-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶାର ପାରମ୍ପରିକ ମାହୋଲରେ ଓସାକା ହାଇଦ୍ରାବାଦ ନୁଆଁଖାଇ ଭେଟଘାଟ ଆୟୋଜିତ

08-Sep-2025



(ପ୍ରେରଣା ଖବର)
ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ ଓସାକା ତରଫରୁ ନୁଆଁଖାଇ ମୌଳିକ ପରମ୍ପରାକୁ ବଜାୟ ରଖି ଧୁମଧାମରେ ନୁଆଁଖାଇ ଭେଟଘାଟ  ସେପ୍ଟେମ୍ବର 7 ତାରିଖ ଦିନ ଆୟୋଜିତ ହୋଇଯାଇଛି। ବଂଜାରା ହିଲସ୍ ସ୍ଥିତ ଆଦିବାସୀ ଭବନ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶେଷ ଆକର୍ଷଣ ଥିଲା ହାଇଦ୍ରାବାଦ ଭଲି ମହାନଗରୀରେ ଛତର ଯାତ୍ରା ସହ ମହିଳା ମାନଙ୍କ ନେତୃତ୍ୱାଧୀନ ଇଷ୍ଟଦେବୀ ପୂଜା ପରେ ତଲେ ବସି ଏକାଠୀ ସମସ୍ତେ ନୁଆଁ ଚୁରା କୁଁଡା ପ୍ରସାଦ ସେବନ। ଏହି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ହଲଧର ନାଗ ଯୋଗଦେଇ ପଶ୍ଚିମ ଓଡିଶାର ସମୃଦ୍ଧ ଭାଷା ସାହିତ୍ୟ ଉପରେ ଆଲୋକପାତ କରିବା ସହ ସମ୍ବଲପୁରୀ କୋଶଲୀ ଭାଷାର ସରକାରୀ ମାନ୍ୟତା ପାଇଁ ସମସ୍ତଙ୍କୁ ଚେଷ୍ଟା କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅବସରରେ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡ: ମୁକେଶ ମହାଲିଙ୍ଗ ମଧ୍ୟ ନୁଆଁଖାଇ ବାର୍ତ୍ତା ପଠାଇଥିଲେ। ସେହିପରି ସମ୍ବଲପୁର ନାନ୍ଦେତ୍ ନାଗାବଲି ଟ୍ରେନ୍ ପ୍ରତ୍ୟେକ ଦିନ ଚଲାଚଲ ପାଇଁ ଓସାକାର ବହୁଦିନର ଦାବୀକୁ ମାନ୍ୟବର ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ପୁରଣ ପାଇଁ ଚେଷ୍ଟିତ ଥିବାରୁ ଓସାକା ପକ୍ଷରୁ ତାଙ୍କୁ ଧନ୍ଯବାଦ ଦିଆଯାଇଥିଲା। ସେ ମଧ୍ୟ ତାଙ୍କ ନୁଆଁଖାଇ ବାର୍ତ୍ତା ପଠାଇଥିଲେ। ଆୟକର ବିଭାଗର ଏଡିସନାଲ କମିଶନର ଆଶୁତୋଷ ପ୍ରଧାନ, ହୃଦରୋଗ ବିଶେଷଜ୍ଞ ଡ ଆନନ୍ଦ ଅଗ୍ରୱାଲ, ଡ : ଦୀପକ ସାହା ଙ୍କୁ ସମ୍ମାନିତ କରିବା ସହ ବହୁମୂଖୀ କଳା ପ୍ରତିଭା ଶାଶ୍ଵତ କୁମାର ତ୍ରିପାଠୀଙ୍କୁ "ତେଲେଙ୍ଗାନା କୋସଲ ଓସାକା କଳାକାର" ସମ୍ମାନ ପ୍ରଦାନ କରାଯାଇଥିଲା। ରୁମକୁଝୁମାନା ଗ୍ରୁପ୍ ର ସାଂସ୍କୃତିକ କାର୍ଯ୍ୟକ୍ରମ,ଯୁବ ଗାୟିକା ଇଶ୍ବରୀ ବେହେରା, ତପସ୍ୱିନୀ ଦାସ, ଗାୟକ ଶାନ୍ତନୁ ମୁନାଙ୍କର ଗୀତର ତାଳେ ତାଳେ ଦର୍ଶକ ଝୁମି ଉଠିଥିଲେ। ଉଦଘୋଷିକା ସସ୍ମିତା ପରମଗୁରୁଙ୍କର ମଞ୍ଚ ପରିଚାଳନା ବେଶ୍ ଆକର୍ଷଣୀୟ ଥିଲା। ଏହି କାର୍ଯ୍ୟକ୍ରମରେ ରଘୁ ରଣା ଓ ସାଥୀଙ୍କ ପଶ୍ଚିମ ଓଡିଶା ହାଟ ଏବଂ ମେହେର ବରପାଲିର ସମ୍ବଲପୁରୀ ବସ୍ତ୍ରାଳୟ ପ୍ରଦର୍ଶନୀ ଓ ବିକ୍ରି ଷ୍ଟଲ ଆକର୍ଷଣର ଅନ୍ୟ ଏକ କେନ୍ଦ୍ର ଥିଲା। ପଶ୍ଚିମ ଓଡିଶାର ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତି ପାଇଁ ସୁବର୍ଣ୍ଣପୁରରୁ ରାନ୍ଧୁଣିଆ ମଧ୍ୟ ଆସିଥିଲେ। ଯୁବ ଉଦ୍ୟୋଗପତି ମହେଶ ଅଗ୍ରୱାଲ, ଶିକ୍ଷାବିତ ଡ. ଶିବପ୍ରସାଦ ବେହେରା, କବି ଭିକାରି ଚରଣ ମିଶ୍ର ଉପସ୍ଥିତ ରହି ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ 'ଓସାକା' ର ସମସ୍ତ କାର୍ଯ୍ୟକର୍ତା ସହ କବି ଅର୍ଜୁନ କୁମାର ସାହୁ, ନିଗମ ନାଥ, ଅଲେଖ ଡାଂଗ୍ ସହଯୋଗ କରିଥିଲେ। ଶେଷରେ ଓସାକା ର ସଭାପତି ସୁନିଲ କୁମାର ଗଡତ୍ୟା ଏବଂ ସଂପାଦକ ସନ୍ଦୀପ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ସାତ ଶହ ପରିବାର କାର୍ଯ୍ୟକ୍ରମରେ ସାମିଲ ହୋଇଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ। ଆଗାମୀ ଦିନରେ ପଶ୍ଚିମ ଓଡିଶାର ଉନ୍ନତି ପାଇଁ 'ଓସାକା' ର ପ୍ରଚେଷ୍ଟା ରେ ସମସ୍ତଙ୍କୁ ସହଭାଗୀ ହେବା ପାଇଁ ନିବେଦନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like