-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବିଏମ୍ ସି ପକ୍ଷରୁ ଟଙ୍କପାଣି ରାସ୍ତାରେ ହେଲା ଗଣ ସଫେଇ ଓ ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ

07-Sep-2025



ଭୁବନେଶ୍ୱର(ପ୍ରେରଣା ଖବର): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି) ପକ୍ଷରୁ ଜାରି ରହିଛି ଗଣ ସଫେଇ କାର୍ଯ୍ୟକ୍ରମ । ଭୁବନେଶ୍ୱରକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ ଜନ ସଚେତନତା ସହ ଗଣ ସଫେଇ କାର୍ଯ୍ୟକ୍ରମ କରାଯାଉଛି । ଏହି କ୍ରମରେ ଆଜି ୫୮ ଓ୍ୱାର୍ଡ ଅନ୍ତର୍ଗତ ଟଙ୍କପାଣି ରୋଡରେ ଗଣ ସଫେଇ ସହ ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ, କମିଶନର ଶ୍ରୀ ଚଞ୍ଚଳ ରାଣା, ଷ୍ଟାଣ୍ଡିଂକମିଟିର ଅଧ୍ୟକ୍ଷ  ବିରଞ୍ଚିନାରାୟଣ ମହାସୁପକାର, କର୍ପୋରେଟର ଶ୍ରୀମତୀ

ନମିତା ମହାପାତ୍ର, ଅତିରିକ୍ତ କମିଶନର  କୈଳାଶ ଚନ୍ଦ୍ର ଦାସ, ଡେପୁଟି କମିଶନର ଶ୍ରୀ ଏନ୍. ଗଣେଶ ବାବୁ ଏବଂ ଟିମ୍ ବି ଏମ୍ ସି ସହ ସ୍ଥାନୀୟ ଲୋକେ ଓ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଏହି କାର୍ୟ୍ୟକ୍ରମରେ ଯୋଗଦେଇଥିଲେ । ରାସ୍ତା କଡର ସଫେଇ ସାଙ୍ଗକୁ, ଲାଇଟ୍ ମରାମତି,  ଡାଳଉଞ୍ଛା, ନିର୍ମାଣ ଓ ଭଗ୍ନାବଶେଷ ବର୍ଜ୍ୟର ପରିଚାଳନା, ବୁଦା ସଫେଇ ଇତ୍ୟାଦି କାର୍ଯ୍ୟକ୍ରମ କରାଯାଥିଲା। ଏହା ସହିତ ଏହାସାଙ୍ଗକୁ,

ଚିଲି ପୋଖରୀ ବସ୍ତିର ନାଗରିକଙ୍କୁ ଭେଟି ପରିମଳ ଏବଂ ଆନୁସଙ୍ଗିକ ବିଷୟରେ ଆଲୋଚନାମାନ କରିଥିଲେ ମାନନୀୟା ମେୟର ଓ କମିଶନର । ଭୁବନେଶ୍ୱରକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର କରି ଗଢିତୋଳିବାକୁ ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି କହିଛନ୍ତି ମାନନୀୟା ମେୟର ଓ କମିଶନର । ଏଥିପାଇଁ ଜନ ସାଧାରଣଙ୍କ ସହଯୋଗ କାମନା କରିଛନ୍ତି । ଲୋକେ ସଚେତନ ହେବା ସହ ନିଜର ପରିବେଶକୁ ସ୍ୱଚ୍ଛ ରଖିବା ସହ ଅନ୍ୟମାନଙ୍କୁ ସଚେତନ କରାଇବା ପାଇଁ ଅନୁରୋଧ କରିଛନ୍ତି ମାନନୀୟା ମେୟର ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like