-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମେଗା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ପାଈଁ ମା ଘର ଠାରେ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

08-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସନ୍ଧ୍ୟାରେ ଚିତ୍ତ ଜ୍ଞାନୀ ଚେରି ଟେବୁଲ୍ ଟ୍ରଷ୍ଟ  ପଶ୍ଚିମ ଓଡ଼ିଶା ଶାଖା ଘୋଡ଼ା ଘାଟ ପଡ଼ା ସ୍ଥିତ "ମା ଘର"  ଠାରେ  ଆସନ୍ତା ୧୪ ତାରିଖ ରେ ମା ସୁରେଶ୍ଵରୀ ମନ୍ଦିର ରେ ହେବାକୁ ଥିବା ମାଗଣା ମେଗା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ପାଈଁ ଏକ ଚୁଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଚିତ୍ତ ଜ୍ଞାନୀ ଚେରି ଟେବୁଲ୍ ଟ୍ରଷ୍ଟ (ମା ଘର) ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସ୍ଵାସ୍ଥ୍ୟ ମେଳା ମା ସୁରେଶ୍ଵରୀ ଙ୍କ ପରମ ଭକ୍ତ ତଥା କଲିକତା ହାଇକୋର୍ଟର ପ୍ରାକ୍ତନ ବିଚାରପତି ଶ୍ରୀ ଚିତ୍ତ ରଞ୍ଜନ ଦାଶ ଙ୍କ ପରାମର୍ଶ କ୍ରମେ  ଆଜି କଟକ ଚିତ୍ତ ଜ୍ଞାନୀ ଚେରି ଟେବୁଲ୍ ଟ୍ରଷ୍ଟ ର ମ୍ୟାନେଜିଂ ଟ୍ରଷ୍ଟ  ତଥା ୟୁରୋ ଲୋଜିଷ୍ଟ ସ୍ପେସିଆଲିଷ୍ଟ ଡାକ୍ତର ଦୈତ୍ୟଶ୍ୱର୍ ହୋତା ଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଟିତ  ହୋଇଥିଲା l ଟ୍ରଷ୍ଟ ର  ସମ୍ପାଦକ ଏଡଭୋକେଟ ରାଜେଶ୍ୱର୍ ହୋତା ଙ୍କ ଉପସ୍ଥିତି ରେ ମା ସୁରେଶ୍ଵରୀ ଯଜ୍ଞ କମିଟି ର ବରିଷ୍ଠ ସଦସ୍ୟ ଶ୍ରୀବତ୍ସ ମଲ୍ଲିକ ,ବୈକୁଣ୍ଠ ଶତପଥି, ଆଡ ଭୋକେଟ ରବି ମହାପାତ୍ର, ସତେନ୍ଦ୍ର ପାଢ଼ୀ, ଅଟଳ ମହାପାତ୍ର, ପ୍ରଦୀପ ପୁରୋହିତ, ମା ଙ୍କ ଭକ୍ତ ସତ୍ୟ ନାରାୟଣ ତ୍ରୀପାଠୀ,  ଅଭ୍ୟାଗାତ ମହାପାତ୍ର, ସୈଳେନ୍ଦ୍ର ସାହୁ,  ପ୍ରକାଶ ସାହୁ,ଅନିରୁଦ୍ଧ ଦାଶ, ପ୍ରମୋଦ କୁମାର ସାହୁ, ମନୋରଂଜନ ତ୍ରୀପାଠୀ, ଲଡୁ କିଶୋର ମଲ୍ଲିକ, ପ୍ରଭାତ କିଶୋର ଦାନୀ , ମନୋଜ୍ ପଣ୍ଡା, ରବୀନ୍ଦ୍ର ଜେନା, ଇନ୍ଦୁମତି ପୁରୋହିତ ପ୍ରମୁଖ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ମା ଙ୍କ ଭକ୍ତ ଯୋଗ ଦେଇ ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ସଫଳ ପାଇଁ ବିଭିନ୍ନ ମତ ରଖି ଥିଲେ l ଜିଲ୍ଲା ରେ ଏହି ଟ୍ରଷ୍ଟ ପକ୍ଷରୁ ଏହା ୭ ନମ୍ବର ଶିବିର ଅନୁଷ୍ଠିତ ହେବାକୁ ଥିବା ବେଳେ ବିଶେଷ କରି  ସୁବର୍ଣ୍ଣପୁର ଜିଲ୍ଲା ର ପାଖ ଆଖ ଗ୍ରାମାଞ୍ଚଳ  ର ଲୋକ ଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟ ରେ ଏହା ଆୟୋଜନ ହେଉଥିବା କମିଟି ପକ୍ଷରୁ ସୁଚନା ମିଳିଛି l ଭେଷଜ, ଶିଶୁ ରୋଗ, ସ୍ତ୍ରୀ ଓ ପ୍ରସୂତି ରୋଗ୍, ଚକ୍ଷୁ ରୋଗ, ଦନ୍ତ ଚିକିତ୍ସା ବିଶେଷଜ୍ଞ ସମେତ ୧୫ ଗୋଟି ବିଭାଗ ର ଓଡ଼ିଶା ର ଲବ୍ଧ ପ୍ରତିଷ୍ଠ ବିଶେଷଜ୍ଞ ଡାକ୍ତର ଏଠାରେ ଯୋଗ ଦେବେ ବୋଲି  ପ୍ରକାଶ ପାଇଛି l ଏହାର ସଫଳତା ପାଇଁ ସହର ବାସୀ ଙ୍କ ସହଯୋଗ କାମନା କରିଛନ୍ତି ଚିତ୍ତ ଜ୍ଞାନୀ ଚେରି ଟେବୁଲ୍ ଟ୍ରଷ୍ଟ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like