-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ଭ୍ରମ୍ୟମାଣ ଚାରା ବିତରଣ ଯାନର ଶୁଭାରମ୍ଭ କଲେ ବ୍ଳକ ଅଧକ୍ଷା

08-Sep-2025



(ପ୍ରିୟଦର୍ଶିନୀ ପାତ୍ର)
ନଵରଙ୍ଗପୁର ଜିଲ୍ଲା ଡାବୁଗାଁ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟରେ "ମା ପାଇଁ ଗଛଟିଏ କାର୍ଯ୍ୟାଳୟରେ ଚାରା ବିତରଣ ଯାନ ର ଶୁଭାରମ୍ଭ କଲେ ଡାବୁଗାଁ ପଞ୍ଚାୟତ ସମିତି ଅଧ୍ଯକ୍ଷା ବୀଣା ମାଝୀ, ଡାବୁଗାଁ ଯୁବ ସରପଞ୍ଚ ବିନୋଦ ସଉରା ଏବଂ ଅଧିକାରୀ ବୃନ୍ଦ l ଏହି ଅବସରରେ ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମ ଚନ୍ଦ୍ର ଭତ୍ରl ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଡାବୁଗାଁ ପଞ୍ଚାୟତ ସମିତି ଅଧ୍ଯକ୍ଷା ବୀଣା ମାଝୀ, ସମ୍ମାନୀତ ଅତିଥି ଡାବୁଗାଁ ସରପଞ୍ଚ ବିନୋଦ ସୌରା,ଡାବୁଗାଁ ବନପାଳ ଉମାକାନ୍ତ ପଟ୍ଟନାୟକ, ମଇଦଲପୁର ବନପାଳ ମଧୁ ସୁଦନ ପାତ୍ର, ଜଟାବାଲ ବନପାଳ ବିଷ୍ନୁ ବିଶୋୟୀ ପ୍ରମୂଖ ମଞ୍ଚ ଉପରେ ଉପବେଶନ କରିଥିବା ବେଳେ 'ବୃକ୍ଷ ହିଁ ଜୀବନ' ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରି ପ୍ରଚୁର ଅମ୍ଳଜାନ ପାଇବା ପାଇଁ ବହୁ ପରିମାଣରେ ଗଛ ଲଗାଇ ମନୁଷ୍ୟ ଜୀବନ ସୁରୁଖୁରୁରେ ଶାନ୍ତି ରେ କଟାଇବାର ବାର୍ତ୍ତା ଦେଇଥିଲେ l
ଦିନକୁ ଦିନ ଜଙ୍ଗଲ ଏଇ ମଣିଷ କ୍ଷୟ କରି ଚାଲି ଥିବାରୁ ଅମ୍ଳଜାନ ର ଘୋର ଅଭାବ ଆଗକୁ ପରିଲକ୍ଷିତ ହେବା ସୁନିଶ୍ଚିତ l ଆସନ୍ତା ୧୭ ତାରିଖ ଜଶସ୍ୱୀ ପ୍ରଧାନ ମନ୍ତ୍ରୀ ଙ୍କ ଜନ୍ମ ଦିନ ଉପଲକ୍ଷେ ରାଜ୍ୟରେ ୭୫ ଲକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ରହିଥିବା ବେଳେ ଆମ ଡାବୁଗାଁ ବନାଞ୍ଚଳ ଅଧୀନରେ ୧୮ ପ୍ରକାର ଚାରା ଡାବୁଗାଁ ବ୍ଳକ, ପାପଡାହାଣ୍ଡି ବ୍ଳକ ଓ ଝରିଗାଁ ବ୍ଳକ ର ୨୬ ଗୋଟି ଗ୍ରାମ୍ୟ ସଂରକ୍ଷିତ ଜଙ୍ଗଲରେ ୧୩୦୦୦ ଚାରା ରୋପଣ କାର୍ଯ୍ୟକ୍ରମ ପାଇଁ ଆଜି "ମା ପାଇଁ ଗଛଟିଏ" କାର୍ଯ୍ୟକ୍ରମରେ ଚାରା ବିତରଣ ଯାନ ର ଶୁଭାରମ୍ଭ କଲେ ପଞ୍ଚାୟତ ସମିତି ଅଧ୍ଯକ୍ଷା,ଡାବୁଗାଁ ସରପଞ୍ଚ ଓ ଅଧିକାରୀ ବୃନ୍ଦ lଆଜି ଠାରୁ ଡାବୁଗାଁ ବନାଞ୍ଚଳ ଅଧୀନରେ ଥିବା ୨୬ ଟି ଗ୍ରାମକୁ ୧୩୦୦୦ ଚାରା ବଣ୍ଟନ କରାଯିବା ପରେ ୧୭ ତାରିଖ ଦିନ ସମଗ୍ର ରାଜ୍ୟରେ ୭୫୦୦୦୦୦ ଚାରା ରୋପଣ କରାଯାଇ ସବୁଜ ସୁନ୍ଦର କରାଯିବା ସହ ଅମ୍ଳଜାନ ର ପ୍ରଚୁର ପରିମାଣରେ ଯୋଗାଇ ଦିଆ ଯିବାର ଉଦ୍ଦେଶ୍ଯ ହେଉଛି ଏଇ କାର୍ଯ୍ୟକ୍ରମ ର ଲକ୍ଷ୍ୟ |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like