-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସହଁରା (ଶବର) ସମାଜ ପକ୍ଷରୁ ନୂଆଁଖାଇ ଭେଟ ଘାଟ ଉତ୍ସଵ ପାଳିତ

07-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ସିତଳାଇ କଲ୍ୟାଣ ମଣ୍ଡପ ଠାରେ କର୍ମଚାରୀ ସହଁରା (ଶବର) ସମାଜ  ର ନୂଆଁଖାଇ ଭେଟ ଘାଟ କାର୍ଯ୍ଯ କ୍ରମ ମହା ସମାରୋହରେ ପାଳିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଡି ଏସ ପି ରାଜେଶ୍ୱରୀ ଭୋଇ, ସ୍ଵତନ୍ତ୍ର ଅତିଥି ଭାବରେ ଡି ଏସ ପି ଚନ୍ଦ୍ର ଶେଖର ଶବର ଓ ସମ୍ମାନିତ ଅତିଥି ଭାବରେ ବାସନ୍ତୀ ବୁଡେକ, ସୁକାନ୍ତି ଭୂଏ, ଓ ମୁଖ୍ୟ ବକ୍ତା ଭାବେ ଜମ୍ବୁ ବତି ଭୋଇ ଯୋଗ ଦେଇଥିଲେ l ଶବ୍ୟାରାଣୀ ଭୋଇ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମାଜ ରେ ଆମ ନାରୀ ବନ୍ଦନୀୟ ଅଟନ୍ତି ତେଣୁ ପ୍ରତ୍ୟେକ କ୍ଷେତ୍ର ରେ ନାରୀ ମାନେ ନେତୃତ୍ଵ ନେବେ ଓ ସମାଜ ର କୁସଂସ୍କାର କୁ ଦୂର କରି ତାଙ୍କ ସହ ହେଉଥିବା ନିର୍ଯାତନା ଅତ୍ୟାଚାର ବିରୁଦ୍ଧରେ ନିଜେ ଲଢେଇ କରି ପାରିବେ ,ସେ ଦିଗରେ ଆଜି ଭେଟ ଘାଟ ସମ୍ମିଳନୀ ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବୋଲି ଅତିଥି ଓ ବକ୍ତା ମାନେ ମତ ରଖି ଥିଲେ l ଆଜିର ଏଇ ସମ୍ମିଳନୀରେ ସଭା ମଞ୍ଚ ଠୁଁ ଆରମ୍ଭ କରି ସଭା ଗ୍ୟାଲେରୀ ରେ ମଧ୍ୟ ପୁରା ମହିଳା ଭର ପୁର ଉପସ୍ଥିତ ଥିଲେ lଆଜି ସମସ୍ତେ ପ୍ରଥମେ ଇଷ୍ଟଦେବ ନୀଳମାଧବ ଙ୍କ ଠାରେ ପୂଜାର୍ଚ୍ଚନା କରାଯାଇ ଅତିଥି ସ୍ୱାଗତ ଓ ସମ୍ବର୍ଦ୍ଧନା କରା ଯାଇଥିଲା l

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ  ସିଣ୍ଡଲ ଛାତ୍ରୀ ଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ପରିବେଷଣ କରଯାଇଥିଲା l ଅଜିତା ଶବର ସ୍ଵାଗତ ଭାଷଣ ଯଶୋବନ୍ତି ଭୁଏ ବୀବରଣୀ ପଠନ କରିଥିଲେ l ହରି ପ୍ରିୟା ଭୁଏ, ରିତା ବୁଡେକ୍ ସଭା ମଞ୍ଚ ପରିଚାଳନା କରି ଥିବା ବେଳେ ବିଭିନ୍ନ କ୍ଷେତ୍ରରେ ସଫଳ ପ୍ରତିଭା ଓ କର୍ମଚାରୀ ଙ୍କୁ ଶବର ସମ୍ମାନ ରେ ସମ୍ମାନିତ କରାଯାଇଥିଲା l ବିଭିନ୍ନ ଜିଲ୍ଲା ର ଶବର ସମାଜ ସଭାପତି ଙ୍କୁ ଓ ସୁବର୍ଣ୍ଣପୁର ର ୧୦ ଜଣ ଆଗ ଧାଡ଼ି ର ମିଡିଆ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l ଶବର ସମାଜ ର ବିଭିନ୍ନ ପ୍ରତିଭା ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିବା ବେଳେ ମମିତା ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like