-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ବ୍ଳକ ସ୍ତରୀୟ ନୁଆଁ ଖାଇ ଭେଟଘାଟ ପାଇଁ କୋକସରା ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

07-Sep-2025



କୋକସରା (ତ୍ରିନାଥ ବେଶ୍ରା )
କୃଷିଭିତ୍ତିକ ତଥା ଭାବ ବନ୍ଧନର ତିହାର ନୂଆଁ ଖାଇ ତିହାର,
 ମୈ।ଜ ମଜଲିସ ସହ ବେଶ୍ ଆନନ୍ଦ ଓ ଉଲ୍ଲାସର ସହକାରେ ଗାଁ ମାନଙ୍କରେ ଏହି ପର୍ବ କିଛି ଦିନ୍ ତଲେ ପାଳିତ ହୋଇ ଥିବା ବେଳେ  ଏବେ ଗାଁ ମାନଙ୍କରେ ଦେଖିବାକୁ ମିଳୁଛି ନୂଆଁ ଖାଇ ଜୁହାର ଭେଟଘାଟ କାର୍ଯ୍ୟକ୍ରମ ମାନ । ଠିକ୍ ସେହିଭଳି ଆସନ୍ତା ମଙ୍ଗଳ ବାର ଦିନ ବିଜେପି କାର୍ଯ୍ୟକର୍ତ୍ତା ଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା କୋକସରା ବ୍ଲକ ସ୍ତରୀୟ ନୂଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ରବିବାର କୋକସରା ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୋକସରା ମଣ୍ଡଳ ବିଜେପି ସଭାପତି ବସନ୍ତ ନାଗ, ମୋଟେର ମଣ୍ଡଳ ବିଜେପି ସଭାପତି ଧର୍ମ ବ୍ରତ ପଣ୍ଡା, ଆମପାଣି ମଣ୍ଡଳ ବିଜେପି ସାଧାରଣ ସମ୍ପାଦକ ତୁଲାରାମ ନାଏକ, ବିଧାୟକ ପ୍ରତିନିଧି ତ୍ରିନାଥ ଶବର, ଜିଲ୍ଲା ପ୍ରତିନିଧି ସଦସ୍ୟ ଅର୍ଜନ ଭାଟି,
ଦୁର୍ଗା ପ୍ରସାଦ ପ୍ରଧାନୀ, ବରିଷ୍ଠ କାର୍ଯ୍ୟ କର୍ତ୍ତା ନିଳକଣ୍ଠ ମାଝୀ,
ଚକ୍ରଧର ବେଶ୍ରା, ମହିଳା ନେତ୍ରୀ ଧରିତ୍ରୀ ବାଗ, ପୁର୍ବତନ ଆମପାଣି ମଣ୍ଡଳ ସାଧାରଣ ସମ୍ପାଦକ ସନ୍ତୋଷ ମାଝୀ , ସାରଲା ପ୍ରଧାନୀ, ଆମପଣି ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା,ମୋଟେର ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ଧୋବଲେଶ୍ଵର ଗୋପାଳ, ଉଦ୍ଧବ ଚଲାନ, ପ୍ରେମ ଲାଲ ସରାବୁ,
ଙ୍କ ସମେତ ଅନେକ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ ।ଏଥିରେ ବିଭିନ୍ନ କାର୍ଯ୍ୟ ତୁଲାଇବା ପାଇଁ ସମସ୍ତଙ୍କୁ ଅନେକ ଗୁଡିଏ  ଦାୟିତ୍ଵ ମାନ ପ୍ରଦାନ କରା ଯାଇଥିଲା। ଏବଂ ପ୍ରତିଟି ବୁଥ ରୁ କିଭଲି ଭାବରେ ବହୁ ସଂଖ୍ୟା ରେ ସମସ୍ତେ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ପାରିବେ ଏବଂ ଏଥିରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଲୋକନୃତ୍ୟ ବନାବାଡି,ଘୁମୁରା, ସଂକିର୍ତ୍ତ ଦଳ,ଓଡିଶି ନୃତ୍ୟ ପରିବେଷଣ ଭଲି ଅନେକ କାର୍ଯ୍ୟକ୍ରମ କରିବା ପାଇଁଁ ବୈଠକ ରେ ବିସ୍ତୃତ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏବଂ ଏଥିରେ ମାନ୍ୟବର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ମହୋଦୟ ଙ୍କ ସମେତ ଜିଲ୍ଲା ବିଜେପି ପଦାଧିକାରୀ  ଯୋଗ ଦେଉଥିବା ବେଲେ କୋକସରା, ଆମପାଣି, ଏବଂ ମୋଟେର ଆଦି ତିନିଗୋଟି ମଣ୍ଡଳରୁ ପ୍ରାୟ ପନ୍ଦର ଶହରୁ ଉର୍ଦ୍ଧ୍ବ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ହେବାନେଇଁ ଦଳ ପକ୍ଷରୁ ସୁଚନା ମିଳିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like