-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

 ପାଟଣା ହାଇକୋର୍ଟର ପ୍ରତିଷ୍ଠା ଦିବସ ପାଳିତ 

08-Sep-2025



ବଲାଙ୍ଗୀର- ବଲାଙ୍ଗୀର ଅଭିଭାବବକ ମଂଚ ତରଫରୁ ସ୍ଥାନୀୟଐତିହାସିକ ପୂର୍ଣ୍ଣଚନ୍ଦ୍ର ପାଠାଗାର ସମ୍ମିଳନୀ କକ୍ଷ ଠାରେ ପାଟଣା ହାଇକୋର୍ଟର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ମଂଚର ସଭାପତି ଧର୍ମବ୍ରତ ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଯୋଗ ଦେଇ ୧୯୪ଠମସିହାରେ ସ୍ଥାପିତ ହୋଇଥିବା ପାଟଣା ହାଇକୋର୍ଟ ଏବଂ ପରେ ପରେ ୧୯୪୨ରେ କମନ ହାଇକୋର୍ଟରେ ରୂାପାନ୍ତରଣ ହୋଇଥିବା ଓଡ଼ିଶା ଓ ଛତିଶଗଡ଼ର ୩ଠଟି ରାଜ୍ୟର ବିଭିନ୍ନ ମୁକଦ୍ଦମା ପରିଚାଳନା କରୁଥିବା ହାଇକୋର୍ଟର ପୁନଃସ୍ଥାପନ କରିବାର ଆବଶ୍ୟକତା ଉପରେ ଜୋର୍ ଦେଇଥିଲେ । 
ମୁଖ୍ୟବକ୍ତା ଭାବରେ ଆଇନଜୀବୀ ଭବାନୀଶଙ୍କର ଶତପଥୀ ଓ ସମ୍ମାନିତ ଅତିଥି ଭାବରେ ଆଇନଜୀବୀ ଜୟରାମ ମିଶ୍ର ଓ ଶୁଭ୍ରାଂଶୁ ଶେଖର ପଣ୍ଡା ମଂଚାସୀନ ରହି ନିଜର ବକ୍ତବ୍ୟ ରଖିଥିଲେ । ସଭା ପ୍ରାରମ୍ଭରେ ପ୍ରଶନ୍ନ କୁମାର ମିଶ୍ର ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଦିବାକର ହୋତା, ଚୁଡେନ୍ଦ୍ର ବେହେରା, ସୁନାଧର ବନଛୋର ମଂଚ ପରିଚାଳନା କରିଥିଲେ । ଆଲୋଚନାରେ ମନୋରଂଜନ ସାହୁ, ତରୁଣ କୁମାର ମିଶ୍ର, ବୀରେନ୍ଦ୍ର କୁମାର ଝାଙ୍କର, ରଘୁନନ୍ଦନ ସିଂହ, ଦତ୍ତାନନ୍ଦ ପଣ୍ଡା, ଗୋପାଳ ହୋତା, ଜୟକୃଷ୍ଣ ଆଚାର୍ଯ୍ୟ, ମଦନମୋହନ ରଥ, ମାଳତୀ ଉଦ୍‌ଗାତା, କୃଷ୍ଣଚନ୍ଦ୍ର ନାଥ, ପବିତ୍ର ଦାସ, ରାଧାକାନ୍ତ ସେଠ୍‌, ନବକିସୋର ବେହେରା, ଅଶୋକ ମେହେର, ବିମଳ ଚକ୍ରବର୍ତ୍ତୀ, ବନମାଳି ନନ୍ଦ, ଜୟଦେବ ବେହେରା, ସୁବ୍ରତ କୁମାର ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଅବସରପ୍ରାପ୍ତ ଶିକ୍ଷୟିତ୍ରୀ କସ୍ତୁରୀ ରଥ ସଭାକୁ ସଂଯୋଜନାରେ କରିଥିବା ବେଳେ ଗୋବିନ୍ଦ ମିଶ୍ର ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like