-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ପୁଣି ଧରା ପଡ଼ିଲା ଗଞ୍ଜେଇ ଗାଡ଼ି, ଜଣେ ଯୁବତୀ ସହ ୩ଅଟକ

08-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ପୁଣି ଏକ ନମ୍ବର ବିହୀନ ଗଞ୍ଜେଇ ଗାଡ଼ି ଧରା ପଡ଼ିଛି ।ଗାଡ଼ିରେ ଥିବା ଜଣେ ଯୁବତୀ ସହ ୩ଜଣଙ୍କୁ ପୋଲିସ ଗିରଫ କରି ଥାନାକୁ ଆଣି ଅଟକ ରଖିଛି । ଧରା ପଡ଼ିଥିବା ଗାଡିରୁ ୧୦୧କେଜି ଗଞ୍ଜେଇ ଜବତ କରାଯାଇଛି। ପ୍ରକାଶ ଥାଉ କି ଗତ ୬ତାରିଖ ସକାଳ ଭୋର ସମୟରେ ଏକ ନମ୍ବର ବିହୀନ ଆର୍ଟିକା କାରରେ ବିପୁଳ ପରିମାଣରେ ଗଞ୍ଜେଇ ଯାଉଥିଲା ହେଲେ ବିନିକା ସହର ନୁଆବଜାର ଠାରେ ଗାଡିର ଚକ ଫାଟି ଯାଇଥିଲା। ପୋଲିସ ଭୟରେ ଗାଡ଼ିର ଚାଲକ ପେଟ୍ରୋଲ ଝିଣ୍ଟି ଗାଡିରେ ନିଆଁ ଲଗାଇ ପଛରେ ଆସୁଥିବା ତାଙ୍କ ନିଜ ଏସକଟ ଗାଡ଼ିରେ ବସି ଫେରାର ମାରିଥିଲେ।ଏହି ଘଟଣା ଘଟିବାର ୩୬ଘଣ୍ଟା ନପୁରୁନୁ ଅର୍ଥାତ୍ ୭ତାରିଖ ସନ୍ଧ୍ୟା ସମୟରେ ପୁଣି ଏକ ନମ୍ବର ବିହୀନ ଗଞ୍ଜେଇ ଗାଡ଼ି ବିନିକା ସହର ମୁଖ୍ୟ ରାସ୍ତାର ବେଳପଡ଼ା ଠାରେ ଧରାପଡ଼ିଛି । ନମ୍ବର ବିହୀନ ଉକ୍ତ ଗାଡ଼ି ସୋନପୁର ପଟରୁ ବିନିକା ମୁଖ୍ୟ ରାସ୍ତାରେ ଦୃତ ଗତିରେ ଆସୁଥିବା ଓ ଏଥିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇବା ପରେ ଥାନା ସମ୍ଭୁଖ ରାସ୍ତାରେ ଅଟକାଇବାକୁ ଚେଷ୍ଟା କରିଥିଲା ହେଲେ ଗାଡିଟି ନ ଅଟକି ଆହୁରି ଦୃତ ଗତିରେ ଆଗକୁ ମାଡି ଚାଲିଲା। ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ଷ୍ଟାଫ ଫିଲ୍ଲିମ ଷ୍ଟାଇଲରେ ଗାଡିକୁ ପିଛା କରିଥିଲେ ଏବଂ ବିନିକା ସହର ବେଲପଡ଼ା ଛକ ଠାରେ ଗାଡିକୁ କାବୁ କରିଥିଲେ।ଗାଡ଼ିରେ ଥିବା ଜଣେ ଯୁବତୀ ସହ ୨ଜଣ ପୁରୁଷଙ୍କୁ(ଉତ୍ତର ପ୍ରଦେଶର ୨ଜଣ ଓ ଜଣେ ସମ୍ବଲପୁର ଜିଲ୍ଲା ଚିପିଲିମା)ଥାନାରେ ଅଟକ ରଖି ପୋଲିସ ପଚରା ଉଚୁରା ଜାରିରଖିଛି।ତେବେ ଗଞ୍ଜେଇ ଗାଡିର ଆଗେ ଆଗେ ଏସକଟ ଦେଇ ଯାଉଥିବା ବାଇକ(OD 15 AB 3875)ର ଚାଲକ ଫେରାର ହୋଇଯାଇଛି । ଘଟଣାସ୍ଥଳକୁ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ପହଞ୍ଚି ଯାଞ୍ଚ କରିଥିଲେ । ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବିନିକା ତହସିଲର ଅତିରିକ୍ତ ତହସିଲଦାର ଦୟାରାମ ମେହେରଙ୍କ ଉପସ୍ଥିତିରେ ଗାଡ଼ିରେ ଥିବା ଗଞ୍ଜେଇ କଡା ଯାଇଥିଲା ।  ପ୍ୟାକେଟ ଗଣତି ଓ ଓଜନ ପରେ ୧୦୧କେଜି ଗଞ୍ଜେଇ ଥିବା ଜଣାପଡିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like