-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

୮୪ଘର ଅଘରିଆ ସମାଜ ବଲାଙ୍ଗିର ଜିଲ୍ଲା ଟ୍ରଷ୍ଟର ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତା ସମ୍ପନ୍ନ

08-Sep-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ୮୪ଘର ଅଘରିଆ ସମାଜ ଟ୍ରଷ୍ଟ ଦ୍ୱାରା ତୃତୀୟ ଶ୍ରେଣୀ ରୁ ଦଶମ ଶ୍ରେଣୀ ଯାଏ ଛାତ୍ର ଛାତ୍ରୀଙ୍କ ବକ୍ତୃତା, ରଚନା, ବୁଦ୍ଧିଜ୍ଞାନ ଓ ସଂଗୀତ ପ୍ରତିଯୋଗିତା କନ୍ଧପାଲି ସ୍ଥିତ ଅଘରିଆ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ୨୦୦ରୁ ଉର୍ଧ୍ଵ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। ଜିଲ୍ଲାର ବରିଷ୍ଠ ଶିକ୍ଷକ ବୃଷକେତୁ ସାହୁ, ନୀଳାଚଳ ଚିରଗୁନ, ଅଗ୍ନି କୁମାର ନାଏକ, ସୁନୀଲ କୁମାର ବେହେରା, ସୁନୀଲ କୁମାର ପାତ୍ର, ଅନିଲ କୁମାର ନନ୍ଦ, ଅଶ୍ୱିନୀ କୁମାର ଷଢଙ୍ଗୀ, ବିଶ୍ୱଜିତ ପଧାନ, ଆନନ୍ଦ କୁମାର ବଡ଼ପଣ୍ଡା, ନାରାୟଣ ମିଶ୍ର ବିଚାରକ ଭାବେ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶିକ୍ଷା କମିଟି, ପୁସ୍ତକ କମିଟି ଓ ଯୁବା ମଞ୍ଚର ମିଳିତ ଉଦ୍ୟମ କ୍ରମେ ସଭାପତି ଶୁଭ୍ରାଂଶୁ ଶେଖର ପଟେଲ ଅଧ୍ୟକ୍ଷତା କରି ଆଗାମୀ ପିଢ଼ିକୁ ମଜଭୁତ କରିବା ନେଇ ଉକ୍ତ କାର୍ଯ୍ୟକ୍ରମକୁ ତୃଣମୂଳରୁ ହାତକୁ ନିଆଯାଇଛି ବୋଲି ବକ୍ତବ୍ୟ ଦେଇଥିଲେ। ଏକ ସଭାର ଆୟୋଜନ କରି ଶିକ୍ଷା କମିଟି ସଭ୍ୟ ନୀଳମଣି ପଟେଲ ଅତିଥି ପରିଚୟ କରିଥିବା ବେଳେ ସାଧାରଣ ସମ୍ପାଦକ ଦିଗାମ୍ବର ନାଏକ ସଭା ପରିଚାଳନା କରିଥିଲେ। ଅନ୍ୟତମ ଅତିଥି ସଇଁତଳା ବି. ଇ. ଓ ଦିଲୀପ କୁମାର ଯୋଷୀ ସମାଜର ଉନ୍ନତିମୂଳକ ଶିକ୍ଷା କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଶଂସା କରିଥିଲେ।ଜିଲ୍ଲା ଯୁବାମଞ୍ଚ ସଭାପତି ପ୍ରମୋଦ କୁମାର ପଟେଲ କୃତୀ ପ୍ରତିଭାଙ୍କ ନାମ ଘୋଷଣା କରି ପରୀକ୍ଷା ପରିଚାଳନର ମୁଖ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ପରିଚାଳନା ଦାୟିତ୍ୱ ନିର୍ବାହରେ ସହଯୋଗ କରିଥିଲେ  ସନ୍ତୋଷ ରାଉତ,  ଭକ୍ତ ଚରଣ ନାଏକ,  ସୁରେନ୍ଦ୍ର ନାଏକ, ସୁରଥ ନାଏକ, ଗୋବିନ୍ଦ ଚନ୍ଦ୍ର ପଟେଲ, ଚୈତନ ପଟେଲ, ଦେବଦତ୍ତ ପଟେଲ, ଅମ୍ବୁଜ ପଟେଲ, ଦୁର୍ଗା ପଟେଲ, ଚିତ୍ତରଞ୍ଜନ ପଟେଲ, ଜିତେନ୍ଦ୍ରୀୟ ପଟେଲ, ସୁବାସ ପଟେଲ, ଜୟଚନ୍ଦ୍ର ପଟେଲ, ମୁକୁନ୍ଦ ପଟେଲ, ଆନନ୍ଦ କୁମାର ପଟେଲ, ଚିତ୍ତରଞ୍ଜନ ପଟେଲ, ଡମ୍ବରୁ ଧର ରାଉତ, ବ୍ରଜବାସୀ ସାଏ, କରୁଣାକର ପଟେଲ,  ପରୀକ୍ଷା ଦାୟିତ୍ୱରେ ସହଯୋଗ

