-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ବିଶେଷ

ଲାବଣ୍ୟବତୀ ଚାରିଟେବୁଲ୍ ଟ୍ରଷ୍ଟ ତରଫରୁ ଗୁରୁ ଗୌରବ ସମ୍ମାନ ପ୍ରଦାନ

08-Sep-2025



କଟକ: ସ୍ଥାନୀୟ ମୋହନ ମଣ୍ଡପଠାରେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ କ୍ରଷ୍ଟର କୋଷାଧ୍ୟକ୍ଷ ଶ୍ରୀମତୀ ପଙ୍କ ଜିନୀ ପରିବାଙ୍କ ଅଧ୍ଯକ୍ଷତ।ରେ ଉଦ୍ଘାଟବ ଭାବେ ସନ୍ୟାସୀନି ସୁଶ୍ରୀ ବି୍ଦ୍ୟୁତ୍ କୁମାରୀଲାଲା , ମୁଖ୍ୟଅତୀଥିଭାବେ ବିଶିଷ୍ଟ ଶିକ୍ଷାବିତ୍ ସମାଜସେବୀ ସାହିତ୍ୟ ସଂସ୍କାରକ ଶଶଧର ପଣ୍ଡା , ପ୍ରମୁଖ ଅତିଥି ରୂପେ ବରିଷ୍ଠ ଶୈଲ୍ୟ ଚିକିତ୍ସକ ଡାକ୍ତର ରମେଶ ଚନ୍ଦ୍ର ଦାସ ମୁଖ୍ୟ ବକ୍ତା ଭାବରେ ଡାକ୍ତର ଗୌରୀନାଥ ଘୋଷ, ସମ୍ମାନୀୟ ଅତିଥି ରୂପେ ଡାକ୍ତର ଅରୁଣା ଆଚାର୍ଯ୍ୟ, ସମ୍ମାନୀୟ ବକ୍ତା ଭାବେ ସ୍ତମ୍ଭକାର ମୀରା ବେଉରା, ସମ୍ମାନୀୟ ଅତିଥି ଭାବେ ସମାଜସେବୀ ଶିବେନ୍ଦ୍ର ହାତୀ ଯୋଗ ଦେଇ ଗୁରୁଶିଷ୍ୟ ସମ୍ପର୍କ ବିଷୟରେ ଏବଂ ଗୁରୁଦିବସର ତାପର୍ଯ୍ୟ ବିଷୟରେ

ଆଲୋକପାତ କରିଥିଲେ| ପ୍ରାରମ୍ଭରେ ଟ୍ରଷ୍ଟର ସଭାପତି ଆଡ୍ଭୋକେଟ୍ ଦେବେନ୍ଦ୍ର କୁମାର ପରିଡା , ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ

ଚିତରଞ୍ଜନ ପରିଡା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ ଏବଂ ଶେଷରେ ଟ୍ରଷ୍ଟର ସଭ୍ୟା ଶ୍ରୀମତୀ ସ୍ୱାଗତିକା ସେନାପତି ଧନ୍ୟବାଦ ଦେବା ସହ ମାନପତ୍ର ପାଠ କରିଥିଲେ| ଏଥିରେ ସର୍ବଶ୍ରୀ ଶୁଭସ୍ମିତା ଜେନା, ବିଷ୍ଣୁପ୍ରିୟା ସାହୁ ,ଅଙ୍କିତା ମହାରଣା, ସୁଚିସ୍ମିତା ପଣ୍ଡା, ରଶ୍ମିତାରଣା, କୁନିବେହେରା, ଦିପିକା ପାଲୋ, ଫତିମା ବେଗମ୍, ଇନ୍ଦୁମତୀ ସାହୁ, ସୁପ୍ରିତା ସାହୁ, ଦିପୁ ପ୍ରଧାନ, ବିଶ୍ୱଜିତ୍ ମହାପାତ୍ର, ସଚିନ୍ ସାହୁ ଆଦି ସହଯୋଗ କରିଥିଲେ|


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like