୁସି ବୋଲି କହି ଆସୁଛନ୍ତି। ତାଙ୍କର ଏହି ନିଃସ୍ଵାର୍ଥପର ସମାଜସେବା ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ତେବେ ରୁକଚନ୍ ପିପୁଲ୍ସ ହୋପ କର୍ମକର୍ତା ଙ୍କ ଦ୍ଵାରା କିଛି ସାମାଜିକ ମାଙ୍ଗଳିକ କାର୍ଯ୍ୟ କରିବାକୁ ଲକ୍ଷ ରଖିଥିଲେ। ଶନିବାର ଦିନ ପିପୁଲ୍ସ ହୋପ ଫାଉଣ୍ଡେସନ କୁ ସେବା କାର୍ଯ୍ୟ ଜାରି ରଖିବା ପାଇଁ ସ୍ଵେଚ୍ଛାକୃତ ଭାବେ ୫୦୦୦(ପାଞ୍ଚ ହଜାର) ଟଙ୍କା ଅନଲାଇନ୍ ମାଧ୍ୟମରେ ସଂଗଠନର ପ୍ରତିଷ୍ଠାତା ଶୁଭମ ତାଣ୍ଡି ଙ୍କୁ ପ୍ରଦାନ କରିଛନ୍ତି। ତାଙ୍କର ଏହି ଚିନ୍ତାଧାରା ଏବଂ ସହାୟତା ପାଇଁ ସଙ୍ଗଠନ ପକ୍ଷରୁ ସାଧୁବାଦ୍ ଜଣାଇବା ସହ ତାଙ୍କ ଦୀର୍ଘାୟୁ କାମନା କରିଛନ୍ତି। ଏହି ଅର୍ଥରାଶି କୁ ଖୁବ୍ ଶୀଘ୍ର ମାଙ୍ଗଳିକ କାର୍ଯ୍ୟରେ ବିନିଯୋଗ କରାଯିବ ବୋଲି ସଂଗଠନ  ଶୁଭମ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like