-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସାରର ଅଭାବୀ ବିକ୍ରି ପାଇଁ ଚାଷୀ ଙ୍କ ୫୭ ନମ୍ବର ରାଜ ପଥ ଅବରୋଧ

08-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସାର ର ଅଭାବ ଯୋଗୁଁ ଆଜି ସୁବର୍ଣ୍ଣପୁର ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବାଗଦୁଲି ଛକରେ ସକାଳ ୯ ଟା ରୁ ୧୨  ଟା ଯାଏ ଚାଷୀ ରାସ୍ତାରୋକ କରିଥିଲେ l ଯାହା ଫଳରେ କି ଉଭୟ ପଟେ ଶହ ଶହ ଯାନ ବାହନ ଅଟକି ରହିଥିଲା l ସୁବର୍ଣ୍ଣପୁର ଜିଲ୍ଲାରେ ବର୍ତମାନ ସାର ଅଭାବୀ ସହ ସାରର କଳା ବଜାରୀ ଦେଖିବାକୁ ମିଳିଛି l ୟୁରିଆ ବସ୍ତା ପ୍ରତି ସାତ ଶହରୁ ଆଠ ଶହ ଟଙ୍କା ବିକ୍ରି ଚାଲିଛି। କିନ୍ତୁ ବାରମ୍ବାର ଅଭିଯୋଗ ପରେ ବି କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବାରୁ ଆଜି ବାଧ୍ୟ ହୋଇ ସୋନପୁର ବ୍ଲକର ହଜାର ଚାଷୀ ଏକ ହୋଇ ସୁବର୍ଣ୍ଣପୁର ବଲାଙ୍ଗିର ମୁଖ୍ୟ ରାସ୍ତାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ l ପ୍ରଶାସନ ଚାଷୀ ପାଖକୁ ଆସିବ ସ୍ପଟ୍ ସମାଧାନ କରିବ, ଆମେ ଯିବୁନି ବାର ବାର ନେହୁରା ହେବୁନି ଓ ବାଗଦୁଲି, ଖମ୍ବେଶ୍ୱରୀ ପାଲି ଅଞ୍ଚଳରେ ବର୍ତ୍ତମାନ ୨୫ ଶହ ବସ୍ତା ସାର ଦରକାର ଥିବା ବେଳେ ଜିଲ୍ଲାକୁ ଆସିଛି ମାତ୍ର ୧୮୦ ବସ୍ତା ବୋଲି ଚାଷୀ ନେତା ସ୍ୱର ଉତ୍ତୋଳନ କରିଥିଲେ l ଚାଷୀଙ୍କ ପ୍ରତି ପ୍ରଶାସନ ଉପହାସ କରୁଛି ବୋଲି କହିଥିଲେ l କିନ୍ତୁ ଜିଲ୍ଲା କୃଷି ଅଧିକାରୀ ରୁଦ୍ରଦେବ ରାଉତ ସୂଚନା ଦେଇଛନ୍ତି ଯେ ଦୁଇ ଦିନ ତଳେ ୭୦୦ ମେଟ୍ରିକ ଟନ ସାର ଆସିଥିବା ବେଳେ ଆଜି ପୁଣି ୭୦୦ ମେଟ୍ରିକ ଟନ ୟୁରିଆ ଆସି ପହଞ୍ଚିଛି l ପ୍ରଥମ ରୁ ୧୩ ହଜାର ମେଟ୍ରିକ୍ ଟନ୍ ୟୁରିଆ ସାର ଆସିଥିଲା l ଏକ ସପ୍ତାହ ମଧ୍ୟରେ ସାର ସମସ୍ୟା ର ସମାଧାନ ହୋଇଯିବ l ପରେ କୃଷି ଅଧିକାରୀ, ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳକୁ ପହଞ୍ଚି ଚାଷୀ ସଂଗଠନକୁ ସାର ଯୋଗାଇବାକୁ ପ୍ରତିଶୁତି ଦେବା ପରେ ରାସ୍ତାରୋକ ହଟିଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like