କରିଥିଲେ। ଉପଦେଷ୍ଟା ମଣ୍ଡଳୀର ସଭ୍ୟ ଚିତ୍ତରଞ୍ଜନ ପଟେଲ, ଦ୍ୱାରିକା ନାଥ ପଟେଲ ଓ ମିତ୍ରଭାନୁ ରାଉତ, ରାଜ କୁମାର ପଟେଲ ଓ ଉପ ସଭାପତି ଲିଲି ପଟେଲ ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା କମିଟି ମୁଖ୍ୟ ରଶ୍ମି ରଞ୍ଜନ ସାଏ, ସଭ୍ୟ ସୁଶାନ୍ତ ନାଏକ ସମେତ ଅନେକ ଗୁଡ଼ି ସଭାପତି ଓ କାର୍ଯ୍ୟକର୍ତ୍ତା, ମଣ୍ଡଳ ସଭାପତି ଓ କାର୍ଯ୍ୟକର୍ତ୍ତା, ମହିଳା ମଞ୍ଚ, ଯୁବା ମଞ୍ଚ, କୃଷକ ମଞ୍ଚ, ନିର୍ମାଣ କମିଟି, କେନ୍ଦ୍ର କମିଟି  ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମରେ ଯେଉଁ ଛାତ୍ର ଛାତ୍ରୀ କୃତିତ୍ୱ ହାସଲ କଲେ ସେମାନେ ହେଲେ,ଜଳସା ନାଏକ, ସାଇ ଶ୍ରୀ ପ୍ରିୟଦର୍ଶିନୀ ପଟେଲ, ପ୍ରାଚୀ ପ୍ରସ୍ତୁଟିକା ନାଏକ, ରୀୟାଂଶି

ସାଏ ,ରୁଚିକା ସାଏ, ସମୀକ୍ଷା ପଟେଲ, ପ୍ରଭୁଦତ୍ତ ନାଏକ, ସ୍ଵାତୀ ନାଏକ,ଜିଜ୍ଞାସା ସାଏ,ନୀତେଶ କୁମାର ପଟେଲ, ପ୍ରିୟା ପଟେଲ, ସାଇଶ୍ରୀ ପ୍ରିୟଦର୍ଶିନୀ ପଟେଲ, ଅସ୍ଥାରାନି ପଟେଲ, ତୃପ୍ତିମୟୀ ରାଉତ, ସାଇ କ୍ରିଷ୍ଣା ପଟେଲ, ଆଦର୍ଶ କୁମାର ପଟେଲ, ଶ୍ରୀ ଓମ୍ ପଟେଲ, ଶଙ୍କର ରାଉତ, କୁନାଲ ରାଉତ, ପରିତୋଷ ପଟେଲ,ଅଂଶ୍ରୀତା ପଟେଲ, ଆଦିତ୍ୟ ନାରାୟଣ ପଟେଲ, ଶ୍ରୀୟଂଶୁ ପଟେଲ, ଅସ୍ମିତ ପଟେଲ, ଶିବାନନ୍ଦ ପଟେଲ । ଏହି କାର୍ଯ୍ୟକ୍ରମକୁ ଉପସଭାନେତ୍ରୀ ଲିଲି ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like