-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମୟବର୍ହା ହାଇସ୍କୁଲରେ ସାକ୍ଷରତା ଦିବସ: ଅତିଥି ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

08-Sep-2025



ଡୁଙ୍ଗୁରିପାଲି, ତା ୦୮/୯:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ  ପାଳିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ସହ   ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ସଭାରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ, ସଂସ୍କୃତ ଶିକ୍ଷକ ରାଜୁ ମେହେର ମଞ୍ଚାସିନ ହୋଇ ସାକ୍ଷରତା ଦିବସ ଉପରେ ମତ ବ୍ୟକ୍ତ କରିଥିଲେ। ସମସ୍ତ ଶିକ୍ଷକ,ଛାତ୍ର ଛାତ୍ରୀ ବୃନ୍ଦ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଇଂରାଜୀ ଶିକ୍ଷକ ସମ୍ପଦ ଖମାରୀ ଓ ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପୂର୍ବତନ ଗଣିତ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କୁ ଆତିଥି ଶିକ୍ଷକ  ଭାବରେ ଯୋଗଦାନ କରିଥିବାରୁ   ଫୁଲତୋଡ଼ା ଓ ଉପଢ଼ୌକନ ଦେଇ ସ୍ଵାଗତ କରିଥିଲେ।

ଶିକ୍ଷକ କିରଣ କୁମାର ପଟେଲ  ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଉପରେ ପାୱାର ପଏଣ୍ଟ  ପ୍ରସ୍ତୁତ କରି ଉପସ୍ଥାପନ କରିଥିଲେ।  ନବମ ଶ୍ରେଣୀର ଛାତ୍ରୀ ଶ୍ରିମୟୀ ବାଗ ସଙ୍ଗୀତ ପରିବେଷଣ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସ୍ନିଗ୍ଧା ପ୍ରଧାନ, ନିକିତା ଦୀପ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତି କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like